ଭୁବନେଶ୍ବର: ଆରଆଇ ଅମିନ ମିଳିତ ପ୍ରିଲିମ୍ ଓ ମୁଖ୍ୟ ପରୀକ୍ଷା ରଦ୍ଦ । ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ରେଭେନ୍ୟୁ ଇନ୍ସ୍ପେକ୍ଟର (RI), ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସ୍ପେକ୍ଟର (ARI), ଅମିନ ଏବଂ […]
Month: July 2025
ଅଗଷ୍ଟ ୨ରେ ପିଏମ୍ କିଷାନ ଟଙ୍କା
ନୂଆଦିଲ୍ଲୀ: ପିଏମ୍ କିଷାନର ୨୦ତମ କିସ୍ତି ଅଗଷ୍ଟ ୨ରେ ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଗଷ୍ଟ ୨, ୨୦୨୫ରେ ହିତାଧିକାରୀ ଚାଷୀଙ୍କ ଆକାଉଣ୍ଟକୁ ମୋଟ ୨୦,୫୦୦ କୋଟି ଟଙ୍କା ସ୍ଥାନାନ୍ତର କରିବେ।ଏହା ଦ୍ୱାରା ସାରା […]
ଆସନ୍ତା କଲି ରାଜ୍ୟ କ୍ୟାବିନେଟ୍: ୬ଟି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା
ଭୁବନେଶ୍ୱର: ଅଗଷ୍ଟ ପହିଲାରୁ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍ ବୈଠକରେ […]
ଟ୍ରମ୍ପଙ୍କ ଟାରିଫ୍ ମାଡ଼ରେ ତଳକୁ ଖସିଲା ସେୟାର ମାର୍କେଟ
ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତକାଲି ଭାରତ ଉପରେ ୨୫ପ୍ରତିଶତ ଶୁଳ୍କ ଏବଂ ଅତିରିକ୍ତ ଜରିମାନା ଘୋଷଣା କରିବା ପରେ ଏହାର ପ୍ରଭାବ ଆଜି ଭାରତୀୟ ବଜାରରେ ଦୃଶ୍ୟମାନ ହୋଇଛି। ନିଫ୍ଟି ୨୦୦ପଏଣ୍ଟରୁ […]
ମାଲେଗାଓଁ ବିସ୍ଫୋରଣ ମାମଲା:ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ
ମହାରାଷ୍ଟ୍ର: ୨୦୦୮ ସେପ୍ଟେମ୍ବର ୨୯ ତାରିଖରେ ନାସିକର ମାଲେଗାଓଁ ସହରରେ ଏକ ମସଜିଦ ନିକଟରେ ଏକ ମୋଟରସାଇକେଲରେ ବନ୍ଧା ହୋଇଥିବା ଏକ ବିସ୍ଫୋରକ ଉପକରଣ ବିସ୍ଫୋରଣ ହେବାରୁ ୬ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ […]
ରାଜ୍ୟରେ ୨.୭୩ ଲକ୍ଷ ନକଲି ଚାଷ ପ୍ଲଟ୍, ସର୍ଭେ ରିପୋର୍ଟ
ଭୁବନେଶ୍ୱର: ରାଜ୍ୟରେ ୨.୭୩ ଲକ୍ଷ ନକଲି ଚାଷ ପ୍ଲଟ୍ ଚି଼ହ୍ନଟ ହୋଇଛି l ଚାଷ ଜମି ନୁହେଁ, କିନ୍ତୁ ରାଜ୍ୟର ୨.୭୩ ଲକ୍ଷ ପ୍ଲଟ୍ରେ ଚାଷ କରାଯାଇଥିବା ଦର୍ଶାଇଛନ୍ତି ଚାଷୀ। ଏଥିରେ ବାଲେଶ୍ୱର ଜିଲ୍ଲାର […]
ସ୍କୁଲ୍ ଛାତ୍ରଛାତ୍ରୀ ଙ୍କ ବସ୍ତାନି ଓଜନ ଚେକ୍ କରିବେ ବିଇଓ
ଭୁବନେଶ୍ୱର: ଛାତ୍ରଛାତ୍ରୀମାନଙ୍କ ସ୍କୁଲ୍ ବସ୍ତାନି ବୋଝ ଦିନକୁ ଦିନ ବଢ଼ି ଚାଲିଚାଲିଛି l ପୂର୍ବରୁ ଏନେଇ କଟକଣା ଥିଲେ ମଧ୍ୟ ଅନେକ ସ୍କୁଲ୍ ଏହାକୁ ମାନୁନଥିବା ନେଇ ଅଭିଯୋଗ ହୋଇ ଆସୁଛି। ଏହାକୁ ନେଇ […]
ବିଶ୍ୱର ମହଙ୍ଗା ସାଟେଲାଇଟ୍ ‘ନିସାର’ର ଆଜି ଉତ୍କ୍ଷେପଣ
ଭୁବନେଶ୍ୱର: ବିଶ୍ୱର ସବୁଠାରୁ ଦାମୀ ସାଟେଲାଇଟ୍ ‘ନିସାର’କୁ ନାସା ଓ ଇସ୍ରୋର ମିଳିତ ଉଦ୍ୟମରେ ଲଞ୍ଚ କରାଯିବ । ଶ୍ରୀହରି କୋଟା ସ୍ଥିତ ଶତିସ ଧୱନ ମହାକାଶ କେନ୍ଦ୍ରରୁ ସନ୍ଧ୍ୟା ୫ଟା ୪୦ରେ ଏହାର […]
ରାକ୍ଷୀ ପୂର୍ଣିମାରେ ମୁଖ୍ୟମନ୍ତ୍ରୀ ଯିବେ କୋରାପୁଟ, ବାଣ୍ଟିବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି
କୋରାପୁଟ: ଅଗଷ୍ଟ ୯ ତାରିଖ ଅର୍ଥାତ୍ ରକ୍ଷାବନ୍ଧନରେ ମହିଳା ପାଇବେ ଉପହାର। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସି ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ […]
ରେଜିଷ୍ଟର୍ଡ ପୋଷ୍ଟ ବନ୍ଦ ପାଇଁ ନିଷ୍ପତ୍ତି ନେଲା ଡାକ ବିଭାଗ
ନୂଆଦିଲ୍ଲୀ: ସେପ୍ଟେମ୍ବର ୧ ତାରିଖରୁ, ଭାରତୀୟ ଡାକ ବିଭାଗ ରେଜିଷ୍ଟର୍ଡ (ପଞ୍ଜିକୃତ ପୋଷ୍ଟ)କୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ଡାକ ବିଭାଗ। ଏହାସହ ଏହାକୁ ସ୍ପିଡ୍ ପୋଷ୍ଟ ସେବା ସହିତ ମିଶ୍ରଣ କରିବ। […]
