ପହଲଗାମର ଆକ୍ରମଣ ର ମା‌ଷ୍ଟରମାଇଣ୍ଡ୍‌ ନିପାତ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ତିନି ମାସ ବିତିଛି। ତିନି ମାସ ପରେ ଭାରତୀୟ‌ ସେନାକୁ ବଡ଼ ସଫଳତା ମିଳିଛି। ପହଲଗାମ ଆତଙ୍କବାଦୀ ଆକ୍ରମଣର ବଦ୍‌ଲା ନେଇଛି ସେନା। ଶ୍ରୀନଗର ଉପକଣ୍ଠ ଲିଡ଼ବାସ ପାହାଡ଼ରେ […]

FIDE ମହିଳା ଚେସ୍‌ ବିଶ୍ବକପ ଟାଇଟଲ ଜିତିଲେ ଦିବ୍ୟା ଦେଶମୁଖ

ନୂଆଦିଲ୍ଲୀ: ଭାରତର ଦିବ୍ୟା ଦେଶମୁଖ ଫିଡେ ମହିଳା ବିଶ୍ୱକପ୍‍ ଚେସ୍‍ ଚାମ୍ପିୟାନ୍‍ସିପ୍‍ ଟାଇଟେଲ୍‍ ହାସଲ କରିଛନ୍ତି । ଜର୍ଜିଆର ବାଟୁମି ଠାରେ ଅନୁଷ୍ଠିତ ତିନି ପର୍ଯ୍ୟାୟ ବିଶିଷ୍ଟ ଫାଇନାଲ୍‍ ମ୍ୟାଚ୍‍ରେ ଟାଇବ୍ରେକର ମାଧ୍ୟମରେ ଦିବ୍ୟା […]

ଶ୍ରୀ ମନ୍ଦିରର ନିୟମ ଭାଙ୍ଗି ଅଡୁଆରେ ଏଏସ୍‌ଆଇ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିକୁ ନେଇ ଚର୍ଚ୍ଚା ଲାଗି ରହିଥିବା ବେଳେ ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ବା ଏଏସ୍‌ଆଇ ଫଟୋ ପୋଷ୍ଟ କରିଛି । ରତ୍ନଭଣ୍ଡାର କିଛି ଫଟୋକୁ ସୋସିଆଲ ଏକ୍ସରେ ପୋଷ୍ଟ […]

ବସ୍‌-ଟ୍ରକ୍ ଧକ୍କା ରେ ୧୮କାଉଡ଼ିଆ ମୃତ

ଦେଓଘର: ଝାଡ଼ଖଣ୍ଡର ଦେଓଘରରେ କାଉଡ଼ିଆଙ୍କୁ ନେଇଯାଉଥିବା ଏକ ବସ୍‌ କୁ ଟ୍ରକ୍ ଟି ଧକ୍କା ଦେବା ଫଳରେ ୧୮ ଜଣ କାଉଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥିରେ ୧୨ରୁ ଅଧିକ କାଉଡିଆ ଆହତ […]

ଭୁବନେଶ୍ୱର ଆର୍‌.ଆଣ୍ଡ ବି ଡିଭିଜନ-୨ର ସହାୟକ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭୁବନେଶ୍ୱର: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଆର ଆଣ୍ଡ ବି ଡିଭିଜନ-୨ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘର ସମେତ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଏକକାଳୀନ ଚଢ଼ଉ କରୁଛି। ଭୁବନେଶ୍ୱରର ୮ଟି […]

ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା

ଭୁବନେଶ୍ୱର: ଚାଷୀ ପଞ୍ଜୀକରଣ ଲାଗି ସମୟସୀମା ଜୁଲାଇ ମାସ ୧୯ ରୁ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି । ତେବେ ପଞ୍ଜୀକରଣରେ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହାର ସମୟ ସୀମାକୁ […]

ଔଷଧ ଦୋକାନରେ ରିହାତି ବୋର୍ଡ ନିଷେଧ ଲାଗୁ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶରେ ଏବେ ମେଡିକାଲ ଷ୍ଟୋରଗୁଡ଼ିକରେ ୧୦%ରୁ ୮୦% ପର୍ଯ୍ୟନ୍ତ ରିହାତି ଦର୍ଶାଇ ବୋର୍ଡ ଲଗାଇବା ବେଆଇନ ବୋଲି ବିବେଚନା କରାଯିବ। ଫାର୍ମାସି ପରିଷଦ ସ୍ପଷ୍ଟ କରିଛି ଯେ ଔଷଧ ବିକ୍ରୟରେ ରିହାତି ବିଜ୍ଞାପନ […]

ପ୍ରାଥମିକ ସ୍କୁଲ ପିଲାଙ୍କ ପରିଚୟ ପତ୍ରରେ ଲାଗିବ ଗେରୁଆ ରଙ୍ଗ

ଭୁବନେଶ୍ୱର: ବିଜେଡି ସରକାର ସମୟରେ ସବୁଜ ରଙ୍ଗର ଆଇ-କାର୍ଡ ହୋଇଥିବା ବେଳେ ୨୦୨୫-୨୬ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି । ଯେଉଁଥିରେ ପିଲାଙ୍କ ନାମ, ଶ୍ରେଣୀ, ଜନ୍ମ ତାରିଖ, […]

ହ୍ୟାକ୍‌ ହେଲା ରେଭେନ୍ସା ବିଶ୍ୱବିଦ୍ୟାଳୟର ୱେବସାଇଟ୍,ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ

ଭୁବନେଶ୍ୱର: ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟ ୱେବ୍‌ସାଇଟ୍‌ ହ୍ୟାକ୍ ହୋଇଛି। କେହି ଦୃର୍ବୃତ୍ତ ୱେବସାଇଟ୍‌କୁ ହ୍ୟାକ୍‌ କରି ଦେଇଥିବା ଦେଖିବାକୁ ମିଳିଛି । ବିଶ୍ୱବିଦ୍ୟାଳୟ ୱେବ୍‌ସାଇଟ୍‌କୁ କ୍ଲିକ୍‌ କଲେ ଏକ ବେଟିଂ ସାଇଟ୍‌ ଖୋଲୁଛି । […]

ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

ନୂଆଦିଲ୍ଲୀ: ଆଜି ସକାଳ ୯.୪୫ରେ ଅବଦୁଲ କଲାମ ଆଇଲାଣ୍ଡରୁ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ କରାଯାଇଛି। DRDO ଦ୍ୱାରା ବିକଶିତ ଏହି କ୍ଷେପଣାସ୍ତ୍ରର ୧୫୦ରୁ ୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କ୍ଷମତା […]