ପାକ୍ ସମର୍ଥିତ TRFକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ଆମେରିକା

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ସଂପୃକ୍ତ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ -ଟିଆରଏଫକୁ ଫରେନ୍ ଟେରରିଷ୍ଟ ଅର୍ଗାନାଇଜେସନ୍ ଘୋଷଣା କଲା ଆମେରିକା ବୈଦେଶିକ ବିଭାଗ। ଏହା ସହ ଟିଆରଏଫକୁ ସ୍ପେସିଆଲି ଡେଜିଗନେଟେଡ୍ ଗ୍ଲୋବାଲ ଟେରରିଷ୍ଟ ଘୋଷଣା […]

ପ୍ରବଳ ବର୍ଷା ନେଇ ଆଜି ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୮ ଉପକୂଳ ଜିଲ୍ଲାରେ ଶୁଖିଲା ପାଗ ରହିବ। ଆସନ୍ତାକାଲି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା […]

କଲେଜ ଭଳି ସ୍କୁଲରେ ଗଠନ ହେବ ଆଇସିସି କମିଟି

ଭୁବନେଶ୍ୱର: କଲେଜ ଭଳି ସ୍କୁଲରେ ଗଠନ ହେବ ଆଇସିସି କମିଟି । ଆଇସିସି କମିଟି ସଠିକ୍ ଭାବେ ଗଠନ କରି କାମ କରିବାକୁ ଗଣଶିକ୍ଷା ବିଭାଗର କଡା ନିର୍ଦ୍ଦେଶ । ବାଲେଶ୍ୱର ଏଫଏମ କଲେଜ […]

ପ୍ରେସ୍‌ ମିଟ୍‌ କରି ବିଜେଡି ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର: ପ୍ରେସ୍‌ ମିଟ୍‌ କରି ବିଜେଡି ଉପରେ ବର୍ଷିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ସିଧା ପ୍ରଶ୍ନ କରିଛନ୍ତି ପୂର୍ବ ସରକାରଙ୍କୁ । ବିଜେଡ଼ି ସରକାର ଓଡିଶାକୁ ୨୪ ବର୍ଷ ଶାସନ କରିଛି । […]

କକ୍‌ପିଟ୍‌ରେ କ୍ୟାମେରା ଲଗାଇବା ଦାବିରେ, ଚାଲିଛି ତର୍କ ବିତର୍କ

ନୂଆଦିଲ୍ଲୀ: ଏୟାର୍ ଇଣ୍ଡିଆ ବୋଇଂ ୭୮୭-୮ ବିମାନ ଜୁନ୍ ୧୨ରେ ଦୁର୍ଘଟଣାଗ୍ରସ୍ତ ହେବାର କିଛି ମୁହୂର୍ତ୍ତ ପୂର୍ବରୁ କିଛି ଏଭଳି କଥାବାର୍ତ୍ତା ଫ୍ଲାଇଟ୍ ଅଡିଓ ରେକର୍ଡରରୁ ମିଳିଛି । ଜଣେ ପାଇଲଟ ପଚାରୁଛନ୍ତି, ଆପଣ […]

ଆଜି ଓଡିଶା ବନ୍ଦ :କଂଗ୍ରେସ ର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର: ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ବିରୋଧୀ ଦଳ । ଦୋକାନ, ବଜାର, ଶିକ୍ଷାନୁଷ୍ଠାନ ସମେତ ସମସ୍ତ […]

ରାଜ୍ୟ କ୍ୟାବିନେଟ୍‌ରେ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ୱାସ୍ଥ୍ୟ, ଶକ୍ତି, ରାଜସ୍ଵ , ଗୃହ ନିର୍ମାଣ, ଗଣଶିକ୍ଷା ଆଦି ବିଭାଗରେ […]

ଦିଲ୍ଲୀର ୫ ସ୍କୁଲକୁ ବୋମା ଧମକ 

ନୂଆଦିଲ୍ଲୀ: ବୁଧବାର ସକାଳୁ ସକାଳୁ ଦିଲ୍ଲୀରେ ୫ଟି ଜଣାଶୁଣା ସ୍କୁଲକୁ ବୋ‌ମା ଧମକ ମିଳିବା ପରେ ଅଭିଭାବକମାନେ ଚିନ୍ତିତ ହୋଇପଡ଼ିଥିଲେ। ଇମଲେ୍ ଜରିଆରେ ଧମକ ମିଳିବା ପରେ ପୁଲିସ ଛାନ୍‌ଭିନ୍ କରିବାକୁ ସ୍କୁଲରେ ପହଞ୍ଚିଥିଲେ […]

ଜୁଲାଇ ୨୧ରୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ:ସଂସଦର ମୌସୁମୀ ଅଧିବେଶନ ୨୧ ଜୁଲାଇରୁ ଆରମ୍ଭ ହେଉଛି। ଏହି ମୌସୁମୀ ଅଧିବେଶନରେ ସରକାର ଆଠଟି ନୂତନ ବିଲ ଆଗତ କରିବେ। ଏଥିରେ ମଣିପୁରରେ ରାଷ୍ଟ୍ରପତି ଶାସନ ସହିତ ଜଡିତ ଏକ ବିଲ ମଧ୍ୟ […]

ଲୋୟର ପିଏମଜିରେ ବିଜେଡି କର୍ମୀଙ୍କୁ ଟେକିନେଲା ପୋଲିସ

ଭୁବନେଶ୍ୱର: ବାଲେଶ୍ୱର ଠାରୁ ଭୁବନେଶ୍ୱର ସବୁଠି ବିରୋଧର ସ୍ୱର ଦେଖିବାକୁ ମିଳୁଛି । ରଣକ୍ଷେତ୍ର ପାଲଟିଛି ଭୁବନେଶ୍ୱର ଲୋକୟର ପିଏମଜି । ଆଜି ବିରୋଧୀ ବିଜେଡି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା […]