ଶ୍ରୀମନ୍ଦିରରେ ଆଜି ରାଧାଷ୍ଟମୀ, ଚକ୍ରରାଜ ସୁଦର୍ଶନଙ୍କ ନଗର ପରିକ୍ରମା

ପୁରୀ : ଆଜି ପବିତ୍ର ରାଧାଷ୍ଟମୀ ରେ ସଜେଇ ହୋଇଛି ଶ୍ରୀମନ୍ଦିର । ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ନରେ ସୁଦର୍ଶନ ମହାପ୍ରଭୁଙ୍କ ଶ୍ରୀମନ୍ଦିର […]

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କଲେ ୭ ନୂଆ ମ୍ୟୁନିସପାଲିଟି ଓ ୧୬ଟି ନୂଆ ଏନଏସି

ଭୁବନେଶ୍ୱର: ଆଜି ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ଟି ନୂଆ ମ୍ୟୁନିସିପାଲଟି ଏବଂ ୧୬ଟି ନୂଆ ଏନଏସି ଘୋଷଣା କରିଛନ୍ତି । ବଲାଙ୍ଗୀର ଜିଲ୍ଲାର ଲୋଇସିଂହା ସହିତ ବରଗଡ଼ […]

ଏସସିଓ ସମ୍ମିଳନୀରେ ଯୋଗଦେବା ପାଇଁ ଚୀନ୍ ରେ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସସିଓ ସମ୍ମିଳନୀରେ ଯୋଗଦେବା ପାଇଁ ଚୀନ୍ ପହଞ୍ଚିଛନ୍ତି। ଶିଖର ସମ୍ମିଳନୀ ବ୍ୟତୀତ ସେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ରୁଷ ରାଷ୍ଟ୍ରପତି ପୁଟିନଙ୍କ ସହ ପୃଥକ ଦ୍ୱିପାକ୍ଷିକ ଆଲୋଚନା ମଧ୍ୟ କରିବେ । ଜାପାନ ଗସ୍ତ […]

ଆମେରିକା ର ଶୁଳ୍କ ବୃଦ୍ଧି,ସଙ୍କଟରେ ଚିଙ୍ଗୁଡ଼ି ଶିଳ୍ପ

ଭୁବନେଶ୍ୱର: ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲଗାଇବା ପରେ ଦେଶର ସିଫୁଡ୍‌ (ଚିଙ୍ଗୁଡ଼ି) ରପ୍ତାନି ଶିଳ୍ପ ସଙ୍କଟରେ ପଡ଼ିଯାଇଛି। ଏହି‌ କ୍ଷେତ୍ରରେ ନିୟୋଜିତ ୧୫ ଲକ୍ଷ ଲୋକଙ୍କ ଜୀବିକା ଏବେ ବିପଦରେ। […]

ଇନ୍ସପେକ୍ଟର ଓ ସବ-ଇନ୍ସପେକ୍ଟର ଙ୍କ କ୍ଷମତା ବଢ଼ାଇଲେ ସରକାର

ଭୁବନେଶ୍ୱର: ଇନ୍ସପେକ୍ଟର ଓ ସବ-ଇନ୍ସପେକ୍ଟରଙ୍କ କ୍ଷମତା ବଢ଼ାଇଲେ ସରକାର। ଏଣିକି SC/ST ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା କରିପାରିବେ। ପୂର୍ବରୁ DSP ପାହ୍ୟାର ଅଧିକାରୀଙ୍କୁ ଏହି […]

ରାଜଭବନରେ ପହଞ୍ଚିଲେ; କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି ଙ୍କ ସହିତ ସମସ୍ତ ବିଧାୟକ

ଭୁବନେଶ୍ୱର: ସରକାରୀ ବାସଭବନରେ କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଚାଲିଥିବା ବୈଠକ ପରେ ରାଜଭବନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିଜ ବାସଭବନରେ ପ୍ରାୟ ଦେଢଘଣ୍ଟା ଧରି ଧର୍ମେନ୍ଦ୍ରଙ୍କ ସହ ଚାଲିଥିଲା ଗୁରୁତ୍ୱପୂର୍ଣ୍ଣ […]

ସିକିମ୍ ମୁଖ୍ୟମନ୍ତ୍ରୀ ଙ୍କ ଫେସବୁକ୍ ଆକାଉଣ୍ଟରେ ଶ୍ରୀମନ୍ଦିର ଭିତର ବେଢା ଫଟୋ ଅପଲୋଡ

ଭୁବନେଶ୍ୱର: ସିକିମ୍ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ଶୁକ୍ରବାର ପୁରୀର ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ମହାପ୍ରଭୁଙ୍କ ଆଶିଷ ଲଭିଥିବା ବେଳେ ଶ୍ରୀମନ୍ଦିର ପରିସରରୁ ଉଠାଯାଇଥିବା ତାଙ୍କ ଫଟୋ ତାଙ୍କ ଅଫିସିଆଲ୍ ଫେସବୁକ୍ ପେଜରେ […]

ଭାରତୀୟ ବାୟୁସେନା ଓ କିଟ୍‍ ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ଶରଣଜିତ୍‍ ସିଂହ ଏବଂ ଭାରତୀୟ ବାୟୁସେନା ପକ୍ଷରୁ ଏୟାର ଷ୍ଟାଫ୍‍ ସହକାରୀ ମୁଖ୍ୟ(ଶିକ୍ଷା) ଏୟାର ଭାଇସ୍‍ ମାର୍ଶାଲ୍‍ […]

ମୋଦିଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ :କଂଗ୍ରେସ, ବିଜେପି ଭିତରେ ଗଣ୍ଡଗୋଳ

ବିହାର:ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ବିହାରର ରାଜଧାନୀ ପାଟନାରେ ଦୁଇ ଜାତୀୟ ଦଳର କର୍ମୀଙ୍କ ମଧ୍ୟରେ ହୋଇଛି ଖଣ୍ଡଯୁଦ୍ଧ। ଦଳୀୟ ପତାକା ଧରି ଦୁଇ ଦଳର କର୍ମୀ ପରସ୍ପରକୁ ଆକ୍ରମଣ କରୁଥିବା ବେଳର ଭିଡିଓ […]

ଦେଶର ଜିଡିପିରେ ଅଭିବୃଦ୍ଧି

ନୂଆଦିଲ୍ଲୀ: ଦେଶର ଅର୍ଥନୀତିରେ ଜୋରଦାର୍ ପ୍ରଦର୍ଶନ। ସରକାରଙ୍କ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଜୁନ୍ ୨୦୨୫ ତ୍ରୈମାସିକରେ ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ୭.୮ ପ୍ରତିଶତ ଅଭିବୃଦ୍ଧି ପଞ୍ଜିକୃତ କରିଛି। ଏହି ସଂଖ୍ୟା […]