ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ଘଟଣାର ଅଭିଯୁକ୍ତକୁ ଧରିଲା ପୋଲିସ

କେନ୍ଦ୍ରାପଡା: ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ହାତରେ ଧରାପଡିଛି । ମୁଖ୍ୟ ଅଭିଯୁକ୍ତ ହେଲା ଗଣେଶ୍ବର ବେହେରାଙ୍କ ପୁଅ ପ୍ରମୋଦ ବେହେରା। ତାର ଘର ବିଲିକଣା ପଞ୍ଚାୟତ ତେରୋଇ ଗାଁରେ […]

ଗୋହତ୍ୟା ନିୟମ କଡାକଡି କରିବାକୁ ରାଜ୍ୟସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ: ଓଡ଼ିଶା ପ୍ରିଭେନସନ୍ ଅଫ୍ କାଓ ସ୍ଲଟର ଆକ୍ଟ ୧୯୬୦ କଡ଼ାକଡ଼ି ହେବ । ଏହି ନିୟମ କୁ କଡ଼ାକଡ଼ି ପାଳନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏକ ଜନସ୍ବାର୍ଥ […]

ଭାରତ ସରକାରଙ୍କ “ଆଦି କର୍ମଯୋଗୀ ଅଭିଯାନ” ଆରମ୍ଭ

ଭୁବନେଶ୍ୱର: ଭାରତ ତଥା ରାଜ୍ୟ ସରକାରଙ୍କ ସମସ୍ତ ଜନକଲ୍ୟାଣକାରୀ ଯୋଜନାକୁ ତୃଣମୂଳସ୍ତରରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମିଶନ୍ ମୋଡରେ ଆରମ୍ଭ ହୋଇଛି “ଆଦି କର୍ମଯୋଗୀ ଅଭିଯାନ” । ବିକଶିତ ଭାରତ @୨୦୪୭ ଲକ୍ଷ୍ୟ ହାସଲ କରିବା […]

ଯୁବତୀ ଜଳିଯିବା ମାମଲା: ବଦଳି ହେଲେ ASI ପଲେଇ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇରେ ଯୁବତୀ ଜଳିଯିବା ମାମଲାରେ ଆକ୍ସନ୍। ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ASI ଶୈଳେନ୍ଦ୍ର ପଲେଇଙ୍କୁ ଜିଲ୍ଲା ପୋଲିସ୍ ମୁଖ୍ୟାଳୟକୁ ବଦଳି କରିଛନ୍ତି କେନ୍ଦ୍ରାପଡ଼ା ଏସପି। ପୀଡ଼ିତାଙ୍କ ବାପା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା […]

ଭୁବନେଶ୍ୱରରେ EKTA କାର୍ଯ୍ୟକ୍ରମର ଉଦ୍ଘାଟନ କଲେ ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ

ଭୁବନେଶ୍ୱର: ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ନେଇ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମାଧୁରୀ । ଓଡ଼ିଶାରେ EKTA ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରିଛନ୍ତି ରାଜ୍ୟ ସରକାର । ଆଜି ଉଦ୍ଘାଟନୀ ଉତ୍ସବରେ […]

ଅଗଷ୍ଟ ୩୧ ସୁଦ୍ଧା ପୂରଣ ହେବ ୨୨ ହଜାର ୮୯୬ ପଦବୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ୧୦ ବିଭାଗର ଗ୍ରୁପ ସି ର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ। ଅଗଷ୍ଟ ୩୧ ସୁଦ୍ଧା ପ୍ରତ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟାରେ ନିଯୁକ୍ତି ପୂରଣ […]

ପୂର୍ବତନ ଉପବାଚସ୍ପତି ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ

ନୟାଗଡ଼: ଖଣ୍ଡପଡ଼ାର ରାଜା ତଥା ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ପରଲୋକ ଘଟିଛି। ସେ ହୃଦରୋଗରେ ପୀଡିତ ଥିଲେ ଏବଂ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। […]

ସର୍ବସାଧାରଣ ସ୍ଥାନରେ ଖୋଲାଯିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର,ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସପିଂ ମଲ୍‌ରେ ବ୍ରେଷ୍ଟ ଫିଡିଂ ସେଣ୍ଟର ଖୋଲିବା ପାଇଁ ବ୍ୟବସାୟୀ ଅନୁଷ୍ଠାନକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଅନୁରୋଧ କରିଛନ୍ତି l ଆଗକୁ ସରକାରୀ ଅଫିସ୍ ଓ ଅଭିଯୋଗ ଶୁଣାଣି ସ୍ଥାନରେ,ବସ୍ ଷ୍ଟାଣ୍ଡ, ରେଳ […]

ଛେପ ଟେଷ୍ଟ ରୁ ଜଣାପଡିଯିବ ଭବିଷ୍ୟତରେ ହେବାକୁ ଥିବା ରୋଗ

ଭୁବନେଶ୍ୱର: ସମ୍ବଲପୁର ବିଶ୍ଵବିଦ୍ୟାଳୟ ଅଧୀନ ଜୈବ ପ୍ରଯୁକ୍ତି ଓ ଜୈବ ସୂଚନା ବିଜ୍ଞାନ ବିଭାଗ ଦ୍ଵାରା ପୁଣି ଏକ ଗବେଷଣା ସଫଳ ହୋଇଛି । ଏଣିକି ବ୍ୟକ୍ତିର ଛେପରୁ ଭବିଷ୍ୟତରେ ତାଙ୍କୁ ହେବାକୁ ଥିବା […]

ଯୁବତୀ ଜଳିଯିବା ମାମଲା: ବଦଳି ହେଲେ ASI ପଲେଇ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇରେ ଯୁବତୀ ଜଳିଯିବା ମାମଲାରେ ଆକ୍ସନ୍। ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ASI ଶୈଳେନ୍ଦ୍ର ପଲେଇଙ୍କୁ ଜିଲ୍ଲା ପୋଲିସ୍ ମୁଖ୍ୟାଳୟକୁ ବଦଳି କରିଛନ୍ତି କେନ୍ଦ୍ରାପଡ଼ା ଏସପି। ପୀଡ଼ିତାଙ୍କ ବାପା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା […]