କର୍ତ୍ତବ୍ୟ ଭବନର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ଦିଲ୍ଲୀର ଅଲଗା ଅଲଗା ବିଲିଡିଂରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗ ଖୁବଶୀଘ୍ର କର୍ତ୍ତବ୍ୟଭବନକୁ ସ୍ଥାନାନ୍ତର ହେବ । କର୍ତ୍ତବ୍ୟ ଭବନ ୩ରେ କମନ ସେଣ୍ଟ୍ରାଲ ସେକ୍ରେଟରିଏଟ୍ ଭାବେ କାର୍ଯ୍ୟ […]

ନୂତନ ରାଜସ୍ୱ ଗ୍ରାମର ସୀମା ପରିବର୍ତ୍ତନ କରାଯିବ, ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ୧୬୩୫ ରାଜସ୍ୱ ଗାଁ ଗୁଡ଼ିକର ମ୍ୟାପ୍ କରିବା ପାଇଁ ଯାଉଛନ୍ତି । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କହିବା ମୁତାବକ, ରାଜ୍ୟରେ ୧୯୯୧ରୁ ୨୦୨୪ ପର୍ଯ୍ୟନ୍ତ ୩୪ ବର୍ଷ ଭିତରେ […]

ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡା ଫସିଲେ ଭିଜିଲାନ୍ସ ଜାଲରେ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡା । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଡ୍ରଗ୍ସ କଣ୍ଟ୍ରୋଲର ଅଫିସର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର ଦେବାଶିଷ ପଣ୍ଡାଙ୍କ ବାସଭବନ ଗ୍ରେଟର […]

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ରେ ଦୁଇଗୋଷ୍ଠୀ ମୁହାଁମୁହିଁ: ୫ ଆହତ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଯାହାଫଳରେ ୫ରୁ ଅଧିକ ଛାତ୍ର, ଏବଂ ଜଣେ ଅଣଛାତ୍ର ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ପ୍ରଥମେ […]

ଉତ୍ତରାଖଣ୍ଡରେ ବର୍ଷା ଯୋଗୁଁ ଧସିଲା ପାହାଡ଼, ରାତିସାରା ଉଦ୍ଧାର କାର୍ଯ୍ୟ ଜାରି

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଗଙ୍ଗୋତ୍ରୀ ଧାମର ମୁଖ୍ୟ ସ୍ଥାନ ଧରାଲି ଓ ଖୀରଗଙ୍ଗାରେ ବାଦଲଫଟା ବର୍ଷା ପରେ ବନ୍ୟା ଯୋଗୁଁ ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଗତକାଲି ଅପରାହ୍ନ ପ୍ରାୟ ୧ଟା ୩୦ରେ ହଠାତ୍ ବନ୍ୟା ଆସିବାରୁ […]

ଇଲେକ୍ଟ୍ରୋହୋମିଓପାଥି ଡାକ୍ତର ସଙ୍ଘର ସମୀକ୍ଷା ବୈଠକ

ବାରିପଦା /ସlରସକଣା:ଝାରପୋଖରିଆ ସ୍ଥିତ ପୁରୁଷୋତ୍ତମ ଇଲେକ୍ଟ୍ରୋ ହୋମିଓପାଥି ପ୍ରତିଷ୍ଠାନ ପରିସରରେ ଇଲେକ୍ଟ୍ରୋ ହୋମିଓପାଥି ଡାକ୍ତର ସଙ୍ଘର ସଭାପତି ଡାକ୍ତର ସରୋଜ ନାୟକଙ୍କ ସଭାପତିତ୍ୱ ରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଏଥିରେ […]

ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତ

ଭୁବନେଶ୍ୱର: ଶୋଭନା ମହାନ୍ତିଙ୍କୁ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଭାବେ ନିଯୁକ୍ତି କରାଯାଇଛି । ଏନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୦୨୪ ମସିହାରେ ମହିଳା କମିଶନ […]

ଅପାରଗ କର୍ମଚାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଭାଗରେ ଥିବା ଅପାରଗ କର୍ମଚାରୀ ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା’ର ହିସାବ ମାଗିଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟଶାସନ ସଚିବ ମନୋଜ […]

ଅଷ୍ଟ୍ରେଲିଆ ଗସ୍ତ କରିବ ଭାରତୀୟ ହକି ଦଳ

ଭୁବନେଶ୍ୱର: ଭାରତୀୟ ହକି ଦଳ ଅଷ୍ଟ୍ରେଲିଆ ଗସ୍ତ ଲାଗି ୨୪ ଜଣିଆ ଦଳ ଘୋଷଣା କରିଛି । ଏହି ଦଳରେ ଓଡ଼ିଶାରୁ ୩ ଜଣ ସାମିଲ ଅଛନ୍ତି । ଅମିତ ରୋହିତଦାସ, ନୀଲମ ସଂଜୀପ […]