ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛିଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ […]
Month: August 2025
ଓକିଲ ସଂଘ ସ୍ଥିର କରନ୍ତୁ ହାଇକୋର୍ଟ ବେଞ୍ଚ କେଉଁଠି ହେବ: ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ସପକ୍ଷରେ ଆମେ ଥିଲୁ ଏବଂ ଅଛୁ । ଓକିଲ […]
ପୂର୍ବତନ ମୁଖ୍ୟ ସଚିବ ଏବଂ ଲେଖକ ସୁବାସ ପାଣିଙ୍କ ପରଲୋକ
ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟ ସଚିବ ସୁବାସ ପାଣିଙ୍କର ନିଧନରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ନିଜ ଏକ୍ସରେ ଲେଖିଛନ୍ତି, ଓଡ଼ିଶା ସରକାରଙ୍କ ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ତଥା […]
ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ପରଲୋକ
ନୂଆଦିଲ୍ଲୀ: ଝାଡ଼ଖଣ୍ଡର ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପିତା ଶିବୁ ସୋରେନ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ଦିଶୋମ୍ ଗୁରୁ’ ନାମରେ ଜଣାଶୁଣା ଶିବୁ ସୋରେନ ଏକ ମାସରୁ […]
ପାକିସ୍ତାନକୁ ଚୀନ୍ ଦେଲା ଆଣ୍ଟି-ଟ୍ୟାଙ୍କ୍ ଗାଇଡେଡ୍ ମିସାଇଲ୍ ସହ ଆକ୍ରମଣ ହେଲିକପ୍ଟର
ଇସଲାମାବାଦ: ଚୀନରୁ ପାକିସ୍ତାନକୁ Z-10ME-02 ହେଲିକପ୍ଟର ମିଳିଛି। ମୁଲତାନ ଆର୍ମି ଏଭିଏସନ୍ ବେସ୍ରେ ଆୟୋଜିତ ଏକ ଉତ୍ସବରେ ଏହି ହେଲିକପ୍ଟରଗୁଡ଼ିକୁ ପାକିସ୍ତାନ ଆର୍ମି ଏଭିଏସନ୍ କର୍ପସରେ ସାମିଲ କରାଯାଇଥିଲା। ଏହି ଅବସରରେ ପାକିସ୍ତାନର ଫିଲ୍ଡ […]
ଆନ୍ଧ୍ର ପଥର ଖଣି ଦୁର୍ଘଟଣା,ମୃତକଙ୍କ ପାଇଁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା
ବଲିକୁରଭା ନିକଟସ୍ଥ ସତ୍ୟକୃଷ୍ଣା ଗ୍ରାନାଇଟ୍ ଖଣିରେ ରବିବାର ସକାଳେ ଘଟିଥିବା ଏକ ଦୁଃଖଦ ଦୁର୍ଘଟଣାରେ ୬ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ଗଞ୍ଜାମ ଜିଲାର ଦଣ୍ଡ ବଡ଼ତ୍ୟା, ବନମାଳ ଚେହ୍ରା, […]
ଅତ୍ୟାବଶ୍ୟକୀୟ ଔଷଧ ମୂଲ୍ୟରେ ୧୦-୧୫ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ
ନୂଆଦିଲ୍ଲୀ: ୩୭ଟି ଅତ୍ୟାବଶ୍ୟକୀୟ ଔଷଧ ମୂଲ୍ୟରେ ୧୦-୧୫ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ କରିଛି ଏନ୍ପିପିଏ। ଏଥିରେ ପାରାସିଟାମଲ୍, ଆଟୋର୍ଭାଷ୍ଟିନ୍ ଓ ଆମୋକ୍ସିଲିନ୍ ଭଳି ଔଷଧ ରହିଛି ଯାହା ସାଧାରଣ ଜ୍ୱର ଠାରୁ ଆରମ୍ଭ କରି […]
ପାକିସ୍ତାନରୁ ଆସିଲା ଅଯୋଧ୍ୟା ରାମ ମନ୍ଦିରକୁ ବୋମା ଧମକ
ନୂଆଦିଲ୍ଲୀ: ମହାରାଷ୍ଟ୍ର ବୀଡ ଜିଲ୍ଲାରୁ ଅଯୋଧ୍ୟାର ଶ୍ରୀରାମ ମନ୍ଦିରକୁ ଉଡାଇବାର ଧମକ ମିଳିଛି । ବୀଡ ଶିରୁର କସାର ଅଞ୍ଚଳର ଜଣେ ଯୁବକଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ ଧମକ ମିଳିଥିବା ପୋଲିସ୍ ସୂତ୍ରରୁ ଜଣାପଡିଛି […]
ଟେଷ୍ଟ ସିରିଜରେ ଟିମ୍ ଭାରତର ନୂଆ ବିଶ୍ୱ ରେକର୍ଡ
ନୂଆଦିଲ୍ଲୀ: ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ଟିମ୍ ଭାରତର ବ୍ୟାଟସମ୍ୟାନମାନେ ୪୨୨ ଚୌକା ଏବଂ ୪୮ ଛକା ମାରିଛନ୍ତି। ଟେଷ୍ଟ ସିରିଜରେ ସର୍ବାଧିକ ବାଉଣ୍ଡାରୀ ମାରିବା ମାମଲାରେ ସେମାନେ […]
ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ:ଓଡ଼ିଶା ପୋଲିସ
ଭୁବନେଶ୍ଵର: ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସନ୍ଧ୍ୟାରେ ପୀଡ଼ିତା ଆଖି ବୁଜିଛନ୍ତି। ଜୁଲାଇ ୧୯ରେ ଘଟିଥିବା ଏହି ଅଭାବନୀୟ ଘଟଣାରେ ପୋଲିସ ଏ ପର୍ଯ୍ୟନ୍ତ କାହାରିକୁ ଗିରଫ କରିବାରେ ସମର୍ଥ ହୋଇ ପାରିନାହିଁ। […]
