OTET ପ୍ରଶ୍ନପତ୍ର ଲିକ୍‌ ଘଟଣା: ବୋର୍ଡ ଉପସଭାପତିଙ୍କୁ ଜେରା କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଜୁଲାଇ ୨୦ରେ ହେବାକୁ ଥିବା OTET ପରୀକ୍ଷା ପୂର୍ବ ଦିନ ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଭାଇରାଲ ହେବା ପରେ ବାତିଲ କରାଯାଇଥିଲା। ଏହି ମାମଲାରେ ଏବେ ସୁଦ୍ଧା ୭ ଜଣ ଗିରଫ ହୋଇଛନ୍ତି […]

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡ଼ିଗଲା ରେଲୱେ ଟ୍ରାକ୍

ଭୁବନେଶ୍ୱର: ମାଓ ସପ୍ତାହ ପାଳନ ଅବସରରେ ହିଂସାକାଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ଝାଡ଼ଖଣ୍ଡ ସୀମାବର୍ତ୍ତି ବାନ୍ଧମୁଣ୍ଡା ରେଲୱେ କଂଟ୍ରୋଲର ରେଞ୍ଜଡ଼ା-କରମପଦା ମଝିରେ ରେଳଟ୍ରାକକୁ ଉଡାଇ ଦେଇଛନ୍ତି ମାଓବାଦୀ, ବିସ୍ପୋରଣରେ ଦୁଇଟି ସ୍ଲିପର ବାହାରି ଯାଇଥିବା […]

ଇତିହାସ ରଚିଲେ ରାମଗୋପାଳ କୋଠାରୀ

ଆର୍ଟିକ ମହାସାଗର ଉପରେ ୪୨ କିଲୋମିଟର ଯାତ୍ରା କରି ଇତିହାସ ରଚିଛନ୍ତି ପଶ୍ଚିମବଙ୍ଗ ବଡ଼ ବଜାର ବାସିନ୍ଦା ରାମ ଗୋପାଳ କୋଠରୀ | ସେ ଭୌଗୋଳିକ ଉତ୍ତର ମେରୁରେ ନିଜର ପ୍ରଥମ ପୂର୍ଣ୍ଣ ମାରାଥନରେ […]

ପୁଷ୍କରାକୁ ମିଳିଲା ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩ ମସିହାରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ପାଇଁ ଦିଆଯାଇଛି । ଏଥର ଜାତୀୟ ପୁରସ୍କାରରେ ସର୍ବୋତ୍ତମ ହିନ୍ଦୀ ଚଳଚ୍ଚିତ୍ର ପାଇଁ ‘କଥଲ’କୁ […]

ଶକ୍ତିଶ୍ରୀ : ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତିଅପାଙ୍କୁ ମନୋନୀତ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର :ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ”କୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ବିଗତ ଜୁଲାଇ ୧୮ […]

ଅଗଷ୍ଟ ୧୫ ତାରିଖକୁ ଘୁଞ୍ଚିଲା ଇଗ୍ନୋର ନାମଲେଖା ଅବଧି

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜୁଲାଇ-୨୦୨୫ ଶିକ୍ଷା ସେସନ ପାଇଁ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଘୋଷଣା କରାଯାଇଛି। ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡ଼ିଥିବା କିମ୍ବା ଉଚ୍ଚ ଶିକ୍ଷା […]

ପୂର୍ବ ସରକାର କୃଷିକୁ ଗୁରୁତ୍ଵ ଦେଇନାହାନ୍ତି;ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଗଲା ପିଏମ କିଷାନ ଯୋଜନାର୨ ହଜାର ଟଙ୍କା । ବାରଣାସୀରୁ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଡିବିଟି ମାଧ୍ୟମରେ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ । ଏଣେ ପିଏମ୍ କିଷାନ କାର୍ଯ୍ୟକ୍ରମରେ ଯୋଗ ଦେଇ […]

ଅପରେସନ ଅଖଲ; ଜଣେ ଆତଙ୍କୀ ନିପାତ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର କୁଲଗାମ ଜିଲ୍ଲାର ଅଖଲ ଅଞ୍ଚଳରେ ସୁରକ୍ଷାବହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିବା ସୂଚନା ମିଳିଛି । ଫଳରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଅପରେସନ ଅଖଲ ଜାରି ରହିଛି । […]

ପ୍ରକାଶ ପାଇଲା ବିଏଡ୍‌ ନାମଲେଖା ସମୟସୂଚୀ

ଭୁବନେଶ୍ୱର : ଆଜି ପରୀକ୍ଷାର୍ଥୀଙ୍କ ପରିବର୍ତ୍ତିତ ମାର୍କ ପ୍ରକାଶ ପାଇବ। ମାର୍କ ଅନୁଯାୟୀ ପୂର୍ବରୁ ଦେଇଥିବା ଚଏସ୍‌ ଲକିଂ ଅଗଷ୍ଟ ୪ ତାରିଖ ସୁଦ୍ଧା ପରିବର୍ତ୍ତନ କରିପାରିବେ। ଏହାପରେ ୮ ତାରିଖରେ ପ୍ରଥମ ପର୍ଯ୍ୟାୟ […]