ବିହାର ରାଜଗୀରେ ଆରମ୍ଭ ହୋଇଥିବା ହକି ଏସିଆ କପରେ ଭାରତୀୟ ଦଳ ବିଜୟ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମୁକାବିଲା ଚୀନକୁ ୪-୩ ଗୋଲରେ ହରାଇଛି ଭାରତ । ପ୍ରଥମ ମ୍ୟାଚରେ ଅଧିନାୟକ […]
Month: August 2025
ଜନ ଅଭିଯୋଗ ଶୁଣାଣି ସେପ୍ଟେମ୍ବର ୧ ପାଇଁ ବନ୍ଦ ରହିବ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ସେପ୍ଟେମ୍ବର ୧ ତାରିଖ ଦିନ ତାଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ, ଆସନ୍ତା ଜନ ଅଭିଯୋଗ ଶୁଣାଣି ଅଧିବେଶନ, ସେପ୍ଟେମ୍ବର […]
ଜାତୀୟ କ୍ରୀଡା ଦିବସ ଅବସରରେ ଓଡ଼ିଶା ପୋଲିସର କ୍ରୀଡ଼ାବିତଙ୍କୁ କରାଗଲା ସମ୍ବର୍ଦ୍ଧନା
କଟକ: ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶା ପୋଲିସର ୪୧ ଜଣ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । କଟକ ଆଇପିଏସ ମେସ ସ୍ଥିତ ଆର.କେ. ପାଢ଼ୀ ମେମୋରିଆଲ ହଲ ଠାରେ ଆୟୋଜିତ […]
ଉର୍ଜିତ ପଟେଲ୍ ଙ୍କୁ ମିଳିଲା ବଡ଼ ଦାୟିତ୍ୱ
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆର ପୂର୍ବତନ ଗଭର୍ଣ୍ଣର ଉର୍ଜିତ ପଟେଲଙ୍କୁ ଏକ ବଡ଼ ଦାୟିତ୍ୱ ମିଳିଛି । ଉର୍ଜିତ ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍ଏଫ୍)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି । […]
ଦେହରେ ନିଆଁ ଲଗାଇ ଆଇନଜୀବୀ ଙ୍କ ଆତ୍ମହତ୍ୟା
ଭୁବନେଶ୍ୱର: ଦେହରେ ନିଆଁ ଲଗାଇ ଜଳି ଗଲେ ଆଇନଜୀବୀ । ମୃତକ ଜଣକ ହେଲେ ପାଣ୍ଡରା ଅଞ୍ଚଳ ର ୪୬ ବର୍ଷୀୟ ଦୀପକ ସାହୁ । ଖବର ପାଇ ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରୁ […]
ମହିଳା ସୁରକ୍ଷା କ୍ଷେତ୍ରରେ ଭାରତର ଶୀର୍ଷ ସାତ ସହର ମଧ୍ୟରେ ଭୁବନେଶ୍ୱର
ଭୁବନେଶ୍ୱର: ୨୦୨୫ ଜାତୀୟ ମହିଳା ସୁରକ୍ଷା ରିପୋର୍ଟ ଅନୁଯାୟୀ, ଅନ୍ୟ ସହରାଞ୍ଚଳ ତୁଳନାରେ ଭୁବନେଶ୍ୱରରେ ମହିଳାମାନେ ନିଜକୁ ଅଧିକ ସୁରକ୍ଷିତ ଅନୁଭବ କରୁଛନ୍ତି। ଭୁବନେଶ୍ୱର ସହିତ ମୁମ୍ବାଇ, କୋହିମା, ବିଶାଖାପାଟଣାମ୍, ଆଇଜୋଲ, ଗ୍ୟାଙ୍ଗଟକ୍ ଓ […]
ଦିନରେ ପ୍ରବଚକ ରାତିରେ ଚୋର ସାଜିଥିବା ଭଣ୍ଡ ଗିରଫ
ଭୁବନେଶ୍ୱର: ୟୁଟ୍ୟୁବ୍ ଚ୍ୟାନେଲ୍ ରେ ପ୍ରବଚନ ଦେଉଥିବା ଜଣେ ଭଣ୍ଡ ପ୍ରବଚକ ଗୁରୁବାର ଗିରଫ ହୋଇଛନ୍ତି । ଭରତପୁର ଥାନା ଖଣ୍ଡଗିରି ବାରି ଲୁଟ୍ ଘଟଣାରେ ପୁଲିସ ତାଙ୍କୁ ଗିରଫ କରିଛି । ଭରତପୁର […]
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ମୋଦି ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଲେ
ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତି, କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ […]
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଲୋକସଭାର ବାଚସ୍ପତି ଓ ରାଜ୍ୟସଭାର ଉପାଧ୍ୟକ୍ଷ
ଭୁବନେଶ୍ୱର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ୨୯ ଅଗଷ୍ଟ ୨୦୨୫ରେ ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ […]
ଓଡ଼ିଶା ମଣ୍ଡିରେ ଛତିଶଗଡ଼ ଧାନ ବିକିଲେ ଜେଲ ଦଣ୍ଡ : କୃଷି ମନ୍ତ୍ରୀ
ଭୁବନେଶ୍ୱର:- ଛତିଶଗଡ଼ର ଚାଷୀଙ୍କ ଧାନ ଓଡ଼ିଶାର ମଣ୍ଡିରେ ବିକ୍ରି କରୁଥିବା କେହି ଧରା ପଡ଼ିଲେ କ୍ଷମା କରାଯିବ ନାହିଁ । ସିଧାସଳଖ ଜେଲରେ ଭର୍ତ୍ତି କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ […]
