ଭୁବନେଶ୍ୱର: ବିଜେଡ଼ିରେ ଦଳୀୟ କନ୍ଦଳ ବଢିଚାଲିଛି । ଦଳର ବହୁ ବରିଷ୍ଠ ନେତା ଖୋଲାଖୋଲି ଭାବେ ପାଣ୍ଡିଆନଙ୍କ ଉପସ୍ଥିତିକୁ ନେଇ ଅସନ୍ତୋଷ ଜାହିର କରୁଛନ୍ତି । ଏହିଭଳି ସମୟ ରେ ବିଜେପି ବିଧାୟକ ସରୋଜ […]
Month: August 2025
ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି
ଭୁବନେଶ୍ୱର : ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶାର […]
ନବୀନ ନିବାସରେ ରାଜ୍ୟପାଳ, ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ
ଭୁବନେଶ୍ୱର: ରାଜ୍ୟପାଳ ହରିବାବୁ କମ୍ଭମପତି ସୋମବାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ନବୀନ ନିବାସରେ ଉଭୟଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ହୋଇଛି । ରାଜ୍ୟପାଳ ନବୀନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ […]
ଇସ୍ରୋ କୁ ମିଳିଲା ଏକ ବଡ ସଫଳତା
ଶ୍ରୀହରିକୋଟା:- ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ କୁ ଏକ ବଡ଼ ସଫଳତା ମିଳିଛି। ଇସ୍ରୋ ପକ୍ଷରୁ ପ୍ରଥମ ଇଣ୍ଟିଗ୍ରେଟେଡ୍ ଏୟାର ଡ୍ରପ୍ ଟେଷ୍ଟ (ଆଇଏଡିଟି ୦୧) ସଫଳ ହୋଇଛି। ଗଗନୟାନ ମିଶନ ପାଇଁ ପାରାଚ୍ୟୁଟ୍ […]
ଭୁବନେଶ୍ୱର ବିମାନବନ୍ଦରରେ ଟର୍ମିନାଲ ୩ ର ଯୋଜନା, ‘ଉଡ଼ାଣ ଯାତ୍ରୀ କାଫେ’ରେ ମିଳିବ ଶସ୍ତାରେ ଖାଦ୍ୟ
ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରର ସଂପ୍ରସାରଣ ହେବ ଏବଂ ଟର୍ମିନାଲ-୩ ନିର୍ମାଣ ହେବା ପାଇଁ ଯୋଜନା କରାଯାଇଛି । ଏଥିପାଇଁ ଯୋଜନା ପ୍ରସ୍ତୁତ ହେଉଥିବାବେଳେ ଯଥାଶୀଘ୍ର କାମ ଆରମ୍ଭ ହେବ ବୋଲି […]
ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାରେ ବିଭିନ୍ନ ଅଞ୍ଚଳ ସମେତ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବ୍ରାହ୍ମଣୀ ଏବଂ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇଛି । ଏଥିମଧ୍ୟରୁ ବୈତରଣୀ ଏବଂ […]
ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ ପାର୍କିଂରୁ ତଳକୁ ଖସିଲାପଡିଲା ବୋଲେରୋ
ପୁରୀ ଜଗନ୍ନାଥବଲ୍ଲଭ ମଲ୍ଟିଲେବଲ କାର୍ ପାର୍କିଂରୁ ତଳକୁ ଖସିପଡ଼ିଛି ଏକ ବୋଲେରୋ। ଭାରସାମ୍ୟ ହରାଇ ଓଡି ୦୧ ଏସି ୪୫୧୬ ନମ୍ବର ବିଶିଷ୍ଟ ବୋଲେରୋଟି ଗୋଟିଏ ମହଲାରୁ ତଳକୁ ଖସିପଡ଼ିଛି । ଫଳରେ ଡ୍ରାଇଭର […]
ନାବାଳିକାକୁ ନିର୍ଯାତନା ବାପା କୁ ସାତ ବର୍ଷ ଜେଲଦଣ୍ଡ
ବାଲେଶ୍ୱର ଜିଲ୍ଲା ପୋକ୍ସୋ ଅଦାଲତ ଜନୈକ ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲାର ରାୟ ପ୍ରକାଶ କରି ଉକ୍ତ ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ପିତା ବାଦଲ ସିଂକୁ 7 ବର୍ଷ କାରାଦଣ୍ଡାଦେଶ ସହ ୧୦ […]
ରାଜ ଭବନରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ
ଭୁବନେଶ୍ୱର: ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ଅଗଷ୍ଟ ୨୩ […]
ଶ୍ରୀମନ୍ଦିର ପରିସରରେ ହେବ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ
ଭୁବନେଶ୍ବର: ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ […]
