ଖୋଲିଲା ହୀରାକୁଦ ଜଳଭଣ୍ଡାର ଗେଟ୍

ସମ୍ବଲପୁର: ଆଜି ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାର ଗେଟ୍‌। ଉପର ମୁଣ୍ଡରୁ ହୀରାକୁଦ ଜଳଭଣ୍ଡାରକୁ ଅଧିକ ପରିମାଣରେ ବନ୍ୟାଜଳ ପ୍ରବେଶ କରୁଥିବାରୁ ଆଜି ପୁଣି ଖୋଲିଛି ହୀରାକୁଦ ଗେଟ୍। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାର ଜଳସ୍ତର […]

ପାତ୍ରପଡ଼ା ଦୁର୍ଘଟଣା , ୨ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ

ଭୁବନେଶ୍ୱର:-ପାତ୍ରପଡ଼ାରେ ହିଟ ଆଣ୍ଡ ରନ ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି କମିଶନରେଟ ପୋଲିସ । ବହୁ ଧରପଗଡ଼ ପରେ ଏବେ ଧରା ପଡ଼ିଛନ୍ତି କିଲର ସ୍କର୍ପିଓର ଦୁଇ ଅଭିଯୁକ୍ତ । ଅଭିଯୁକ୍ତଙ୍କୁ ଦିଲ୍ଲୀରୁ […]

ନବୀନ ନିବାସରେ ପହଞ୍ଚି ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ଶନିବାର ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି । ପ୍ରାୟ ୧୦ରୁ ୧୫ ମିନିଟ୍ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଏହା ସହିତ ଶୀଘ୍ର […]

ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ପ୍ରସ୍ତୁତି ବୈଠକ

ଭୁବନେଶ୍ୱର :-ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ଅନ୍ତର୍ଗତ ଚଳିତ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟରେ ତୀର୍ଥଯାତ୍ରୀମାନେ ଭୁବନେଶ୍ୱରରୁ ଅଯୋଧ୍ୟା ଓ ବାରଣାସୀ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି । ଏଥି ନିମନ୍ତେ ଖୋର୍ଦ୍ଧାର ଅତିରିକ୍ତ […]

ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣାରେ ୫୬ ବିଦ୍ୟାଳୟକୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ୱର: ବୌଦ୍ଧ ଜିଲ୍ଲାର ୫୬ଟି ବିଦ୍ୟାଳୟକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ । ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ଖାଇବାକୁ ନ ଦେବା ମହଙ୍ଗା ପଡ଼ିଛି । […]

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରାଜଧାନୀରେ ଫୁଟିଲା ବୋମା

ଭୁବନେଶ୍ୱର: ଭରତପୁର ପଣ୍ଡା କୁଦିଆ ବସ୍ତିରେ ବୋମା ଫୁଟିବା ଘଟଣାକୁ ମାତ୍ର କିଛି ଦିନ ବିତିଥିବା ବେଳେ, ପୁଣି ଗତକାଲି ବିଳମ୍ୱିତ ରାତିରେ ଭୁବନେଶ୍ୱର ଫୁଲେଶ୍ୱରି ବସ୍ତିରେ ବୋମା ମାଡ଼ ହୋଇଛି । କମିଶନରେଟ୍ […]

ଭୁବନେଶ୍ୱରରେ ଥିବା ଉଭୟ ବୁଲା କୁକୁର ଓ ପୋଷା କୁକୁରଙ୍କର ଗଣନା କରିବ ବିଏମସି

ଭୁବନେଶ୍ୱର: ଉଭୟ ବୁଲା କୁକୁର ଓ ପୋଷା କୁକୁରଙ୍କର ଗଣନା ବିଏମସି କରିବ । ଏପରିକି କୁକୁରଙ୍କ କାନରେ ଲାଗିବ ଟ୍ୟାଗ। ରାଜଧାନୀରେ ଥିବା ସମସ୍ତ କୁକୁରଙ୍କ ତଥ୍ୟା ବିଏମସି ପାଖରେ ରହିବ। ଏନେଇ […]

E KYC ହୋଇ ପାରିନଥିବାରୁ ରାସନ କାର୍ଡ ରୁ ବଞ୍ଚିତ ହେବେ ୧୯ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ୧୯ ଲକ୍ଷ ରାସନ କାର୍ଡ ଧାରୀଙ୍କ ହୋଇ ପାରିନାହିଁ ଇ କେୱାଇସି । ଏହି ହିତାଧିକାରୀମାନେ କେବଳ ରାସନ କାର୍ଡ଼ରୁ ନୁହେଁ ବରଂ ବିଭିନ୍ନ ସରକାରୀ ଯୋଜନାରୁ ମଧ୍ୟ ବଞ୍ଚିତ […]

ସେପ୍ଟେମ୍ବର ୧୫ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ..

ପୁରୀ: ଶ୍ରୀମନ୍ଦିରରେ ଲାଗୁ ହେବ ଧାଡ଼ି ଦର୍ଶନ । ଆସନ୍ତା ସେପ୍ଟେମ୍ବର ୧୫ରୁ ଧାଡି ଦର୍ଶନ ଆରମ୍ଭ ହେବାକୁ ଥିବା ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମ୍ୟାନେଜିଙ୍ଗ କମିଟି ଗଠନ ପରେ ଏହାକୁ […]

ଶିକ୍ଷକଙ୍କ ଦାୟିତ୍ୱହୀନତା, ସାରା ରାତି ବିଦ୍ୟାଳୟରେ ରହିଲା ଦ୍ଵିତୀୟ ଶ୍ରେଣୀ ଛାତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ଅଞ୍ଜର ସରକାରୀ ବିଦ୍ୟାଳୟରେ ଦେଖଦେଇଥିଲା ଏକ ଅଭାବନୀୟ ଘଟଣା । ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀ ବିଦ୍ୟାଳୟର ଅନ୍ଧାର କୋଠରୀ ଭିତରେ ରାତି କାଟିଥିଲା । ଶେଷରେ […]