ମହିଳା ଓ ଶିଶୁ ସୁରକ୍ଷା ନେଇ ରାଜ୍ୟ ସରକାର ନେଲେ ବଡ଼ ପଦକ୍ଷେପ

ଭୁବନେଶ୍ୱର: ମହିଳା ଓ ଶିଶୁ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ପ୍ରତି ପଞ୍ଚାୟତରେ ନିଯୁକ୍ତ ହେବେ ପାରା ଲିଗାଲ ଭଲ୍ୟୁଣ୍ଟର । ଏମାନେ ମହିଳା ବିରୋଧୀ ଅପରାଧ ହେଲେ ପୀଡ଼ିତାଙ୍କୁ ପ୍ରାରମ୍ଭିକ […]

ଓଡିଶା ସାମ୍ବାଦିକ ସଙ୍ଘ ପକ୍ଷରୁ ଅନ୍ତଜାତୀୟ ଆଲୋଚନା ଚକ୍ର, ପାରମ୍ପରିକ ଗଣମାଧ୍ୟମ ହେଉଛି ଅପପ୍ରଚାର ଏବଂ ଅଗଣତାନ୍ତ୍ରିକ ସମାଜ ବିରୁଦ୍ଧରେ ଲଢ଼ିବାର ଚାବିକାଠି

ଭୁବନେଶ୍ୱର: ଏଆଇ ଏବଂ ସୋସିଆଲ ମିଡ଼ିଆର ଅପପ୍ରଚାର ଯୁଗରେ ସାମ୍ବାଦିକତା ସାରା ବିଶ୍ୱରେ ଗୁରୁତର ବିପଦ ଦେଇ ଗତି କରୁଛି. ଏକବିଂଶ ଶତାବ୍ଦୀରେ ଆମକୁ ସାମ୍ବାଦିକତା ପେଶାର ମୌଳିକତା ଦିଗକୁ ଫେରିବାକୁ ପଡିବ. ସାମାଜିକ […]

ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ କରିଥିବା ଘଟଣାରେ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସିଭିଲ ଲାଇନ୍ସ ସ୍ଥିତ ତାଙ୍କ ସରକାରୀ ବାସଭବନରେ ଜନଶୁଣାଣି କରୁଥିଲା ବେଳେ, ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ଖବର […]

ନାବାଳିକାଙ୍କୁ ବିବାହ ଓ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ

ଜଗତସିଂହପୁର: ପୋଲିସ ଏସ୍ଆଇ ଅମିତ ପାଢ଼ୀକୁ ରାଜ୍ୟ ବାହାରୁ ଗିରଫ କରାଯାଇଛି । ଜଗତସିଂହପୁର ପୋଲିସର ସ୍ଵତନ୍ତ୍ର ୪ ଜଣିଆ ଟିମ୍‌ ଗିରଫ କରିଥିବା ଖବର ମିଳିଛି । ନାବାଳିକାଙ୍କୁ ବିବାହ ସହ ଶାରୀରିକ […]

ଅନଲାଇନ ଗେମିଂ ଆପ ଉପରେ ଲାଗିବ ରୋକ

ନୂଆଦିଲ୍ଲୀ: ଦେଶରେ ବର୍ତ୍ତମାନ ଡିଜିଟାଲ ଗେମିଂ ସେକ୍ଟର ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଓ ଅନଲାଇନ ବେଟିଂ ଉପରେ ସଂପୂର୍ଣ୍ଣ ରୋକ ଲଗାଇବା ପାଇଁ ସରକାର ଏହି ବିଲ ଆଣିବେ। […]

ମିସ୍ ୟୁନିଭର୍ସ ଇଣ୍ଡିଆ ହେଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ: ମିସ୍ ୟୁନିଭର୍ସ ଇଣ୍ଡିଆ ଟାଇଟଲ ପାଇଁ ସାରା ଦେଶରୁ ୪୮ଜଣ ପ୍ରତିଯୋଗୀ ଫାଇନାଲରେ ପ୍ରବେଶ କରିଥିଲେ। ସେମାନଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ପରେ, ରାଜସ୍ଥାନର ମନିକା ବିଶ୍ୱକର୍ମା ବିଜୟୀ ହୋଇ ଭାରତ ପାଇଁ […]

ଟ୍ରେନରେ ଅଧିକ ଲଗେଜ ନେଲେ ପଡିପାରେ ଜୋରିମାନା

ନୂଆଦିଲ୍ଲୀ: ଯାତ୍ରୀଙ୍କ ପାଇଁ କଡ଼ା ନିୟମ ଲାଗୁ କରିବାକୁ ପ୍ରସ୍ତୁତ ହୋଇଛି ଭାରତୀୟ ରେଲୱେ । ଟ୍ରେନରେ ମନଇଚ୍ଛା ଲଗେଜ ନେଇପାରିବେନି ଯାତ୍ରୀ। ବ୍ୟାଗର ଓଜନ ଅଧିକ ହେଲେ ମଧ୍ୟ ଦେବାକୁ ପଡିବ ଜୋରିମାନା। […]

ଶିଶୁ ବାଟିକା ପିଲାଙ୍କୁ ଦିଆଯିବ ମାଗଣା ୟୁନିଫର୍ମ,ଆସିଛି ଗଣଶିକ୍ଷା ବିଭାଗକୁ ଚିଠି

ଭୁବନେଶ୍ୱର: ପ୍ରଥମ ଶ୍ରେଣୀ ପିଲାଙ୍କ ଭଳି ଶିଶୁବାଟିକା ପିଲାଙ୍କୁ ମଧ୍ୟ ମିଳିବ ୟୁନିଫର୍ମ । ସେମାନେ ମଧ୍ୟ ପିନ୍ଧିବେ ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର ବି ଦିଆଯିବ । […]

ଓଡିଶାକୁ ହୋଇପାରେ ପୋସ୍କୋର ଲେଉଟାଣି

କେନ୍ଦୁଝର: ଜେଏସ୍‌ଡବ୍ଲୁ ଷ୍ଟିଲ୍‌ ଓ ପୋସ୍କୋ କେନ୍ଦୁଝର ଜିଲ୍ଲାରେ ଷ୍ଟିଲପ୍ଲାଣ୍ଟ କରିପାରନ୍ତି। ଭାରତରେ, ସମ୍ଭବତଃ ଓଡ଼ିଶାରେ ଏକ ୬ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ସମନ୍ବିତ ଇସ୍ପାତ ପ୍ଲାଣ୍ଟ ବସାଇବାକୁ ଜେଏସ୍ଡବ୍ଲୁ ଷ୍ଟିଲ୍ ଓ […]

ନିଯୁକ୍ତ ହେବେ ୧୮୪୦ ଡାକ୍ତର, ୫୦୦୦ରୁ ଉର୍ଦ୍ଧ୍ୱ ପାରାମେଡିକାଲ୍‌ ଷ୍ଟାଫ୍‌

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଙ୍କ ଅଧ୍ୟକ୍ଷକତାରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ […]