ସେପ୍ଟମ୍ବରରୁ ଓଡ଼ିଶାରେ ଭୋଟର ତାଲିକାର SIR

ଭୁବନେଶ୍ୱର: ଓଡ଼ିଶାରେ ସେପ୍ଟମ୍ବରରୁ ଆରମ୍ଭ ହେବ ଭୋଟର ତାଲିକାର ସ୍ବତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟା। ଏଥିପାଇଁ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ଆର ଗୋପାଲନ।ଏହି ସଂଶୋଧନ ପ୍ରାୟ ୨୪ ବର୍ଷ ପରେ ହେବାକୁ […]

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର:-ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା […]

ସେପ୍ଟେମ୍ବର ୪ରେ ରାଜ୍ୟ ନିର୍ବାଚନ କମିଶନ ଘେରିବ କଂଗ୍ରେସ

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିଶନ ଆଗରେ କଂଗ୍ରେସ ଆସନ୍ତା ୪ ତାରିଖରେ ଧାରଣା ଦେବ। ଭୋଟ୍ ଚୋରି ଅଭିଯୋଗରେ କଂଗ୍ରେସର ପିଏସି ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଦଳ ପ୍ରଥମେ କଂଗ୍ରେସ ଭବନରୁ […]

ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି…

କେରଳ: କୋଚିରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ବିମାନ ଏ ଆଇ ୫୦୪ ରେ ରବିବାର ବିଳମ୍ୱିତ ରାତିରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ବିମାନଟି ଦିଲ୍ଲୀ ପାଇଁ ଉଡ଼ାଣ ଭରିବାକୁ ରହିଥିଲା […]

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ଵର: ଦିଲ୍ଲୀ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ କରିପାରନ୍ତି ଆଲୋଚନା । ଆସନ୍ତାକାଲି ଦିଲ୍ଲୀରେ ରହିଛି ଏନଡିଏ ସାଂସଦମାନଙ୍କ ବୈଠକ । ରାଜ୍ୟ କମିଟି […]

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ଡିହାଇଡ୍ରେସନ କାରଣରୁ ହସ୍ପିଟାଲ ଯାଇଥିବା ସୂଚନା ମିଳିଛି। […]

ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର: ମାନ୍ୟବର ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ସ୍ଥିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ଉନ୍ନୟନ ବିଭାଗର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି l ଗ୍ରାମ୍ୟ ଉନ୍ନୟନ […]

ବିଜେଡି ନେତା ପ୍ରତାପ ଜେନାଙ୍କ ପୁଅ ନାଁରେ ଅଭିଯୋଗ

ଭୁବନେଶ୍ୱର: ବିଜେଡି ନେତା ପ୍ରତାପ ଜେନାଙ୍କ ପୁଅ ନାଁରେ ଠକେଇ ଅଭିଯୋଗ । ଅଙ୍କିତ ପ୍ରତାପ ଜେନାଙ୍କ ବିରୋଧରେ ୪୮ ଲକ୍ଷ ଟଙ୍କାର ଠକେଇ ଅଭିଯୋଗ ଏବେ ସମ୍ନାକୁ ଆସିଛି। କେନ୍ଦ୍ରାପଡ଼ା ଟାଉନ୍‌‌ ଥାନାରେ […]

ଏଲଭିଶ ଯାଦବଙ୍କ ଘର ଉପରକୁ ଦୁର୍ବୃତ୍ତଙ୍କ ଗୁଳିମାଡ଼

ନୂଆଦିଲ୍ଲୀ: ସୋସିଆଲ ମିଡିଆ ସେଲିବ୍ରିଟି ଏବଂ ଲୋକପ୍ରିୟ ୟୁଟ୍ୟୁବର ଏଲଭିଶ ଯାଦବଙ୍କ ଘରେ ଗୁଳିଚାଳନା ହୋଇଥିବା ଖବର ମିଳିଛି। ହରିୟାଣାର ଗୁରୁଗ୍ରାମରେ ତାଙ୍କ ଘରେ ଗୁଳିଚାଳନା ହୋଇଛି। ଏହି ଘଟଣାରେ ଏପର୍ଯ୍ୟନ୍ତ କେହି ଆହତ […]

ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଳାହାଣ୍ଡି: ନୂଆପଡ଼ା ରେଳ ଷ୍ଟେସନ୍‌ ପାଖ ଏକ ଗଛରୁ ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ମହିଳା କନେଷ୍ଟବଳ ଜଣକ ହେଲେ ରୁକ୍ମଣୀ ନାଗ । ମୃତ୍ୟୁ ପୂର୍ବରୁ ଏକ […]