ଏସିଆ କପ୍‌ ଫାଇନାଲରେ ଭାରତ

ଦୁବାଇ: ଭାରତ ଏସିଆ କପ୍‌ କ୍ରିକେଟ୍‌ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ସୁପର-୪ ମ୍ୟାଚରେ ବାଂଲାଦେଶକୁ ୪୧ ରନରେ ପରାସ୍ତ କରିଛି। ଏଥିସହ ଭାରତ ପ୍ରଥମ ଦଳଭାବେ ୪ ପଏଣ୍ଟ ପାଇ ଫାଇନାଲରେ ପ୍ରବେଶ କରିଛି। […]

୭୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ଛତିଶଗଡ: ଛତିଶଗଡ ସୀମାନ୍ତ ଦନ୍ତେୱାଡା ଜିଲ୍ଲାରେ ୭୧ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଅସ୍ତ୍ରଶସ୍ତ୍ର ଛାଡି ସମାଜର ମୁଖ୍ୟତ୍ସୋତରେ ସାମିଲ ହେବା ଲାଗି ଏସପିଙ୍କ ନିକଟରେ ସେମାନେ ଆତ୍ମସର୍ମପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ୫୦ […]

ଦିନକ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ

ଭୁବନେଶ୍ବର: ଦିନକ ପୂର୍ବରୁ ସରିଲା ବିଧାନସଭାର ମୌସୁମୀ ଅଧିବେଶନ। ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ମୁଲତବି ଘୋଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ସେପ୍ଟେମ୍ବର ୧୬ରୁ ଅଧିବେଶନ ଆରମ୍ଭ ହୋଇଥିଲା। ସୂଚୀ ଅନୁସାରେ ସେପ୍ଟେମ୍ବର […]

ଛାତ୍ର – ପୋଲିସ ମୁହାଁମୁହିଁ: ଲଦାଖ

ଲଦାଖ: ରାସ୍ତାକୁ ଓହ୍ଲାଇଲେ ଯୁବ ପିଢ଼ି । ଲଦାଖରେ ନେପାଳ ଭଳି ସ୍ଥିତି । ଆଜି ଲେହ-ଲଦାଖରେ ଯୁବ ପ୍ରଦର୍ଶନକାରୀଙ୍କ ପ୍ରତିବାଦ ହିଂସାତ୍ମକ ରୂପ ନେଇଛି। ରାସ୍ତାରେ ପ୍ରତିବାଦ କରୁଥିବା ଜେନ୍-ଜିମାନେ ବିଜେପି କାର୍ଯ୍ୟାଳୟ […]

ଦୁର୍ଗାପୂଜା ପାଇଁ ସରକାରୀ କର୍ମଚାରୀଙ୍କୁ ମିଳିବ ଆଗୁଆ ଦରମା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ଦରମା ମିଳିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି ଯେ, ଶାରଦୀୟ […]

ଏମ୍‌କେସିଜିରେ ଶାନ୍ତି ମହାରଣାଙ୍କ ବିରଳ ଅସ୍ତ୍ରୋପଚାର

ବ୍ରହ୍ମପୁର: ଏମ୍‌କେସିଜି ବଡ଼ଡାକ୍ତରଖାନାର ପିଏମ୍‌ଏସ୍‌ଏସ୍‌ୱାଇ କୋଠାରେ ନ୍ୟୁରୋସର୍ଜରି ବିଭାଗର ମୁଖ୍ୟ ଡା. ରବିନାରାୟଣ ପଣ୍ଡାଙ୍କ ନେତୃତ୍ବରେ ଏକ ବିରଳ ଅସ୍ତ୍ରୋପଚାର ଦ୍ବାରା ମସ୍ତିଷ୍କରୁ ବାହାର କରାଯାଇଛି ୨୦୦ଗ୍ରାମ ଓଜନର ଏକ ଟ୍ୟୁମର୍‌। ସୂଚନା ମିଳେ […]

BJDରୁ ନିଲମ୍ବିତ ହେଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର: ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଥିବାରୁ ତାଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ନିଲମ୍ବିତ କରାଯାଇଛି। ମହିଳା ବ୍ୟାପାର ସାଧାରଣ […]

ଅବସରପ୍ରାପ୍ତଙ୍କୁ ନିଯୁକ୍ତି ନିଷ୍ପତ୍ତି,ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ

କଟକ: ରାଜ୍ୟ ସରକାର ବିଭିନ୍ନ ସ୍କୁଲରେ ଅବସରପ୍ରାପ୍ତଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ଦେବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନିୟମିତ ନିଯୁକ୍ତି ପ୍ରକ୍ରିୟା ନ […]

ଓଡ଼ିଶାର ଦୁଇଟି ଚଳଚ୍ଚିତ୍ର କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ନୂଆଦିଲ୍ଲୀ: ନୂଆଦିଲ୍ଲୀର ବିଜ୍ଞାନଭବନରେ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । ଓଡ଼ିଶାର ଦୁଇଟି ଚଳଚ୍ଚିତ୍ର କୁ ପୁରସ୍କାର ମିଳିଛି । ପୁଷ୍କରାକୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରାଯାଇଛି । […]

ମୟୂରଭଞ୍ଜରେ ହେବ ନୂଆ ଆୟୁର୍ବେଦିକ କଲେଜ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ରେ ହେବ ନୂଆ ଆୟୁର୍ବେଦିକ କଲେଜ। ଖର୍ଚ୍ଚ ହେବ ୮୫ କୋଟି ଟଙ୍କା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ […]