ପାକିସ୍ତାନକୁ ୬ ୱିକେଟରେ ହରାଇଲା ଭାରତ

ନୂଆଦିଲ୍ଲୀ: ଏସିଆ କପ୍‌ କ୍ରିକେଟ୍‌ର ସୁପର ୪ ମ୍ୟାଚରେ ଭାରତର ଦମ୍‌ଦାର ବିଜୟ ହୋଇଛି । ପାକିସ୍ତାନକୁ ପୁଣି ଥରେ ଭାରତ ପରାସ୍ତ କରିଛି । ଟସ୍‌ ଜିତି ଭାରତ ବୋଲିଂ କରିବା ପାଇଁ […]

ବାଣଗୋଦାମରେ ବିସ୍ଫୋରଣ

ବୌଦ୍ଧ: ଜିଆକଟା ଓ ଛତ୍ରପୁର ଗାଁ ମଧ୍ୟ ଭାଗରେ ବିସ୍ଫୋରଣରେ ଭୁଶୁଡିଲା ଘର । ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି । ଭୟଙ୍କର ବିସ୍ଫୋରଣରେ ଘର […]

‘ନିଶା ମୁକ୍ତ ଭାରତ’ ପାଇଁ ରାଜଧାନୀରେ ଗଣଦୌଡ଼

ଭୁବନେଶ୍ୱର: ଆଜି ସକାଳୁ ରାଜଧାନୀରେ ‘ନିଶା ମୁକ୍ତ ଭାରତ’ ପାଇଁ କଳିଙ୍ଗ ଷ୍ଟାଡିୟମ୍‌ ଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଗଣଦୌଡ଼ ଆୟୋଜନ ହୋଇଥିଲା । ଏହାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ […]

ଭୁବନେଶ୍ୱର କ୍ଲବ ନିର୍ବାଚନରେ ଦୁଇ ପୂର୍ବତନ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଭୁବନେଶ୍ୱର କ୍ଲବର ପରବର୍ତ୍ତୀ ସଭାପତି କିଏ ହେବେ ତାହା ଉପରେ ସମସ୍ତଙ୍କ ନଜର । ହେଭିୱେଟ ଅସୀତ ତ୍ରିପାଠୀ ତୃତୀୟ ଥର ନିର୍ବାଚନ ଲଢୁଛନ୍ତି। ପୂର୍ବରୁ ୨ ଥର ଭୁବନେଶ୍ବର କ୍ଲବ ସଭାପତି […]

ସରକାରୀ ଚାକିରି ନାଁରେ ୫୦ରୁ ଅଧିକ ଆଶାୟୀଙ୍କୁ ଲୁଟିଲେ

ଭୁବନେଶ୍ୱର: କାହାକୁ ପୁଲିସରେ ତ କାହାକୁ ବ୍ୟାଙ୍କ୍‌ରେ । ପୁଣି କାହାକୁ ରେଲ୍‌ୱେ ତ କାହାକୁ ଲୋକସେବା ଭବନରେ ଏଏସ୍‌ଓ ଚାକିରି କରାଇଦେବାକୁ କହୁଥିଲେ । ପୁଲିସ ପୋଷାକ ସାଙ୍ଗକୁ ସରକାରୀ ଛାପା ବାଜିଥିବା […]

ସ୍ମୃତି ମନ୍ଧାନାଙ୍କ ଅବିସ୍ମରଣୀୟ ବିରଳ ରେକର୍ଡ

ନୂଆଦିଲ୍ଲୀ : ଭାରତୀୟ ମହିଳା କ୍ରିକେଟ ଟିମର ଷ୍ଟାର ବ୍ୟାଟର ସ୍ମୃତି ମନ୍ଧାନା ଙ୍କ ବିରଳ ରେକର୍ଡ । କୌଣସି ପୁରୁଷ କିମ୍ବା ମହିଳା କ୍ରିକେଟର ଯେଉଁ ରେକର୍ଡ କରି ପାରି ନଥିଲେ, ତାହା […]

ଅଭିନେତା ମୋହନଲାଲଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର

ନୂଆଦିଲ୍ଲୀ: ମଲାୟାଲାମ୍ ସିନେ ତାରକା ମୋହନଲାଲ ବିଶ୍ୱନାଥନ ୨୦୨୩ ବର୍ଷ ପାଇଁ ଦାଦାସାହେବ ଫାଲକେ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଏ ନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶନିବାର […]

ବିଜୟ ବାବୁ ଏବେ ବି ସୂକ୍ଷ୍ମ ରୂପରେ ବିଦ୍ୟମାନ: ସ୍ୱାମୀ ସଦାନନ୍ଦ ସରସ୍ୱତୀ

ଭୁବନେଶ୍ୱର: ‘ସମ୍ବାଦ’ର ପୂର୍ବତନ ପ୍ରକାଶକ ବିଜୟ କୁମାର ପଟ୍ଟନାୟକଙ୍କ ପଞ୍ଚମ ବାର୍ଷିକ ପବିତ୍ର ପୂଣ୍ୟତିଥି ଉପଲକ୍ଷେ ଏକ ସ୍ମୃତିସଭା ହୋଟେଲ ଲେମନ ଟ୍ରି, ଭୁବନେଶ୍ୱରଠାରେ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି। ‘ସମ୍ବାଦ’ର ଅଧ୍ୟକ୍ଷ ତଥା […]

ବିଧାନସଭା ଘେରାଉ କରିବ ବିଜେଡି

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଓ ହଡପ କରିବା ଅଭିଯୋଗରେ ଆସନ୍ତା ୨୩ ତାରିଖରେ ବିଧାନସଭା ଘେରାଉ କରିବ ବିଜେଡି। ଏଥିରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, […]

ଠକେଇ ମାମଲାରେ ବିଜେଡି ନେତା ଦିଲ୍ଲୀପ ନାୟକ ଗିରଫ

ଭୁବନେଶ୍ୱର: ୨୦୨୪ ନିର୍ବାଚନରେ ନିମାପଡ଼ା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଥିବା ଦିଲ୍ଲୀପ ନାୟକଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ବା ଇଓଡବ୍ଲୁ । ୧୨ କୋଟି ୪୨ ଲକ୍ଷ ଟଙ୍କାର ଠକେଇ […]