IAS ସ୍ତରରେ ଅଦଳବଦଳ କଲେ ଓଡିଶା ସରକାର

ଭୁବନେଶ୍ୱର: ଆଇଏଏସ ସ୍ତର ରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନ୍‌. ଥିରୁମାଲା ନାଏକଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ନିଯୁକ୍ତ କରାଯାଇଛି। ମାନସୀ ନିମ୍ଭାଲ ଉଠା ଜଳସେଚନ ନିଗମର ଏମ୍‌ଡି ହୋଇଥିବା […]

ଆଜିଠାରୁ ଆରମ୍ଭ ହେବ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

ଭୁବନେଶ୍ୱର: ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟରରେ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍ […]

୧୫ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୫ ପ୍ରସ୍ତାବ ଉପରେ ବାଜିଛି ମୋହର । ଓଡ଼ିଶା ଦୋକାନ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନ ସଂଶୋଧନ ଅଧ୍ୟାଦେଶକୁ ମଞ୍ଜୁରୀ […]

ମାରିଆ କୋରିନାଙ୍କୁ ମିଳିଲା ନୋବେଲ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ: ଅନେକ ପ୍ରଚାର କରିବା ସତ୍ତ୍ବେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ମିଳିପାରିନାହିଁ। ଭେନେଜୁଏଲାରେ ଗଣତନ୍ତ୍ର ଏବଂ ମାନବାଧିକାରକୁ ପ୍ରୋତ୍ସାହିତ କରିବା ଏବଂ ଦେଶରେ ଏକଛତ୍ରବାଦୀ ଶାସନର ଅନ୍ତ ଘଟାଇବା ପାଇଁ […]

କାବୁଲରେ ଦୂତାବାସ ଖୋଲିବ ଭାରତ: ଜୟଶଙ୍କର

ନୂଆଦିଲ୍ଲୀ: ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ଆଫଗାନିସ୍ତାନ ବୈଦେଶିକ ମନ୍ତ୍ରୀ ଅମିର ଖାନ ମୁତାକିଙ୍କ ସହ ବୈଠକ ପରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ଏହି ଘୋଷଣା କରିଛନ୍ତି । ମୁତାକିଙ୍କ ସହ ବୈଠକ ପରେ ବୈଦେଶିକ […]

ସବ୍ଇନସ୍ପେକ୍ଟର କାର୍ତ୍ତିକ ଜେନା ନିଲମ୍ବିତ

ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ଏସଆଇ କାର୍ତ୍ତିକ ଜେନାଙ୍କୁ ନିଳମ୍ବିତ କଲେ ଭଦ୍ରକ ଏସପି ମନୋଜ୍ ରାଉତ। ଏକ ଘରୋଇ ମାମଲା ଥାନାରେ ରୁଜୁ ହେବା ପରେ ତଦନ୍ତ କରିବାକୁ ଯାଇଥାନ୍ତେ ତଦନ୍ତକାରୀ ପୋଲିସ। […]

କୋଲଡ୍ରିଫ୍” କଫ୍ ସିରପ୍ କମ୍ପାନୀର ଲାଇସେନ୍ସ ରଦ୍ଦ

ନୂଆଦିଲ୍ଲୀ : ”କୋଲଡ୍ରିଫ୍” କଫ୍ ସିରପ୍ ଯୋଗୁଁ ଅତି କମରେ ୨୨ ଜଣ ଶିଶୁଙ୍କ ମୃତ୍ୟୁ ପରେ ଶ୍ରୀସାନ୍ ଫାର୍ମାସିଟିକାଲ୍ସ କମ୍ପାନୀ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଶ୍ରୀସାନ୍ ଫାର୍ମାସିଟିକାଲ୍ସ କମ୍ପାନୀର […]

ଆସାମ ରେ ବିଜେପିକୁ ଝଟକା: ଦଳ ଛାଡ଼ିଲେ ୧୮ ନେତା

ଆସାମ :ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିକୁ ଲାଗିଛି ଝଟ୍‌କା । ଚାରିଥରର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜେନ ଗୋହାଇନ ବିଜେପିରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ବିଜେପି ଛାଡ଼ିଛନ୍ତି ୧୮ ଜଣ […]

ପୋଲିସ SI ନିଯୁକ୍ତି ଦୁର୍ନୀତି,’ବଣିକ’ର ୩ ଅଧିକାରୀଙ୍କୁ ନୋଟିସ୍

ଭୁବନେଶ୍ୱର: ପୋଲିସ ଏସ ଆଇ ଚାକିରି ଦୁର୍ନିତି କେଳେଙ୍କାରୀ । ବଣିକ କୋଚିଂ ସେଣ୍ଟର ସହ ଲିଙ୍କ୍ ଥିହା ସନ୍ଦେହରେ ଉକ୍ତ କୋଚିଂ ସେଣ୍ଟରରେ କ୍ରାଇମବ୍ରାଞ୍ଚ ରେଡ କରିଥିଲା। ରେଡ ପରେ ‘ବଣିକ’ର ୩ […]

ପାଣ୍ଡରାରେ ଫିସ ମାର୍କେଟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୧୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ପାଣ୍ଡରାରେ ଫିସ ମାର୍କେଟର ଶିଳାନ୍ୟାସ କରିବେ । ଭର୍ଚୁଆଲ୍ ଜରିଆରେ ଫିସ୍‌ ମାର୍କେଟ୍‌ର ଶିଳାନ୍ୟାସ କରିବେ ମୋଦି। ପ୍ରାୟ ୬୦ କୋଟି ବ୍ୟୟରେ ପ୍ରଧାନମନ୍ତ୍ରୀ […]