ଭୁବନେଶ୍ୱର: ଆଜି ଜନ ସମ୍ପର୍କ ପଦଯାତ୍ରା ପାଇଁ ସଙ୍କଳ୍ପ ନେବ ବିଜେଡି । ସରକାରଙ୍କ ବିଫଳତା ବିରୋଧରେ ଜନସଚେତନତା ସୃଷ୍ଟି କରିବ । ହେଲେ ପାର୍ବଣ ଥିବାରୁ ଆଜି ପଦଯାତ୍ରା କରିବନି ବିଜେଡି । […]
Month: October 2025
RSS ର ଶତବାର୍ଷକୀ ଉତ୍ସବ ପାଳନ
ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ଶତବାର୍ଷିକୀ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ RSSର ଅବଦାନକୁ ଦର୍ଶାଇ ଏକ ସ୍ମାରକୀ ଡାକ ଟିକେଟ୍ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ଭାରତ ସରକାର ସଂଘର […]
ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି, କ୍ରାଇମବ୍ରାଞ୍ଚ କରୁଛି ତଦନ୍ତ
ଭୁବନେଶ୍ବର: ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍ବି) ଦ୍ବାରା ପରିଚାଳିତ ପୁଲିସ ଏସ୍ଆଇ ପରୀକ୍ଷାରେ ବଡ଼ ଦୁର୍ନୀତି ସାମନାକୁ ଆସିଛି। ଏହି ସମ୍ବେଦନଶୀଳ ଘଟଣା ପଦାକୁ ଆସିବା ପରେ ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ […]
ଏସିଆ କପ୍ ଟ୍ରଫି କୁ ନେଇ ସରୁନି ବିବାଦ
ନୂଆଦିଲ୍ଲୀ: ଏସିଆ କପ୍ 2025 ଫାଇନାଲରେ ଭାରତର ପ୍ରଭାବଶାଳୀ ବିଜୟ ପରେ, ଟ୍ରଫି ଏବଂ ପଦକକୁ ନେଇ ବିବାଦ ଅବିରତ ଜାରି ରହିଛି। ଏସୀୟ କ୍ରିକେଟ୍ ପରିଷଦ (ACC) ମଙ୍ଗଳବାର ଦୁବାଇରେ ହୋଇଥିବା ବୈଠକରେ […]
ନବରତ୍ନ କମ୍ପାନି ନାଲ୍କୋରେ ସିବିଆଇ ର ଯାଞ୍ଚ
ଭୁବନେଶ୍ବର: ନବରତ୍ନ କମ୍ପାନି ନାଲ୍କୋରେ ଅଫିସ ରେ ସିବିଆଇ ଯାଞ୍ଚ କରିଛି। ନିଯୁକ୍ତି ସଂକ୍ରାନ୍ତୀୟ ଏକ ଅଭିଯୋଗ ଉପରେ ଏହି ଯାଞ୍ଚ କରାଯାଇଥିବା ସୂଚନା ମିଳିଛି। ତେବେ ସିବିଆଇ ହାତରେ ନିର୍ଦ୍ଦିଷ୍ଟ ପ୍ରମାଣ କିଛି […]
ଲୁହା ତୋରଣ ଭାଙ୍ଗିଯିବାରୁ ୯ ଶ୍ରମିକ ମୃତ:ତାମିଲନାଡୁ
ଚେନ୍ନାଇ: ମଙ୍ଗଳବାର ସନ୍ଧ୍ୟାରେ ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏନୋର ଥର୍ମାଲ ପାୱାର ପ୍ଲାଣ୍ଟର ନୂତନ ସ୍ଥାନରେ ନିର୍ମାଣ କାର୍ଯ୍ୟ ସମୟରେ ଆର୍ଚ ଭୁଶୁଡ଼ି ପଡ଼ିଛି। ଏହି ସମୟରେ ସେଠାରେ […]
