ଇସଲାମବାଦ: ବିଗତ କିଛି ଦିନ ହେବ ସଲମାନ ଖାନଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି । ପାକିସ୍ତାନ ତାଙ୍କୁ ଆତଙ୍କବାଦୀ ଘୋଷଣା କରିବା ପରେ ପ୍ରଶଂସକ କ୍ଷୋଭ ପ୍ରକାଶ କରିଛନ୍ତି । ପାକିସ୍ତାନକୁ ସାରା […]
Month: October 2025
ସାହାରା ଇଣ୍ଡିଆକୁ ସମ୍ପତି ଜବତ ନୋଟିସ ଦେଲା ଇପିଏଫଓ
ନୂଆଦିଲ୍ଲୀ: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ) ସାହାରା ଇଣ୍ଡିଆ ଗୃପ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଘୋଷଣା କରିଛି । କମ୍ପାନୀ ଦ୍ବାରା ଲକ୍ଷ ଲକ୍ଷ କର୍ମଚାରୀଙ୍କ ପାଇଁ ଜମା କରାଯାଇଥିବା ୧୧୮୦ କୋଟି […]
ରେଭେନ୍ସା ଇଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି: ଅସୁସ୍ଥ ଛାତ୍ର ଏସ୍ସିବିରେ ଭର୍ତ୍ତି
କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି ଆତଙ୍କ। ୧୫ରୁ ଉର୍ଦ୍ଧ୍ଵ ଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କର ଚିକିତ୍ସା ଚାଲିଛି। ଖବର ପାଇବା ପରେ ଜିଲ୍ଲା ସ୍ଵାସ୍ଥ୍ୟ […]
ଆନ୍ଧ୍ରପ୍ରଦେଶର ଅମଲାପୁରମଠାରେ ଲ୍ୟାଣ୍ଡଫଲ କଲା ବାତ୍ୟା ମୋନ୍ଥା
ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ ଉପକୂଳରେ ମାଡ଼ ହୋଇଛି ଭୀଷଣ ବାତ୍ୟା ‘ମୋନ୍ଥା’। ମଙ୍ଗଳବାର ରାତି ପ୍ରାୟ ୭ଟାରେ ମଛଲିପଟନମ୍-କଳିଙ୍ଗପଟନମ୍ ମଧ୍ୟରେ କାକିନାଡ଼ା ଦକ୍ଷିଣ ଦିଗକୁ ନର୍ସାପୁରମ୍ଠାରେ ସ୍ଥଳଭାଗ ଛୁଇଁଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ମୁତାବକ […]
ଅଷ୍ଟମ ବେତନ ଆୟୋଗକୁ ମିଳିଲା କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି
ନୂଆଦିଲ୍ଲୀ: ଦୀର୍ଘ ମାସର ଅପେକ୍ଷା ପରେ ମଙ୍ଗଳବାର ଅଷ୍ଟମ ବେତନ ଆୟୋଗ ଗଠନ ପାଇଁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି । ଆୟୋଗର ସୁପାରିଶ ଆଧାରରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ବେତନ ଏବଂ ଭତ୍ତା […]
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ
ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ଚଢ଼ାଉ ହୋଇଛି । କଳାବଜାରୀ ରୋକିବା ଏବଂ ଯୋଗାଣ ଶୃଙ୍ଖଳ ବଜାୟ ରଖିବା ପାଇଁ ଯାଞ୍ଚ କଡାକଡି କରାଯାଇଛି […]
ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା : ଜିରୋ କାଜୁଆଲଟି ର ଲକ୍ଷ୍ୟ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ, କୃଷି, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ବିଭାଗକୁ ନେଇ […]
ବସରେ ଅଗ୍ନି ନିରାପତ୍ତା ବାଧ୍ୟତାମୂଳକ, ପ୍ରତି ୩ ମାସରେ ହେବ ଯାଞ୍ଚ
ଭୁବନେଶ୍ୱର: ଚଳନ୍ତା ବସ୍ରେ ଅଗ୍ନିକାଣ୍ଡ ଘଟି ଯାତ୍ରୀଙ୍କ ଜୀବନ ଯିବା ଘଟଣାକୁ ଗୁରୁତର ନେଇଛି ରାଜ୍ୟ ପରିବହନ ଓ ଅଗ୍ନିଶମ ବିଭାଗ । କିଭଳି ଏହି ବିପଦପୂର୍ଣ୍ଣ ଯାତ୍ରାକୁ ଏଡ଼ାଇ ହେବ, ଏଥିପାଇଁ ସ୍କୁଲ୍ […]
ବିଜେପିର ବଡ଼ କାର୍ଯ୍ୟାନୁଷ୍ଠାନ, ଚାରି ନେତା ଦଳରୁ ବହିଷ୍କୃତ
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ଦଳୀୟ ଶୃଙ୍ଖଳା ଉଲ୍ଲଂଘନ କରିଥିବା ଚାରି ନେତାଙ୍କ ବିରୁଦ୍ଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦଳ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ରହିବା ପାଇଁ ବିଜେପି ଏହି […]
ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗର ପ୍ରସ୍ତୁତି ବୈଠକ
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା “ମୋନ୍ଥା”କୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । […]
