Month: October 2025
କୋଟାରେ ଓଡ଼ିଆ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
ଭୁବନେଶ୍ୱର: ରାଜସ୍ଥାନ କୋଟାରେ ନିଟ୍ କୋଚିଂ ନେଉଥିଲେ ମୃତ ଛାତ୍ର। ସଂପୃକ୍ତ ଛାତ୍ର ଗଞ୍ଜାମ ଜିଲ୍ଲା ଜରଡା ଥାନା ଅଭୟପୁରର ରୋଶନ କୁମାର ପାତ୍ର । ସେ ମାତ୍ର ୪ ମାସ ତଳେ କୋଚିଂ […]
‘ମନ୍ କି ବାତ୍’ରେ କୋରାପୁଟ କଫିକୁ ପ୍ରଶଂସା କଲେ ମୋଦି…
ନୂଆଦିଲ୍ଲୀ: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ କୋରାପୁଟ କଫିକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ କହିଛନ୍ତି, ଓଡ଼ିଶାର କୋରାପୁଟ କଫି ଅତ୍ୟନ୍ତ ସ୍ବାଦିଷ୍ଟ। କୋରାପୁଟ କଫି ହେଉଛି ଓଡ଼ିଶାର ଗୌରବ। ଚାକିରି […]
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ
ଭୁବନେଶ୍ୱର:ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍ କମିଶନର ଶ୍ରୀ ଦେଓରଞ୍ଜନ କୁମାର […]
୫ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ କ୍ୟାବିନେଟ […]
ଭିଜିଲାନ୍ସ ଜାଲରେ ଟ୍ରେଜେରି ଅଫିସର ପିଅନ।
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଟ୍ରେଜେରି ଅଫିସର ପିଅନ। ୪୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ଟିମ୍ ହାତରେ ଧରାପଡିଛନ୍ତି। ପିଅନ ଜଣକ ହେଉଛନ୍ତି ହରିଶ୍ଚନ୍ଦ୍ର ମହାପାତ୍ର । ପେନସନ ବାବଦକୁ […]
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ନିଯୁକ୍ତ ହେବେ ୪୨୧୯ ଜଣ କନଷ୍ଟେବଳ
ଭୁବନେଶ୍ୱର: ଗୃହ ବିଭାଗ ପକ୍ଷରୁ ସୂଚନା ମିଳିଛି ଯେ, ରାଜ୍ୟରେ ଖାଲିପଡ଼ିଥିବା ୪୨୧୯ କନଷ୍ଟେବଳ ପଦ ଏବେ ସିଧାସଳଖ ପୂରଣ ହେବ। ଏ ବାବଦରେ ଗୃହବିଭାଗ ଉପସଚିବ ତରୁଣ କୁମାର ପଣ୍ଡା ପୋଲିସ ମହାନିର୍ଦ୍ଦେଶକ […]
