ମନ୍ମଥ ରାଉତରାୟଙ୍କ ନାଁ ରେ ଥାନାରେ ମାମଲା ରୁଜୁ

ଭୁବନେଶ୍ୱର :ମନ୍ମଥଙ୍କ ବିରୋଧରେ ଭୁବନେଶ୍ୱର ସାଇବର ଥାନା ମାମଲା ରୁଜୁ କରିଛି । ବିଜେପି ଲିଗାଲ ସେଲ ଅଭିଯୋଗ ଆଧାରରେ ମାମଲା ରୁଜୁ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତି ଆପତ୍ତଜନକ ମନ୍ତବ୍ୟ […]

କେଭି ଓ ଲକ୍ଷ୍ମଣଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ବିଧାୟକ ଲକ୍ଷ୍ମଣ ବାଗ୍‌ଙ୍କ ବିରୋଧରେ ଚାଲିବ ମାମଲା । ଉଭୟଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ । ବିନା ଶୁଣାଣିରେ ମାମଲା ଖାରଜ ପାଇଁ ଉଭୟ […]

ବସ୍‌ ଧର୍ମଘଟ ପ୍ରତ୍ୟାହୃତ…

ଭୁବନେଶ୍ୱର: ଡିସେମ୍ବର ୧ ତାରିଖରେ ହେବାକୁଥିବା ବସ୍‌ ବନ୍ଦ ଡାକରା ନିଷ୍ପତ୍ତି ପ୍ରତ୍ୟାହୃତ। ବସ୍‌ ବନ୍ଦ ଡାକରା ପ୍ରତ୍ୟାହୃତ ନେଇ ଘରୋଇ ବସ୍‌ ସଂଘର ସୂଚନା। ରାଜ୍ୟ ପରିବହନ ବିଭାଗ ସହ ଆଲୋଚନା ପରେ […]

ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପରେ ଗୃହ ଅପରାହ୍ନ ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ପଞ୍ଚମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ ହୋଇଛି । ଏହା ପରେ ବାଚସ୍ପତି ସୁରମା ପାଢ଼ୀ ଗୃହ କାର୍ଯ୍ୟକୁ ଅପରାହ୍ନ ୪ଟା […]

ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର

ପୁରୀ : ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର । ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । […]

ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରଦାନ

ଭୁବନେଶ୍ୱର :ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ବୁଧବାର ଦିନ ୨୦୨୩,୨୦୨୪ ଏବଂ ୨୦୨୫ ବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, […]

ପାଣ୍ଡିଆନ ଙ୍କ ବିରୋଧ ରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର: ବିଜେଡିର ଶୋଚନୀୟ ପରାଜୟ ପରେ ଦଳରେ ପାଣ୍ଡିଆନଙ୍କ ହାକିମାତିକୁ ନେଇ କୁହୁଳୁଥିବା ଅସନ୍ତୋଷ ଏବେ ଧୀରେ ଧୀରେ ବିସ୍ଫୋରକ ରୂପ ନେଉଛି । ଦଳର ଜଣେପରେ ଜଣେ ନେତା ମୁହଁ ଖୋଲିବାରେ ଲାଗିଛନ୍ତି […]

ଦୁଇଦିନିଆ ଓଡିଶା ବିକାଶ ସମାବେଶ

ଭୁବନେଶ୍ୱର: ଏକ ଘରୋଇ ହୋଟେଲରେ ଆଜି ଦୁଇଦିନିଆ ଓଡିଶା ବିକାଶ ସମାବେଶ ଉଦ୍ଘାଟନ ହୋଇଛି । ଏଥିରେ ଓଡିଶା ପାଇଁ ଜନ କୈନ୍ଦ୍ରିକ, ଜଳବାୟୁ ସ୍ମାର୍ଟ ଓ ଶତାୟୁ ଓଡ଼ିଶାର ନକ୍ସା ସହିତ ବିଭିନ୍ନ […]

ପୁଣି ବିଜେଡିକୁ ଶ୍ରୀମୟୀ ମିଶ୍ରଙ୍କ ତେରେଛା ତୀର

ଭୁବନେଶ୍ୱର: ଆଜି ପୁଣି ପାଣ୍ଡିଆନଙ୍କୁ ଘେରିଲେ ଶ୍ରୀମୟୀ। ପୁଣି ବିଜେଡିକୁ ସୋସିଆଲ୍‌ ମିଡିଆରେ ଶ୍ରୀମୟୀଙ୍କ ନିଶାନା। କବିତାରେ ପାଣ୍ଡିଆନଙ୍କୁ ତେରେଚ୍ଛା ‘ଅଠା’ ଆକ୍ରମଣ କରିଛନ୍ତି। ଅନ୍ୟ ମୁଣ୍ଡରେ ଅଠା ବୋଳା, ଏହା ହେଉଛି ତାମିଲ୍ […]

ବାଲି ଗାଡ଼ି ସିଜ୍ ବେଳେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ଆକ୍ରମଣ

ବାରିପଦା: ନବନିଯୁକ୍ତ ବେତନଟୀ ତହସିଲଦାରଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ। ତହସିଲଦାରଙ୍କ ଡ୍ରାଇଭରଙ୍କ ମୁଣ୍ଡ ଫଟାଇବା ସହ ଆକ୍ରମଣ କଲେ ବାଲି ମାଫିଆ। ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନାରେ ତହସିଲଦାରଙ୍କ ଲିଖିତ ଅଭିଯୋଗ। ଯାହା ଫଳରେ ଅଞ୍ଚଳରେ […]