ରତ୍ନ ଭଣ୍ଡାରର ଗଣତି ମଣତିକୁ ଟାଳୁଛନ୍ତି ସରକାର: ବିଜେଡି

ପୁରୀ: ରତ୍ନ ଭଣ୍ଡାରର ଗଣତି ମଣତି ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ରଖିଛି । ପର୍ଯ୍ୟାୟକ୍ରମେ ଶ୍ରୀମନ୍ଦିର ରତ୍ନ ଭଣ୍ଡାରର ଗଣତି ମଣତି ହେବ ବୋଲି ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦେଇଥିବା […]

ଦେଶରେ ଲାଗୁ ହେଲା ନୂଆ ଶ୍ରମ ଆଇନ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଶ୍ରମ ଆଇନରେ ବ୍ୟାପକ ସଂସ୍କାର ଆଣିଛନ୍ତି। ୨୦୨୦ରେ ପାର୍ଲାମେଣ୍ଟରେ ଗୃହୀତ ହୋଇଥିବା ଉକ୍ତ ୪ ଶ୍ରମ ଆଇନକୁ ଶୁକ୍ରବାରଠାରୁ କାର୍ଯ୍ୟକାରୀ କରାଯାଇଛି। ଏହି ବୃହତ୍‌ ସଂସ୍କାର ଅନୁଯାୟୀ, ଅସ୍ଥାୟୀ ଓ […]

ଦୁବାଇ ବିମାନ ସୋ ରେ କ୍ରାସ୍ ହେଲା ବାୟୁସେନାର ଯୁଦ୍ଧ ବିମାନ ‘ତେଜସ୍

ଦୁବାଇ: ଦୁବାଇ ଏୟାର ଶୋ’ ବେଳେ ଭାରତର ସ୍ୱଦେଶୀ ଫାଇଟର ବିମାନ ଏଲସିଏ ତେଜସ ନିଜର ଡେମୋନଷ୍ଟ୍ରେସନ ଫ୍ଲାଇଟ୍‌ ବେଳେ ହଠାତ୍‌ କ୍ରାସ୍‌ ହୋଇଥିଲା। ଏହି ଘଟଣା ସ୍ଥାନୀୟ ସମୟାନୁସାରେ ଦ୍ୱିପ୍ରହରର ୨ଟା ୧୦ […]

ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର: ବିହାର ବିଧାନସଭା ନିର୍ବାଚନର ସାରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିହାରରେ ଏନ୍‌ଡିଏ ଚମତ୍କାର ପ୍ରଦର୍ଶନ ପରେ ସେ ଓଡ଼ିଶା ଆସୁଥିବା ହେତୁ […]

G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକା ଗସ୍ତରେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି। ସେ ନଭେମ୍ବର ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ୨୦ ତମ G20 ଶିଖର […]

ଲୁଣ ବଦଳରେ ଥିମେଟ ଖାଇ ୩ ଶିଶୁ ଗୁରୁତର ଅବସ୍ଥାରେ ମେଡିକାଲରେ

ବାଲେଶ୍ବର: ଲୁଣ ଭାବି ଥିମେଟ ଖାଇ ୩ ଜଣ ଶିଶୁଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ମହିଷାପଟ୍ଟା ପଞ୍ଚାୟତ ଶାଳବଣୀ ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ […]

ବିଭ୍ରାନ୍ତିକର ‘ORS’ ଉତ୍ପାଦକୁ ତୁରନ୍ତ ହଟାଇବାକୁ FSSAI ର ନିର୍ଦ୍ଦେଶ

ନୂଆଦିଲ୍ଲୀ: ଉପଭୋକ୍ତାମାନଙ୍କୁ ବିଭ୍ରାନ୍ତ କରୁଥିବା ‘ORS’ ଲେବଲ୍ ଲାଗିଥିବା ସମସ୍ତ ଉତ୍ପାଦକୁ ତୁରନ୍ତ ବଜାରରୁ ହଟାଇବା ପାଇଁ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ୍ ଅଥରିଟି ଅଫ୍ ଇଣ୍ଡିଆ (FSSAI) ସମସ୍ତ ରାଜ୍ୟ ଏବଂ କେନ୍ଦ୍ର […]

ସୁଚିସ୍ମିତା ଦାସ ହେଲେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ

ଯାଜପୁର: ଧର୍ମଶାଳା ବ୍ଲକ ଅଧ୍ୟକ୍ଷା ହେଲେ ବିଜେପି ସମର୍ଥିତ ସୁଚିସ୍ମିତା ଦାସ । ସୁଚିସ୍ମିତା ଦାସ ନିର୍ଦ୍ଵନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ମୋଟ ୪୫ ପଞ୍ଚାୟତକୁ ନେଇ ଗଠିତ ଧର୍ମଶାଳା ବ୍ଲକରେ ଅଧ୍ୟକ୍ଷଭାବେ ନିର୍ବାଚିତ ହେବା […]

ଚଳନ୍ତା ବସରେ ଡ୍ରାଇଭରଙ୍କୁ ହୃଦଘାତ; ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ

ମାଲକାନଗିରି: ଏକ ହୃଦୟ ବିଦାରକ ଘଟଣା ଘଟିଛି ମାଲାକିନଗିରିରେ । ଚଳନ୍ତା ବସରେ ବସ ଡ୍ରାଇଭରଙ୍କୁ ହୃଦଘାତ । ନିଜେ ଚାଲିଗଲେ ହେଲେ ବଞ୍ଚାଇଦେଲେ ୨୫ ଯାତ୍ରୀଙ୍କ ଜୀବନ। ଆଜି ଓଡ଼ିଶାର ଜଣେ OSRTC […]

ବିଧାୟକ ଜୟ ଢୋଲକିଆ ଶପଥ ନେଲେ..

ଭୁବନେଶ୍ୱର: ନୂଆପଡ଼ାର ନବ ନିର୍ବାଚିତ ବିଧାୟକ ଜୟ ଢୋଲକିଆ ଆଜି ଶପଥ ଗ୍ରହଣ କରିଛନ୍ତି । ବିଧାନସଭାରେ ବାଚସ୍ପତି ସୁରମା ପାଢ଼ୀ ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ବିଧାନସଭାରେ ଶପଥ ନେବା ସମୟରେ […]