ବାଲିଯାତ୍ରାର ଶେଷ ଦିନରେ ହେଲା ପ୍ରବଳ ଭିଡ଼,ଦୁଇ ଜଣ ହେଲେ ଅଚେତ

କଟକ : ବାଲିଯାତ୍ରା ର ଅନ୍ତିମ ଦିବସ ରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ବିଶେଷ କରି ବଲିଉଡ୍ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ସୋ’ ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ହୋଇଥିଲା। ପରିସ୍ଥିତି ଏପରି […]

ପ୍ରସ୍ତାବିତ ସାଇନ୍ସ ସିଟି ସ୍ଥାନ ବୁଲିକି ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର: ପୂର୍ବ ଭାରତରେ ବୈଜ୍ଞାନିକ ଅଧ୍ୟୟନ ଓ ଉଦ୍ଭାବନକୁ ପ୍ରୋତ୍ସାହନ ଦେବା ତଥା ବୈଜ୍ଞାନିକ ଅନୁସନ୍ଧିତ୍ସା ଏବଂ ଶିକ୍ଷା ପାଇଁ ବିଶେଷ କରି ଯୁବପିଢିଙ୍କ ମଧ୍ୟରେ ବିଜ୍ଞାନ ପ୍ରତି ଆଗ୍ରହ ସୃଷ୍ଟି କରିବା ଲକ୍ଷ୍ୟରେ […]

ବିନା ପରମିଟ୍‌ରେ ପୁରୀ-କଲିକତା ମଧ୍ୟରେ ଚାଲୁଥିଲା ବସ୍

ଭୁବନେଶ୍ୱର: ସରକାରଙ୍କୁ ରାଜ୍ୟ ବସ୍ କଥା କହି ଭୁଆଁ ବୁଲାଉଥିଲେ କଲିକତା ବସ୍ । ନା ଥିଲା ପରମିଟ, ନା ଦେଉଥିଲେ ଟିକସ। ଆଉ ଏଭଳି କିଛି ବସ୍ କୁ ଜବତ କରି ଫାଇନ […]

ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ହେବେ ମୁହାଁମୁହିଁ

କଟକ: ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜନ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ […]

ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀ ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ମନୋନୀତ

ଭୁବନେଶ୍ୱର: ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀ ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ମନୋନୀତ ହୋଇଛନ୍ତି । ଶିଶୁ ସାହିତ୍ୟକୁ ତାଙ୍କର ଅବଦାନ ପାଇଁ ସେ ଏହି ସମ୍ମାନଜନକ ପୁରସ୍କାର ପାଇବେ । ରାଜକିଶୋର ପାଢ଼ୀ […]

ହସପିଟାଲରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁଟାନରୁ ଫେରିବା ପରେ ସିଧାସଳଖ ଲାଲକିଲ୍ଲା ବିସ୍ଫୋରଣରେ ଆହତଙ୍କୁ ଦିଲ୍ଲୀ ସ୍ଥିତ ଏଲଏନଜେପି ହସପିଟାଲରେ ଭେଟିଛନ୍ତି । ପ୍ରଧାନମନ୍ତ୍ରୀ ଆହତଙ୍କୁ ବ୍ୟକ୍ତିଗତ ଭାବେ ସାକ୍ଷାତ କରି ଶୀଘ୍ର […]

ତହସିଲଦାରଙ୍କୁ ମିଳିଲା ପୁରୁଣା ପଞ୍ଜୀକୃତ କବଲା ସଂଶୋଧନ କରିବାର କ୍ଷମତା

ଭୁବନେଶ୍ୱର: ରାଜ୍ୟରେ ଜମି କ୍ରେତା ଓ ବିକ୍ରେତାମାନଙ୍କର ଦୀର୍ଘଦିନର ସମସ୍ୟାକୁ ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ପୁରୁଣା ପଞ୍ଜିକୃତ କବଲା କିମ୍ବା ଅନ୍ୟ […]

ବାଲିଯାତ୍ରା ପ୍ରେମୀଙ୍କ ପାଇଁ ଗୋଟିଏ ଦିନ ବଢ଼ିଲା ବାଲିଯାତ୍ରା

କଟକ: ଆଉ ଗୋଟିଏ ଦିନ ବଢିଲା ଐତିହାସିକ ବାଲିଯାତ୍ରା। ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି ନଭେମ୍ବର ୧୩ ଗୁରୁବାରରେ ସରିବ ବାଲିଯାତ୍ରା। ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ବ୍ୟବସାୟୀଙ୍କ କାରବାରକୁ […]

ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼

ନୟାଗଡ଼: ନୟାଗଡ ଜିଲ୍ଲା ସୋଲପଟା ଗାଁରେ ଡକାୟତି ଉଦ୍ୟମ ବିଫଳ ହେବାରୁ ବୋମାମାଡ଼ ହୋଇଛି । ଏହି ଘଟଣାରେ ୩ ଗ୍ରାମବାସୀ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେପଟେ ଏହି ଘଟଣାରେ ଜଣଙ୍କୁ […]

ପତଞ୍ଜଳିକୁ ୭୨ ଘଣ୍ଟା ମଧ୍ୟରେ ସମସ୍ତ ପ୍ଲାଟଫର୍ମରୁ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟ ପତଞ୍ଜଳି ଆୟୁର୍ବେଦକୁ ଅନ୍ୟ ଚ୍ୟବନପ୍ରାଶ ବ୍ରାଣ୍ଡକୁ “ଧୋକା” ବୋଲି ବର୍ଣ୍ଣନା କରୁଥିବା ବିଜ୍ଞାପନ ପ୍ରକାଶନ କିମ୍ବା ପ୍ରସାରଣ କରିବାରୁ ନିଷେଧ କରିଛନ୍ତି। ଏହା ସହିତ ତିନି ଦିନ ମଧ୍ୟରେ ସମସ୍ତ […]