କଟକ : ନୂଆବର୍ଷ ଶୁଭେଚ୍ଛା ପାଇଁ କଟକ ସହରରେ ଲାଗିଥିବା ମହମ୍ମଦ ମୋକିମ୍ ଏବଂ ସୋଫିଆ ଫିର୍ଦ୍ଦୋସଙ୍କ ହୋର୍ଡିଂକୁ ନେଇ ଚର୍ଚ୍ଚା ବଢ଼ି ଚାଲିଛି। ହୋର୍ଡିଂରେ କଂଗ୍ରେସର ଦଳୀୟ ସଙ୍କେତ ‘ହାତ’ ଚିହ୍ନ ନଥିବା […]
Month: December 2025
ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି:ମୁଖ୍ୟ ପ୍ରଶାସକ କହିଲେ ଏହା ତାଳପତ୍ର ଚିତ୍ର
ପୁରୀ :୨୦୨୬ କ୍ୟାଲେଣ୍ଡରରେ ଶ୍ରୀମନ୍ଦିର ପ୍ରଶାସନର ଗୁରୁତର ତ୍ରୁଟି ଦେଖିବାକୁ ମିଳିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ପ୍ରଭୁ ବଳଭଦ୍ର ଏବଂ ବଳଭଦ୍ରଙ୍କ ସ୍ଥାନରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଥିବା ଏକ ଫଟୋକୁ ଶ୍ରୀମନ୍ଦିର ପ୍ରଶାସନ କ୍ୟାଲେଣ୍ଡର […]
ନୂଆ ବର୍ଷରେ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କୁ ଶୃଙ୍ଖଳିତ ଦର୍ଶନ ନିମନ୍ତେ ପ୍ରସ୍ତୁତି ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା
ଭୁବନେଶ୍ୱର:ଆରମ୍ଭ ହେବ ନୂଆ ବର୍ଷ ୨୦୨୬ । ଏଥିପାଇଁ ୩୧ ତାରିଖ ରାତିରୁ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କ ଭିଡ ରହିବ । ସେଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲ୍ଲା ପ୍ରଶାସନ […]
କଂସ ମହାରାଜଙ୍କୁ ମଥୁରା (ବରଗଡ଼) ନଗରୀ ପାଇଁ ବିକାଶ ପ୍ରକଳ୍ପର ହିସାବ ଦେଲେ ମୁଖ୍ୟମନ୍ତ୍ରୀ
ବରଗଡ:ବିଶ୍ଵର ସର୍ବବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ସପ୍ତମ ଦିନରେ ଦର୍ଶକମାନେ ଏକ ନିଆରା ଦୃଶ୍ୟ ଦେଖିବାକୁ ପାଇଥିଲେ । କଂସ ମହାରାଜ ତାଙ୍କ ଦରବାରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ କଳିଙ୍ଗ […]
ନୂଆବର୍ଷ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ପାଇଁ ଉପହାର କିମ୍ବା ପୁଷ୍ପଗୁଚ୍ଛ ଧରି ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ନୂଆବର୍ଷ ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣ ସମସ୍ତଙ୍କର ମଙ୍ଗଳ କରନ୍ତୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ l “ନୂଆବର୍ଷର ପ୍ରଥମ ଦିନ ସରକାରୀ […]
ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ
ଭୁବନେଶ୍ୱର:ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି। ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହାକୁ ଜବତ କରିଛି କଷ୍ଟମ ବିଭାଗ। ତେବେ […]
ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର
କଟକ:ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡା ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ […]
୩ କୋଟିର ବୀମା ରାଶି ପାଇଁ ସର୍ପ ଦଂଶନ କରାଇ ବାପାକୁ ହତ୍ୟା
ତାମିଲନାଡୁ:ଗତ ଅକ୍ଟୋବର ୨୨ରେ ତାମିଲନାଡୁର ତିରୁଭଲ୍ଲୁର ନିକଟ ପୋଥରଥୁରପେଟ୍ଟଇ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ମୃତକ ହେଲେ ୫୬ ବର୍ଷୀୟ ଗଣୋ। ସେ ଏକ ସରକାରୀ ସଂସ୍ଥାରେ ଲାବ୍ ଆସିଷ୍ଟାଣ୍ଟ ପଦବୀରେ ଚାକିରି […]
୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ
ନୂଆଦିଲ୍ଲୀ:ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ, ତିନି ସେନା ପାଇଁ ପ୍ରାୟ ୭୯,୦୦୦ କୋଟି ଟଙ୍କାର ବିଭିନ୍ନ ପ୍ରତିରକ୍ଷା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।ଏଥିରେ ସ୍ଥଳସେନା ପାଇଁ ଶତ୍ରୁର ଶକ୍ତିଶାଳୀ ଲକ୍ଷ୍ୟକୁ ସଠିକ […]
ଜିରୋ ନାଇଟ୍ ଉପରେ ଲାଗିଲା କଟକଣା
ଭୁବନେଶ୍ୱ: ୩୧ ଡିସେମ୍ବରରେ ଜିରୋ ନାଇଟ୍ ପାଳନ ପାଇଁ ଭୁବନେଶ୍ୱର-କଟକକମିସନରେଟ୍ ପୁଲିସ ପକ୍ଷରୁ କଟକଣା ଲାଗୁ ହୋଇଛି। ମଧ୍ୟରାାତ୍ରି ପରେ ମ୍ୟୁଜିକ ଏବଂ ସାଉଣ୍ଡ ସିଷ୍ଟମକୁ ବଜାଇବାକୁ କମିସନରେଟ ପୁଲିସ ନିଷେଧ କରିଛି। ଜିରୋ […]
