୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତି ପାଇବେ ଶିକ୍ଷକ

ଭୁବନେଶ୍ୱର: ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍‌ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ ପ୍ରଶିକ୍ଷିତ […]

ବିମାନ ଭଡା ସ୍ଥିର କଲେ ସରକାର

ନୂଆଦିଲ୍ଲୀ: ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ସମସ୍ତ ପ୍ରଭାବିତ ରୁଟ୍ ପାଇଁ ସର୍ବାଧିକ ଭଡା ସୀମା ସ୍ଥିର କରିଛି । ସରକାର ବିମାନ କମ୍ପାନୀଗୁଡ଼ିକୁ ବ୍ୟକ୍ତିଗତ […]

ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇ ସିରିଜ ଜିତିଲା ଭାରତ

ବିଶାଖାପାଟଣା: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା ସହିତ ଭାରତ ସିରିଜକୁ ୨-୧ରେ ଜିତି ଯାଇଛି।ଭାରତ […]

ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ

ରାଉରକେଲା: ରାଜଗାଙ୍ଗପୁରରେ ଜଣେ କଲେଜ ଛାତ୍ରୀ ଆତ୍ମାହୁତି କରିଛନ୍ତି। ତାଙ୍କ ଶରୀରର ୯୦% ଅଂଶ ପୋଡି ହୋଇଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଆଇଜିଏଚ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଗାଙ୍ଗପୁର ଲାଞ୍ଜିବର୍ଣ୍ଣା ଅଂଚଳର ଛାତ୍ରୀ ଜଣକ […]

ଓଡ଼ିଶାରେ ବଢୁଛି ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା

ଭୁବନେଶ୍ୱର : ଗତ କିଛି ବର୍ଷ ଧରି ଓଡ଼ିଶାକୁ ଛୁଟୁଛି ବିଦେଶୀ ପର୍ଯ୍ୟଟକଙ୍କ ସୁଅ । ୫ ବର୍ଷରେ ଓଡ଼ିଶା ଆସିଲେଣି ୧.୩୩ ଲକ୍ଷ ବିଦେଶୀ ପର୍ଯ୍ୟଟକ । ୨୦୨୦ରେ ୧୦ ହଜାର ୨୦୬ […]

ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ। ମୁଖ୍ୟ ହସ୍ପିଟାଲରେ ଆଜି ସକାଳେ ସର୍ଟସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟି ହାଉସକିପିଂ ୟୁନିଟ୍ କ୍ଷତିଗ୍ରସ୍ତ ହୋଇଥିବା ଖବର ମିଳିଛି। ରୁମ ଭିତରେ ଫିନାଇଲ, କପଡ଼ା, ସ୍ପିରିଟ, […]

ପଥର ଗାଡ଼ି ଧରିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାରେ ମାତିଛନ୍ତି ଖଣି ମାଫିଆ। ସୋର ଥାନା ଦାଣ୍ଡହରିପୁର ଗ୍ରାମରେ ପଥର ଗାଡ଼ି ଧରିବାକୁ ଯାଇଥିବା ବେଳେ ଦୁଇ କନିଷ୍ଠ ଖଣି ଅଧିକାରୀଙ୍କୁ ମାଡ଼ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଗତକାଲି […]

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର: ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜାଲିଆତି ପତ୍ରର ପ୍ରଚାର ହେଉଥିବା ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗର ନଜରକୁ ଆସିଛି । ସରକାର ଗ୍ରାମ ପଞ୍ଚାୟତ […]

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ସରକାର ଦେବେ ୫୧ ହଜାର ଟଙ୍କାର ସହାୟତା ରାଶି

ଭୁବନେଶ୍ୱର: କନ୍ୟା ବିବାହ ପାଇଁ ସରକାର ଦେବେ ୫୧ ହଜାର ଟଙ୍କା। ଏହି ଟଙ୍କା କନ୍ୟାଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା। ବିବାହ କାର୍ଯ୍ୟ ପାଇଁ ମିଳିବ ୬ ହଜାର ଟଙ୍କା। ୧୦ […]

ଭାରତ-ରୁଷ ମଧ୍ୟରେ ୭ ଚୁକ୍ତି ସ୍ୱାକ୍ଷରିତ

ନୂଆଦିଲ୍ଲୀ: ଭାରତ ଯାତ୍ରାରେ ଆସିଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆଜି ସକାଳେ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ରାଜଘାଟର ସ୍ମାରିକାରେ ପୁତିନ ଦସ୍ତଖତ ମଧ୍ୟ କରିଛନ୍ତି । […]