BSF ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ

ନୂଆଦିଲ୍ଲୀ : କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀ(BSF)ର ନିଯୁକ୍ତି ବ୍ୟବସ୍ଥାରେ ନିୟମଗୁଡ଼ିକୁ ସଂଶୋଧନ କରିଛନ୍ତି। ସୀମା ସୁରକ୍ଷା ବାହିନୀ ଆଇନ, ୧୯୬୮ ଅନୁଯାୟୀ ପ୍ରଦତ୍ତ କ୍ଷମତା ବ୍ୟବହାର କରି ଏହି ନିଷ୍ପତ୍ତି ନିଆଯାଇଛି। […]

ପ୍ରଣବ ବଳବନ୍ତରାୟଙ୍କ ନାମରେ ସରକାରୀ ଜମି ମାଡ଼ି ବସିଥିବା ଅଭିଯୋଗ

ଭୁବନେଶ୍ୱର: ଗଡ଼ମଧୁପୁର ମୌଜାରେ ଜମି ଜବରଦଖଲ ଅଭିଯୋଗରେ ଧର୍ମଶାଳା ତହସିଲ୍‌ ପକ୍ଷରୁ ପ୍ରଣବଙ୍କୁ ଏକ ନୋଟିସ୍‌ ଜାରି କରାଯାଇଛି । ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀର ଖାତା ନଂ ୩୩୬ ପ୍ଲଟ ନମ୍ବର ୧୧୧୮ରେ ଥିବା […]

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

କୋରାପୁଟ: ଆଜି ଅନୁଷ୍ଠିତ ହେବାକୁ ଥିବା ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ର ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଜିଲ୍ଲାର ବିକାଶ ପାଇଁ ପ୍ରାୟ […]

ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼, ୧୦ ମୃତ, ୧୨ରୁ ଅଧିକ ଆହତ

ଜୋହାନ୍ସବର୍ଗ: ଜୋହନ୍ସବର୍ଗର ଦକ୍ଷିଣ ପଶ୍ଚିମାଞ୍ଚଳ ଅନ୍ତର୍ଗତ ବେକେର୍ସଡାଲରେ ଘଟିଛି ଏକ ଲୋମହର୍ଷକ ଘଟଣା। କେତେକ ଦୁର୍ବୃତ୍ତମାନେ ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ କରିଛନ୍ତି । କିଛି ମାସ ମଧ୍ୟରେ ଏହା ଦକ୍ଷିଣ ଆଫ୍ରିକାରେ […]

’ଷ୍ଟାଚ୍ୟୁ ଅଫ୍‌ ଇକ୍ବାଲିଟି’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ନିବେଶକ ସମ୍ମିଳନୀରେ ଯୋଗଦେବା ପାଇଁ ହାଇଦ୍ରାବାଦ ଯାଇଥିବାବେଳେ ସେଠାରେ ଥିବା ଷ୍ଟାଚ୍ୟୁ ଅଫ୍ ଇକ୍ବାଲିଟି ପରିଦର୍ଶନ କରି ଜଗଦଗୁରୁ ରାମାନୁଜାଚାର୍ଯ୍ୟଙ୍କ ଆଶୀର୍ବାଦ ଲାଭ କରିଛନ୍ତି। ତାଙ୍କ […]

ରାଜ୍ୟବ୍ୟାପୀ ବିଜେଡି ପାଳିବ ୨୯ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ରାଜ୍ୟର ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳିତ ହେବ। ଏହା ସହିତ ଦଳର ମୁଖ୍ୟାଳୟ “ଶଙ୍ଖ ଭବନ” ଠାରେ ମହାସମାରୋହରେ ପାଳନ କରାଯିବ ବୋଲି ଶନିବାର ଦିନ […]

PUC ନଥିଲେ ମିଳିବନି ତେଲ: ଓଡିଶା ବାଣିଜ୍ୟ ଓ ପରିବହନ ବିଭାଗ

ଭୁବନେଶ୍ୱର: ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି । ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ […]

ରାଜଧାନୀରେ ଡଗ୍‌ ସୋ’ ଆରମ୍ଭ, ଭାଗ ନେଲେ ୮ ରାଜ୍ୟରୁ ୮୩ କୁକୁର

ଭୁବନେଶ୍ୱର: ଓଡ଼ିଶା କେନେଲ୍ କ୍ଲବ୍(ଭୁବନେଶ୍ୱର) ପକ୍ଷରୁ ଶୁକ୍ରବାର ଓୟୁଏଟିସ୍ଥିତ ଭେଟେରନାରୀ ପଡ଼ିଆରେ ଆରମ୍ଭ ହୋଇଛି ସର୍ବଭାରତୀୟ ଡଗ୍ ସୋ ଚାମ୍ପିଅନସିପ୍ । ପ୍ରଥମ ଦିନରେ ‘ଦି ଜର୍ମାନ ସେଫର୍ଡ ଡଗ୍ କନଫେଡେରେସନ୍(କଳିଙ୍ଗ ଚାପ୍ଟର)’ ପକ୍ଷରୁ […]

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି । ଏଥିରୁ ବାଦ ପଡିଛନ୍ତି ଉପ ଅଧିନାୟକ ଥିବା ଶୁଭମନ୍‌ ଗିଲ୍‌ । ତାଙ୍କ ବଦଳରେ ସୂର୍ଯ୍ୟକୁମାର […]

ବିଦ୍ୟାଳୟରେ ସାଇନ୍ ବୋର୍ଡ ପଡ଼ି ପ୍ରଥମ ଶ୍ରେଣୀ ଛାତ୍ର ମୃତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ତିରିଂ ଥାନା ଅନ୍ତର୍ଗତ ବଡ ଭୁଣ୍ଡୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ପ୍ରଥମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବିଦ୍ୟାଳୟ ପରିସରରେ ଥିବା ସୂଚନା ଫଳକ ପଡ଼ିଯାଇ […]