ଗୁଜୁରାଟ: ଦକ୍ଷିଣ ଆଫ୍ରିକା ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍ ଶୁକ୍ରବାର ଦିନ ଗୁଜରାଟ ଅହମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମ୍ରେ ଖେଳାଯାଇଥିଲା। ଦକ୍ଷିଣ ଆଫ୍ରିକା ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି […]
Month: December 2025
ବେଆଇନ୍ ବେଟିଂ ଆପ୍ ମାମଲାରେ ଇଡିର ବଡ଼ ଆକ୍ସନ
ନୂଆଦିଲ୍ଲୀ : ବେଆଇନ ବେଟିଂ ଆପ ମାମଲାରେ ଇଡି ପୂର୍ବତନ କ୍ରିକେଟର ଯୁବରାଜ ସିଂଙ୍କ ଅଢ଼େଇ କୋଟି, ଉଥାପ୍ପାଙ୍କ ୮.୨୬ ଲକ୍ଷର ସମ୍ପତ୍ତି, ବଲିଉଡ ସେଲିବେଟ୍ରି ଉର୍ବଶୀ ରୌତେଲାଙ୍କ ୨ କୋଟି ଏବଂ ସୋନୁ […]
ଟାଟା ପାୱାର ର ବେଆଇନ ଭାବେ ପଇସା ଶୋଷଣ
ଭୁବନେଶ୍ୱର: ଏକ ସାମ୍ବାଦିକ ସମ୍ମିଳନୀ ରେ ପୂର୍ବତନ ଶାସନ ସଚିବ ଜନ ଜାଗରଣର ସଭାପତି ବିଜୟ ପଟ୍ଟନାୟକ ରାଜ୍ୟରେ ବିଦ୍ୟୁତ ଉପଭୋକ୍ତାଙ୍କୁ ବେଆଇନ ଭାବେ ଟାଟା ପାୱାର ଶୋଷଣ କରୁଥିବା ଅଭିଯୋଗ ଆଣିଛନ୍ତି । […]
ଜାତିଆଣ ହିଂସାରେ ବାଂଲାଦେଶ ପୁଣି ଅଶାନ୍ତ
ନୂଆଦିଲ୍ଲୀ: ପୁଣି ଥରେ ପଡୋଶୀ ଦେଶ ବାଂଲାଦେଶରେ ହିଂସା ଦେଖିବାକୁ ମିଳିଛି । ମୟମନସିଂହ ଜିଲ୍ଲାରେ ଗୁରୁବାର ରାତିରେ ଜଣେ ହିନ୍ଦୁ ଯୁବକଙ୍କୁ ଭିଡ ମଧ୍ୟରେ ପିଟି ପିଟି ହତ୍ୟା କରାଯାଇଛି । ମୃତକ […]
ଓଡ଼ିଶାର ସଙ୍ଗମ କୁମାର ସାହୁ ହେବେ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି
କଟକ: ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ପାଇଁ ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କ ନାମ ସୁପାରିଶ କରିଛି । ମୁଖ୍ୟ ବିଚାରପତିଙ୍କ ନେତୃତ୍ୱରେ ଗଠିତ କଲେଜିୟମ୍ ଦେଶର ବିଭିନ୍ନ ହାଇକୋର୍ଟରେ […]
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଅର୍ଡର ଅଫ୍ ଓମାନ୍’ ସମ୍ମାନରେ ହେଲେ ସମ୍ମାନିତ
ମସ୍କଟ: ମସ୍କଟ ରାଜପ୍ରାସାଦରେ ଆୟୋଜିତ ଏକ ସମାରୋହରେ ଓମାନ୍ର ସୁଲତାନ’ ସୁଲତାନ ହାଇଥମ୍ ବିନ୍ ତାରିକ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ଅର୍ଡର ଅଫ୍ ଓମାନ୍’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭାରତ-ଓମାନ୍ ସମ୍ପର୍କ ନେଇ ଦୂରଦୃଷ୍ଟିପୂର୍ଣ୍ଣ […]
ଲୋକସଭାରେ ‘ଭିବି ଜି ରାମ ଜି’ ବିଲ୍ ପାରିତ
ନୂଆଦିଲ୍ଲୀ: ପ୍ରବଳ ହଟ୍ଟଗୋଳ ମଧ୍ୟରେ ଗୁରୁବାର ଲୋକସଭାରେ ପାରିତ ହୋଇଛି ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜୀବିକା ମିଶନ (ଗ୍ରାମୀଣ) ବା ‘ଭିବି ଜି ରାମ ଜି’ ବିଲ୍ ୨୦୨୫। ଏହା […]
କିସ୍ ଛାତ୍ର ହତ୍ୟା ଘଟଣାରେ ଜେଲ ଗଲେ ୮ ଅଭିଯୁକ୍ତ
ଭୁବନେଶ୍ୱର: କିସ୍ ଛାତ୍ର ଶିବ ମୁଣ୍ଡାଙ୍କ ହତ୍ୟା ମାମଲାରେ ଇନଫୋସିଟି ଥାନା ପୋଲିସ ଗତକାଲି ୮ ଜଣଙ୍କୁ ଗିରଫ କରିଥିଲା । ସେମାନେ ଅତିରିକ୍ତ ସିଇଓ ପ୍ରମୋଦ କୁମାର ପାତ୍ର, ଶିକ୍ଷକ ବିନୟ କୁମାର […]
ଏମ୍ସ କୁ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର
ଭୁବନେଶ୍ୱର: ଖଣ୍ଡଗିରି ଛକରୁ ଏମ୍ସ ଯାଏ ତିଆରି ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର । ସର୍ଭିସ୍ ରୋଡକୁ ଆହୁରି ଚଉଡା କରାଯିବ। ଯେଉଁଠି ଆବଶ୍ୟକ ପଡିବ, ଡ୍ରେନ୍ ଘୁଞ୍ଚିବ ଓ ଜମି ଅଧିଗ୍ରହଣ ବି […]
କେନ୍ଦୁଝର ଅତିଥି ଅଧ୍ୟାପିକାଙ୍କ ପୁରୁଷ ବନ୍ଧୁ ଗିରଫ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ୍ ଥାନା ମାଇନିଂ କଲୋନୀରେ ପୁରୁଷ ବନ୍ଧୁଙ୍କ ଘରୁ ଅଧ୍ୟାପିକାଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର ହୋଇଥିଲା। ମୃତକ ହେଲେ ବାଲେଶ୍ୱର ଜିଲ୍ଲା ଗୋପାଳପୁର ଥାନା ରେମୁଣା ପଞ୍ଚାୟତ ଅନ୍ତର୍ଗତ ତାଳପଦା […]
