ଲାଞ୍ଚ ନେଇ ଧରା ପଡିଲେ SCB ମେଡିକାଲ ର ଆସୋସିଏଟ୍‌ ପ୍ରଫେସର

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ଧରା ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା […]

ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଲାଇସେନ୍ସ ହେବ ବାତିଲ :ବିଏମ୍‌ସି

ଭୁବନେଶ୍ୱର:ଭୁବନେଶ୍ଵର ମହାନଗର ନିଗମ ଅଂଚଳାଧିନରେ ରହିଥିବା ଭେଣ୍ଡିଂ ଜୋନ୍ ଓ ଓମ୍ଫେଡ୍ ବୁଥ୍ ରେ ନିଶା ଦ୍ରବ୍ୟ ଯେପରିକି ଗୁଟଖା, ସିଗେରେଟ, ପାନ ବିକ୍ରି କଲେ ବ୍ୟବସାୟୀଙ୍କ ଉପରେ ବିଏମସି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ […]

ଅଜିତଙ୍କ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କଲେ ମମତା

ପଶ୍ଚିମବଙ୍ଗ :ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଅଜିତ ପାୱାରଙ୍କ ଆକସ୍ମିକ ବିୟୋଗରେ ମୁଁ ଗଭୀର […]

ବନ୍ଦ ପାଳନ ବିଫଳ ବୋଲି କହିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର:ନବ ନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ଡାକରାକୁ ବିଫଳ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀକହିଛନ୍ତି ଯୋଗାଣ ମନ୍ତ୍ରୀ । ରାଜ୍ୟର କୌଣସି ଜାଗାରେ ବି କୃଷକ ତାଙ୍କ ସହ ବାହାରି ନାହାଁନ୍ତି । […]

ଏସିଡ୍ ଆକ୍ରମଣ ମାମଲାରେ କଠୋର ଦଣ୍ଡ ଦିଆଯିବ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ:ଏସିଡ୍ ଆକ୍ରମଣ ମାମଲାରେ କଠୋର ଦଣ୍ଡ ଦିଆଯିବାର ଆବଶ୍ୟକତା ଉପରେ ସୁପ୍ରିମ୍‌କୋର୍ଟ ଗୁରୁତ୍ବାରୋପ କରି ପୀଡିତାଙ୍କୁ କ୍ଷତିପୂରଣ ଦେବା ପାଇଁ ଅଭିଯୁକ୍ତଙ୍କ ସମ୍ପତ୍ତି ଜବତ କରି ନିଲାମ କରିବାକୁ ପରାମର୍ଶ ଦେଇଛନ୍ତି। ଟ୍ରାଏଲ କୋର୍ଟ […]

ଯାଜପୁର ମଞ୍ଚରେ ଏକାଠି ନଜର ଆସିଲେ ବିଜୟ, ଆମର ଓ ସୌମ୍ୟ

ଯାଜପୁର: ଗୋଟିଏ ମଞ୍ଚରେ ଏକାଠି ହୋଇଛନ୍ତି ବିଜୟ, ସୌମ୍ୟ ଓ ଅମର। ଏକାଠି ହେବା ପରେ ଚର୍ଚ୍ଚା ଜୋରଦାର ହୋଇଛି। ଖାସ୍ କରି ଯାଜପୁର ରାଜାନୀତିରେ ଅନେକ କଳ୍ପନା । ମଞ୍ଚରେ ବିଜୟ ମହାପାତ୍ର, […]

ଆସନ୍ତାକାଲି ସକାଳ ୬ରୁ ଅପରାହ୍ନ ୨ଟା ଯାଏ ଓଡ଼ିଶା ବନ୍ଦ

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି । […]

ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ : ଭାରତ-EU ମଧ୍ୟରେ ଐତିହାସିକ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଉଭୟ ପକ୍ଷ ମଧ୍ୟରେ ଐତିହାସିକ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ । ୨୦୦୭ ମସିହାରୁ ୧୮ ବର୍ଷ ଧରି ଚାଲିଥିବା ଏହି ବାଣିଜ୍ୟ […]

ଆମେରିକା ଆଉ ଇରାନ ମଧ୍ୟରେବଢୁଛି ଯୁଦ୍ଧ ଆଶଙ୍କା

ନୂଆଦିଲ୍ଲୀ:ଆମେରିକାର ବିଶାଳ ନୌସେନା ବାହାରିଛି ମଧ୍ୟପ୍ରାଚ୍ୟ ଅଭିମୁଖେ । ବିମାନବାହୀ ଜାହାଜ USS ଆବ୍ରାହମ ଲିଙ୍କନ ସହ ଏକାଧିକ କ୍ଷେପଣାସ୍ତ୍ରବାହୀ ଯୁଦ୍ଧ ଜାହାଜ ଭାରତ ମହାସାଗର ଦେଇ ଆଗକୁ ବଢ଼ୁଛନ୍ତି। ରାଷ୍ଟ୍ରପତି ଟ୍ରମ୍ପ ଏୟାରଫୋର୍ସ-ୱାନରୁ […]

ଶତ ପ୍ରତିଶତ ଡାଲିଜାତୀୟ ଫସଲ ସଂଗ୍ରହ କରିବେ ସରକାର:କୃଷି ମନ୍ତ୍ରୀ

ନୂଆଦିଲ୍ଲୀ : ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନକରି ସରକାର ଶତ ପ୍ରତିଶତ ଡାଲିଜାତୀୟ ଫସଲ ଚାଷୀଙ୍କଠୁ ସଂଗ୍ରହ କରିବେ ବୋଲି କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଘୋଷଣା କରିଛନ୍ତି […]