ନୂଆଦିଲ୍ଲୀ: ମୋଟର ଯାନ ଆଇନ ଉଲଙ୍ଘନକାରୀଙ୍କ ଉପରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ । ଏନେଇ ଗେଜେଟ ବିଜ୍ଞପ୍ତି ଜାରି କଲା କେନ୍ଦ୍ର ସଡ଼କ ପରିବହନ ବିଭାଗ lନୂଆ ସଂଶୋଧନ ଅନୁସାରେ ବର୍ଷକରେ ପାଞ୍ଚ ଥର […]
Month: January 2026
ଖଣି ଦୁର୍ନୀତି ମାମଲାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍
କଟକ: ସାରା ରାଜ୍ୟରେ ବେଆଇନ ଖଣି ଖନନର ସ୍ଥିତି ସମ୍ପର୍କରେ ସବିଶେଷ ତଥ୍ୟ ସହିତ ଏହାକୁ ରୋକିବାକୁ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ନେଇ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି […]
ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ହତ୍ୟା ଧମକ
ଭୁବନେଶ୍ୱର: ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ସୋସିଆଲ ମିଡ଼ିଆ ଫେସବୁକରେ ଏମିତି କିଛି ଧମକ ଆସିଛି ଯାହାକି ଏବେ ସବୁ ଆଡ଼େ ହଇଚଇ ସୃଷ୍ଟି କରିଛି। ”୭୩୨୬୮୦୩୯୫୨କୁ ୧୦ ଲକ୍ଷ ଟଙ୍କା ପଠାଅ । […]
ବିଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
ନୂଆଦିଲ୍ଲୀ: ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି ୪୫ ବର୍ଷୀୟ ନୀତିନ ନବୀନ । ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେପିର ୧୨ତମ ଅଧ୍ୟକ୍ଷଙ୍କ ନାଁ ଘୋଷଣା ହୋଇଛି । ଗତକାଲି ନିନ୍ଦ୍ୱନ୍ଦରେ […]
ଆରମ୍ଭ ହେବ ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’
ଭୁବନେଶ୍ୱର: ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬” ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି। ତିନିଦିନ ଧରି ଜନତା ମଇଦାନରେ ଏହି ସମାବେଶ ଚାଲିବ। ମତ୍ସ୍ୟଚାଷୀ ଓ ପ୍ରାଣୀପାଳକଙ୍କ ପାଇଁ ଏହି ସମାବେଶ ସଚେତନତା ଓ […]
ମହିଳା ଡ୍ରାଇଭର ଚଲାଇବେ ‘ଆମ ବସ’, ଦିଆଯିବ ତାଲିମ
ଭୁବନେଶ୍ୱର: ଆମ ବସ୍ ଚଲାଇବେ ମହିଳା । ଏଥିପାଇଁ ସେମାନଙ୍କୁ ପୁନେରେ ତାଲିମ ଦିଆଯିବ । ଆସନ୍ତା ୩୧ ତାରିଖରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ପକ୍ଷରୁ ୨୦ ଜଣ ମହିଳା ଇ-ବସ୍ […]
ନବୀନ ନିବାସରେ ବସିଲା ବିଜେଡିର ବଡ ବୈଠକ
ଭୁବନେଶ୍ୱର: ନବୀନ ନିବାସରେ ବସିଛି ବିଜେଡି ଦଳର ବଡ ବୈଠକ । ଏହି ବୈଠକରେ ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ ଜେନାଙ୍କ ସମେତ ବରିଷ୍ଠ ନେତା ଉପସ୍ଥିତ ରହିଛନ୍ତି । ନିକଟରେ ଦଳ […]
ବଢ଼ିଲା ୩୨୨ ନର୍ସିଂ ଅଫିସର ପଦ, ନିଯୁକ୍ତି ବିଜ୍ଞପ୍ତିକୁ ଅପେକ୍ଷା
କଟକ: ଦୀର୍ଘ ବର୍ଷ ହେବ ଶିଶୁଭବନରେ ନର୍ସିଂ ଅଫିସର ଅଭାବକୁ ନେଇ ଯେଉଁ ସମସ୍ୟା ଲାଗି ରହିଥିଲା ତାହା ଦୂର ହେବ । ୩୨୨ ନୂତନ ନର୍ସିଂ ଅଫିସର ପଦ ସୃଷ୍ଟି ନେଇ ଶିଶୁଭବନ […]
ରାଜ୍ୟରେ ପ୍ରଥମ ଥର ଜେଲରେ ଲାଗିଲା AI କ୍ୟାମେରା
ଭୁବନେଶ୍ୱର: ଢେଙ୍କାନାଳ ଜେଲରେ ସଫଳ ହେଲା AI କ୍ୟାମେରା ପରୀକ୍ଷଣ । ରାଜ୍ୟରେ ପ୍ରଥମ ଥର ପାଇଁ ଜେଲରେ ଲାଗିଲା AI କ୍ୟାମେରା । ପ୍ରଥମ ପର୍ଯ୍ୟାୟରେ ୧୮ଟି ଜେଲରେ ଲଗାଇବାକୁ ଯୋଜନା । […]
ଯୋରନ୍ଦା ମହିମା ମନ୍ଦିରରେ ହେବ ନୂଆ ସୁଉଚ୍ଚ ଭବ୍ୟ ମନ୍ଦିର
ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମହିମା ମନ୍ଦିରର ଉନ୍ନତିକରଣ ନେଇ ଆଲୋଚନା ହୋଇଛି। ନୂଆ ପ୍ଲାନ ଅନୁଯାୟୀ, ମହିମା ମନ୍ଦିର ବା ଶୂନ୍ୟ ମନ୍ଦିର […]
