ପଥର ଖଣି ଖାଦାନକୁ ନେଇ ବ୍ୟବସାୟୀଙ୍କୁ ଗୁଳି

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଦେଉଳି-ପରିଛକ ରାସ୍ତାର ଦଲକ ଗାଁ ନିକଟରେ ଗୁଳିମାଡ଼ ହୋଇଛି । ଏହି ଗୁଳିମାଡ଼ରେ ଜାମୁଝରୀ ଗାଁର ବ୍ୟବସାୟୀ ବାସୁଦେବ ପରିଡ଼ାଙ୍କ ମୃତ୍ୟୁ ଘଟିଛି। ତାଙ୍କର ଛାତି ଓ […]

ଭୁବନେଶ୍ଵର ୧ନଂ ହାଟରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ଵର: ଜଳିପୋଡ଼ି ଛାରଖାର ହୋଇଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି। ଭୁବନେଶ୍ଵର ୧ନଂ ହାଟରେ ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। । ବିଏମସି ମେୟର ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଛନ୍ତି। ଖବର ଅନୁଯାୟୀ, […]

ବର୍ତମାନ ପର୍ଯ୍ୟନ୍ତ ୧୬ ହଜାରରୁ ଅଧିକ ପ୍ରଦର୍ଶନକାରୀଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା:ଇରାନ

ଇରାନ: ଇରାନର ସର୍ବୋଚ୍ଚ ନେତା ଆୟାତୁଲ୍ଲା ଅଲ୍ଲୀ ଖାମେନୀ ନିକଟରେ ସ୍ବୀକାର କରିଛନ୍ତି, ଗତ ଦୁଇ ସପ୍ତାହ ହେବ ଜାରି ବିରୋଧ ପ୍ରଦର୍ଶନରେ ହଜାର ହଜାର ଇରାନ ନାଗରିକ ନିହତ ହୋଇଛନ୍ତି। ଖାମେନୀ ଏହି […]

ଜମି ବିବାଦ କୁ ନେଇ ପୋଲିସ ଆଗରେ ଗୁଳି ଚାଳନା : ବାରଙ୍ଗ

ବାରଙ୍ଗ: ତ୍ରିଶୂଳିଆ ଛକ ନିକଟ କୁସିନ୍ଦା ଗ୍ରାମରେ ଫୁଟିଛି ଗୁଳି । ଜମିଜମା ବିବାଦକୁ କେନ୍ଦ୍ରକରି ଫାଙ୍କା ଗୁଳି ଚାଳନା ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ରବିବାର ଅପରାହ୍ନ ୨ଟା ରେ […]

ନ୍ୟୁଜିଲାଣ୍ଡ ଠାରୁ ଦିନିକିଆ ସିରିଜ୍ ହାରିଲା ଭାରତ

ଇନ୍ଦୋର: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆରେ ସଂଘର୍ଷ କରି ହାରିଲା ଟିମ୍ ଇଣ୍ଡିଆ ।ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍‌ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ […]

ନେତାଜୀଙ୍କ ଜନ୍ମ ଜୟନ୍ତୀରେ ଯୋଗଦେବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍‌

ଭୁବନେଶ୍ୱର: କଟକ ଆସିବେ ଉପ ରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍। ଜାନୁଆରୀ ୨୩ ତାରିଖରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ […]

କୋଲକାତାରୁ ଓଡ଼ିଶା ଆସିବ ଏକ ଲକ୍ଷ କୋଟି ଟଙ୍କାର ପୁଞ୍ଜି

ଭୁବନେଶ୍ଵର: କୋଲକାତାରେ ଅନୁଷ୍ଠିତ ଓଡ଼ିଶା ନିବେଶକଙ୍କ ସାକ୍ଷାତ ରୋଡଶୋରେ ଆସିଲା ବଡ଼ ନିବେଶ। ଏହି ସମ୍ମିଳନୀ ସମୟରେ ୮୧ ହଜାର ୮୬୪ କୋଟି ଟଙ୍କାର ନିବେଶ ସମ୍ଭାବନା ସହିତ ୨୭ଟି ଏମଓୟୁ ସ୍ୱାକ୍ଷରିତ ହୋଇଛି।  ୬୩,୧୬୧ରୁ […]

ରାଉରକେଲା ବିମାନ କ୍ରାସ ଘଟଣାରେ ଗୁରୁତରଙ୍କ ମଧ୍ୟରୁ ଜଣେ ମୃତ

ଭୁବନେଶ୍ୱର: ରାଉରକେଲା ବିମାନ କ୍ରାସ ଘଟଣାରେ ଗୁରୁତର ଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଜଣେ ମୃତ । ଶନିବାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶୁଶାନ୍ତ […]

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପ୍ରସ୍ତୁତି ଆରମ୍ଭ

କଟକ: ଆଗାମୀ ପଞ୍ଚାୟତ ଏବଂ ସହରାଞ୍ଚଳ ପରିଷଦ ସାଧାରଣ ନିର୍ବାଚନ ନିମନ୍ତେ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଆଦି ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ କେନ୍ଦ୍ରାଞ୍ଚଳ ରାଜସ୍ବ ଅଧୀନ ୧୦ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସମ୍ମିଳନୀ […]

ଶ୍ରୀମନ୍ଦିରରେ ସେବାୟତଙ୍କ ଉପରେ ଲାଗିଲା ମୋବାଇଲ୍ କଟକଣା

ପୁରୀ :ଆଉ ଶ୍ରୀ ମନ୍ଦିର ଭିତରେ ମନ ଇଛା ମୋବାଇଲ୍ ବ୍ୟବହାର କରିପାରିବେନି ସେବାୟତ। ମୋବାଇଲ ବ୍ୟବହାର ଉପରେ ଲାଗିଲା କଟକଣା lଯଦି କଥାବାର୍ତ୍ତା କରିବା ପାଇଁ ଦରକାର, ତାହେଲେ ଶ୍ରୀମନ୍ଦିର ଶାଖା କାର୍ଯ୍ୟାଳୟକୁ […]