୭୪ ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିଆନସିପ୍ ଶୁଭାରମ୍ଭ,

କଟକ: କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୪ ତମ ରାଜ୍ୟ ପୋଲିସ ଆଥଲେଟିକ୍ ଚାମ୍ପିଆନସିପ୍ ୨୦୨୬ର ଶୁଭାରମ୍ଭ ହୋଇଯାଇଛି । କ୍ରାଉମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମୁଖ୍ୟ ଅତିଥି […]

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଦିନରେ ହେବାକୁଥିବା ବାର୍ଷିକ ମାଟ୍ରିକ ଏବଂ ଯୁକ୍ତ ଦୁଇ ପରୀକ୍ଷାର ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ପରୀକ୍ଷା ପରିଚାଳନାରେ କୌଣସି ପ୍ରକାର […]

ଋଷିଆରେ ୪ ଭାରତୀୟ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ

ଋଷିଆ : ଋଷିଆରେ ଭାରତୀୟ ଛାତ୍ରଙ୍କୁ ମାରାଣାସ୍ତ୍ରରେ ଆକ୍ରମଣ ହୋଇଛି । ମେଡିକାଲ କଲେଜ ହଷ୍ଟେଲରେ ପଶି ଏହି ଆକ୍ରମଣ କରାଯାଇଛି । ଏହି ଆକ୍ରମଣରେ ୪ଜଣ ଭାରତୀୟ ଛାତ୍ର ଆହତ ହୋଇଛନ୍ତି । […]

T 20 ବିଶ୍ବକପରେ ବିଜୟରୁ ଭାରତର ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପରେ ଭାରତ ବିଜୟ ଅଭିଯାନ ଆରମ୍ଭ କରିଛି । ଆମେରିକାକୁ ୨୯ ରନରେ ହରାଇଛି ଟିମ୍ ଇଣ୍ଡିଆ । ‘ଗ୍ରୁପ ଏ’ର ଓପନ ମ୍ୟାଚରେ ଅଧିନାୟକ ସୂର୍ଯ୍ୟ କୁମାର ଯାଦବଙ୍କ ଦମଦାର […]

ବିଦେଶରୁ ଡାଲି ଆମଦାନୀ ଆମ ପାଇଁ ଲଜ୍ଜାଜନକ

ଭୁବନେଶ୍ୱର: କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ଆନୁକୂଲ୍ୟରେ ମଧ୍ୟପ୍ରଦେଶର ସେହୋର ଆମଲାହାଠାରେ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ “ରାଷ୍ଟ୍ରୀୟ ଡାଲି ଆତ୍ମନିର୍ଭରତା ମିଶନ” ଅଧୀନରେ ଡାଲି […]

ଆତ୍ମସମର୍ପଣ କଲେ ୫୧ ଜଣ ମାଓବାଦୀ

ଛତିଶଗଡ: ବିଜାପୁର ଏବଂ ସୁକୁମା ଜିଲ୍ଲାରେ ଅସ୍ତ୍ରଶସ୍ତ୍ର ସହିତ ପୁଲିସ ଏବଂ ସି.ଆର୍‍.ପି.ଏଫ୍‍. ବରିଷ୍ଠ ଅଧିକାରୀଙ୍କ ନିକଟରେ ମୋଟ ୫୧ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ଉପରେ ୧ କୋଟି ୬୧ […]

ଯୌନ ନିର୍ଯାତନା ଅଭିଯୋଗରେ ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ

ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଏମବିଏ ବିଭାଗର ଜଣେ ପିଏଚଡି ଛାତ୍ରୀଙ୍କୁ ତାଙ୍କ ଗାଇଡ୍ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା । ଛାତ୍ରୀଙ୍କ ଅଭିଯୋଗ ପରେ ବିଶ୍ବବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ବା ଆଇସିସି ତଦନ୍ତ […]

ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ଆଜି ଭୋରୁ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀମନ୍ଦିର ଭିତରେ ପ୍ରାୟ ୧୫ରୁ ୨୦ ମିନିଟ୍ ରହିଥିଲେ । ଫେରିବା ବେଳେ ବାଇଶି ପାହାଚରେ ଧର୍ମେନ୍ଦ୍ରଙ୍କୁ […]

ରାଜଧାନୀରୁ ନକଲି ଡାକ୍ତର ଗିରଫ

ଭୁବନେଶ୍ୱର: ନକଲି ଡାକ୍ତର ସରୋଜ ମିଶ୍ର ଓରଫ ଭବାନୀ ସିଦ୍ଧାର୍ଥ ଶଙ୍କରକୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୁଲିସ । ଅଭିଯୋଗ ଅନୁସାରେ ନିଜକୁ ଡାକ୍ତର ଦର୍ଶାଇ ଘରୋଇ ମେଡିକାଲ କଲେଜର ଜଣେ ମହିଳା […]

ଷଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍ ପୁରୁଷ ବିଶ୍ୱକପ୍‌ ଚାମ୍ପିୟନ ହେଲା ଭାରତ

ନୂଆଦିଲ୍ଲୀ: ରେକର୍ଡ ଷଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍ ପୁରୁଷ ବିଶ୍ୱକପ୍‌ରେ ଚାମ୍ପିୟନ ହେଲା ଭାରତ। ଇଂଲଣ୍ଡକୁ ୧୦୦ ରନ୍‌ରେ ପରାସ୍ତ କରି ଭାରତ ପୁଣି ହାତେଇଛି ଏହି ଟାଇଟଲ। ହରାରେ ଖେଳା […]