ଭୁବନେଶ୍ୱର: ଅର୍ଥ ହେରଫେର୍ ଏବଂ ଜମି ଜାଲିଆତି ନେଇ ଆଜି ରାଜଧାନୀ ଭୁବନେଶ୍ୱରରେ ୫ଟି ସ୍ଥାନରେ କୋଲକାତା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢ଼ଉ କରିଛି । ହାଇଟେକ୍ ମେଡ଼ିକାଲ କଲେଜ ଓ ଭାରତୀୟ ବିଜ୍ଞାନ ବିକାଶ […]
Month: February 2026
ସୁକିନ୍ଦା କ୍ରୋମାଇଟ୍ ଖଣି ଅଞ୍ଚଳରେ ଅତ୍ୟାଧୁନିକ ଜଳ ପରିଚାଳନା ବ୍ୟବସ୍ଥା ପାଇଁ ଟାଟାର ଅନନ୍ୟ ପଦକ୍ଷେପ
ଯାଜପୁର: ପରିବେଶ ପ୍ରଦୂଷଣ ଓ ଜଳ ସଙ୍କଟ କୁ ଦୃଷ୍ଟିରେ ରଖି ଟାଟା ଷ୍ଟିଲ୍ ପକ୍ଷରୁ ଯାଜପୁର ଜିଲ୍ଲାର ସୁକିନ୍ଦା ଅଞ୍ଚଳରେ ପରିବେଶ ଅନୁକୂଳ ଖଣି କାର୍ଯ୍ୟକୁ ଅଧିକ ସୁଦୃଢ଼ କରାଯାଇଛି। କମ୍ପାନୀ ପକ୍ଷରୁ […]
ନୂଆ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଦିଲ୍ଲୀରେ ନୂଆ ଓଡ଼ିଶା ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ । ଚାଣକ୍ୟପୁରୀ କୌଟିଲ୍ୟ ମାର୍ଗରେ ୭ ମହଲା ବିଶିଷ୍ଟ ହେବ ନୂଆ ଓଡ଼ିଶା ଭବନ । ୪୫ଟି କୋଠରୀ ସହ ଆଧୁନିକ ସମ୍ମିଳନୀ […]
ମୋଦୀଙ୍କୁ ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନ
ନୂଆଦିଲ୍ଲୀ: ଇସ୍ରାଏଲର ସଂସଦ ‘ନେସେଟ୍’ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ସ୍ପିକର ଅଫ୍ ଦି ନେସେଟ୍ ମେଡାଲ’ (Speaker of the Knesset Medal)ରେ ସମ୍ମାନିତ କରିଛି। ଏହା ଇସ୍ରାଏଲୀ ସଂସଦର ସର୍ବୋଚ୍ଚ ସମ୍ମାନ […]
ମନି ଲଣ୍ଡରିଂ ମାମଲାରେ ଅନୀଲ ଅମ୍ବାନୀଙ୍କ ମୁମ୍ବାଇ ସ୍ଥିତ ଘର ଜବତ କଲା ଇଡି
ନୂଆଦିଲ୍ଲୀ: ରିଲାଏନ୍ସ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କ ମୁମ୍ବାଇ ବଙ୍ଗଳା “ଆବୋଡ୍”କୁ ଜବତ କରିଛି ଇଡି । ପିଟିଆଇ ଅନୁଯାୟୀ, ଏହାର ମୂଲ୍ୟ ପ୍ରାୟ ₹୩,୭୧୬ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। […]
ଖଣି ଅଧିକାରୀଙ୍କ ଘରୁ ୪ କୋଟିରୁ ଉର୍ଦ୍ଧ ଟଙ୍କା ଜବତ କଲା ଭିଜିଲାନ୍ସ
ଭୁବନେଶ୍ୱର: କଟକ ସର୍କଲ ଖଣି ଉପ ନିର୍ଦ୍ଦେଶକ ଦେଵବ୍ରତ ମହାନ୍ତିଙ୍କ ଭୁବନେଶ୍ୱର ପଟିଆସ୍ଥିତ ଫ୍ଲାଟରୁ ୪ କୋଟିରୁ ଅଧିକ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ । ଓଡ଼ିଶା ଭିଜିଲାନ୍ସ ଇତିହାସରେ ଏହା ଏବେ […]
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ନାଁ ନେଇ ମାଗିଲେ ଟଙ୍କା
ଭୁବନେଶ୍ୱର: ଠକମାନେ ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଲୋକଙ୍କୁ ଟଙ୍କା ମାଗୁଛନ୍ତି। ଯାହାକୁ ନେଇ ଜନସାଧାରଣଙ୍କୁ ଏକ ବାର୍ତ୍ତାରେ ସଚେତନ କରାଯାଇଛି। ମିଳିଥିବା ଖବର ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, […]
ଦେଶର କିଶୋରୀ ଓ ମହିଳାଙ୍କୁ ମାଗଣାରେ ମିଳିବ HPV ଟୀକା
ଭୁବନେଶ୍ୱର: ସାରା ଭାରତରେ HPV (ହ୍ୟୁମାନ୍ ପାପିଲୋମାଭାଇରସ୍) ଟୀକାକରଣ କାର୍ଯ୍ୟକ୍ରମ ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। କେନ୍ଦ୍ର ସରକାର ଦେଶରେ ମହିଳା ସ୍ୱାସ୍ଥ୍ୟକୁ ସୁଦୃଢ଼ ପାଇଁ ଏକ ବଡ଼ ପଦକ୍ଷେପ ନେଉଛନ୍ତି। ଏହାର […]
କ୍ୟାବିନେଟ ରେ ୮ ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ :ଏବେ କେରଳ ହେବ କେରଳମ
ନୂଆଦିଲ୍ଲୀ: ସେବା ତୀର୍ଥ ରେ ମଙ୍ଗଳ ବାର ଦିନ ପ୍ରଥମ କ୍ୟାବିନେଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । କ୍ୟାବିନେଟ ବୈଠକରେ ୧୨,୨୩୬ କୋଟି ଟଙ୍କାର ଆଠଟି ପ୍ରମୁଖ ନିଷ୍ପତ୍ତିକୁ ଅନୁମୋଦନ […]
ଭୁବନେଶ୍ବରରେ କାଳବୈଶାଖୀ ରଚିଲା ପ୍ରଳୟ :ହୋର୍ଡିଂ ଖସି ପଡ଼ିବାରୁ ଦୁଇ ମୃତ
ଭୁବନେଶ୍ୱର: ମଙ୍ଗଳବାର ଅପରାହ୍ନରେ କାଳବୈଶାଖୀ ବର୍ଷା ପବନ ଯୋଗୁ ରାଜଧାନୀରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରବଳ ପବନ ବୋହିବା ଯୋଗୁ ଖଣ୍ଡଗିରି ଥାନା ଆଇଗିଣିଆ ଛକ ଦୁର୍ଗା ମଣ୍ଡପ ନିକଟରେ ଏକ ବିଜ୍ଞାପନ ହୋଡିଂ […]
