ନୂଆଦିଲ୍ଲୀ: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ […]
Month: February 2026
ଦୁଇ ନକଲି ମାଓବାଦୀ ଗିରଫ
ରାୟଗଡା: ମାଓ ପୋଷ୍ଟର ମାରି ଆତଙ୍କ ଖେଳାଇବା ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ। ପୋଲିସ ଦ୍ୱାରା ଗିରଫ ହୋଇଥିବା ଅଭିଯୁକ୍ତ ହେଲେ ଅନୁବ୍ରତ ବାରା । ସେ ୱେବ୍ ଚ୍ୟାନେଲର ସାମ୍ବାଦିକ […]
୧୭ରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବଡ଼ ବୈଠକ
ଭୁବନେଶ୍ୱର: ନୂଆ ବିଧାୟକ, ନୂଆ କର୍ଯ୍ୟକର୍ତ୍ତା ପ୍ରଶିକ୍ଷଣ ନେବା ପାଇଁ ଆସନ୍ତା ୧୭ରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଏହି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ […]
‘ହୀରାକୁଦ ହାଫ୍ ମାରାଥନ୍’ର ଶୁଭାରମ୍ଭ କଲେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ସମ୍ବଲପୁର: ଆଜି ସମ୍ବଲପୁରର ଐତିହାସିକ ହୀରାକୁଦ ଠାରେ ‘ଏମସିଏଲ୍ ହୀରାକୁଦ ଇଣ୍ଟରନ୍ୟାସନାଲ ହାଫ୍ ମାରାଥନ୍ – ୨୦୨୬’ର ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ । […]
ଲିଙ୍ଗରାଜ ମନ୍ଦିର ଭିତରେ ୨ ସେବାୟତ ଗୋଷ୍ଠୀ ମୁହାଁମୁହିଁ
ଭୁବନେଶ୍ୱର: ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗି ରହିଥିବା ବେଳେ, ମନ୍ଦିର ଭିତରେ ୨ ସେବାୟତ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଧସ୍ତାଧସ୍ତି ସାଙ୍ଗକୁ ମାର୍ପିଟ୍ ପରିସ୍ଥିତିରୁ ଉତ୍ତେଜନା ଦେଖା […]
୪ଟି ପ୍ରସ୍ତାବକୁ କ୍ୟାବିନେଟରେ ଅନୁମୋଦନ
ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୩୬ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l କ୍ୟାବିନେଟ ବୈଠକରେ ମୋଟ ୫ […]
ଲିଙ୍ଗରାଜ ମନ୍ଦିରରେ ନକଲି ପାସ ଧରା ପଡିଲେ ନିଆଯିବ ଆକ୍ସନ : ପୋଲିସ କମିସନର
ଭୁବନେଶ୍ୱର : ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଆମର କର୍ତ୍ତବ୍ୟ । ଲିଙ୍ଗରାଜ ମନ୍ଦିରରେ ସାମ୍ୱାଦିକ ସମ୍ମିଳନୀରେ କହିଛନ୍ତି CP । ପୋଲିସ ଅଧିକାରୀମାନେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ କରେଇବା ସହ ଭଲ ବ୍ୟବହାର କରିବେ […]
ମୁଖ୍ୟମନ୍ତ୍ରୀ ବଳଭଦ୍ରପୁରରେ ଟେକ୍ସଟାଇଲ୍ ପାର୍କର ଭିତ୍ତିପ୍ରସ୍ତର ସ୍ଥାପନ କଲେ
କେନ୍ଦୁଝର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ ୧୦୦ କୋଟି ଟଙ୍କାର ଟେକ୍ସଟାଇଲ୍ ପାର୍କ ଏବଂ ୧୮୭ କୋଟି ଟଙ୍କାର ବିପର୍ଯ୍ୟୟ ପୁନରୁଦ୍ଧାର ଏବଂ ଡାଟା ସେଣ୍ଟରର ଶିଳାନ୍ୟାସ […]
କଟକ ଜିଲ୍ଲାପାଳଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ
ଭୁବନେଶ୍ୱର: କଟକ ଜିଲ୍ଲାପାଳଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ । ରାଜ୍ୟସଭାରେ ଅଭିଯୋଗ କରିଥିଲେ ୭ ସାଂସଦ । କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ସିନ୍ଦେଙ୍କୁ ସ୍ୱାଧୀକାର ଭଙ୍ଗ ନୋଟିସ ଜାରି କରାଯାଇଛି । ସରକାରୀ […]
ଜରପଡା ଛକ ନିକଟରେ ଓଲଟିଲା ଗ୍ୟାସ ଟ୍ୟାଙ୍କର
ଅନୁଗୁଳ: ଛତିଶଗଡରୁ ଅନୁଗୁଳ ଅଭିମୁଖେ ଆସୁଥିବା ଏକ କମ୍ପ୍ରେସଡ୍ ବାୟୋ ଗ୍ୟାସ୍- CBG ଟ୍ୟାଙ୍କର ବିଳମ୍ବିତ ରାତିରେ ଜରପଡ଼ା ଛକ ନିକଟସ୍ଥ ପେଟ୍ରୋଲ ପମ୍ପ ପାଖରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି । ଖବର […]
