ମୁମ୍ବାଇ: ବୁଧବାର ରିତୁ ତାୱଡେ (୫୩) ମୁମ୍ବାଇର ୭୮ତମ ମେୟର ଭାବେ ନିର୍ବାଚିତ ହୋଇଛନ୍ତି। ସେ ୪୪ ବର୍ଷ ପରେ ଏହି ପଦବୀ ଅଳଙ୍କୃତ କରୁଥିବା ଦ୍ୱିତୀୟ ବିଜେପି କର୍ପୋରେଟର। ଏହା ସହିତ ଶିବ […]
Month: February 2026
କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତକୁ ପିପିଲି ପୋଲିସ କଲା ଏନକାଉଣ୍ଟର
ପିପିଲି : କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତକୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ମିଳିଛି। ଗତ ୧ ତାରିଖରେ ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଥିଲା । ତେବେ ବୁଧବାର ରାତିରେ ଓଭରବ୍ରିଜ […]
ଆଇସିୟୁ ବେଡ୍ରୁ ରୋଗୀ ଖସିପଡ଼ିବା ଘଟଣାରେ କାର୍ଯ୍ୟାନୁଷ୍ଠାନ
କଟକ: ଏସସିବି ଆଇସିୟୁରୁ ଚକିତ କଲାଭଳି ଚିତ୍ର ସାମ୍ନାକୁ ଆସିଥିଲା। ଡ୍ୟୁଟିରେ ଥିବା ଡାକ୍ତର, ନର୍ସିଂ ଅଫିସର ଏବଂ ଅନ୍ୟ କର୍ମଚାରୀମାନେ କର୍ତ୍ତବ୍ୟରେ ଅବହେଳା କରିଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି। କର୍ତ୍ତବ୍ୟରେ ଅବହେଳା […]
୪ଜି ମୋବାଇଲ ନେଟୱର୍କ ପାଇଁ ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ଦାବି
ନୂଆଦିଲ୍ଲୀ: କୋରାପୁଟ ସାଂସଦ ସପ୍ତଗିରି ଉଲାକା କେନ୍ଦ୍ର ସଞ୍ଚାର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଭେଟି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର ସମସ୍ତ ଅଞ୍ଚଳରେ ଭରସାଯୋଗ୍ୟ ୪ଜି ମୋବାଇଲ ନେଟୱର୍କ ସେବା ଉପଲବ୍ଧ ପାଇଁ ଦାବି […]
ଓଡିଶା ପାଣିପାଗରେ ବୃଦ୍ଧି ପାଉଛନ୍ତି ଡଲଫିନ୍
ଭୁବନେଶ୍ୱର: ୨୦୨୫-୨୬ ଡଲଫିନ୍ ଗଣନାରୁ ମିଳିଥିବା ତଥ୍ୟ ଅନୁଯାୟୀ ଚିଲିକା ସମେତ ଓଡ଼ିଶା ଉପକୂଳରେ ବିଭିନ୍ନ ପ୍ରଜାତିର ୭୬୫ଟି ଡଲଫିନ୍ ରହିଛନ୍ତି । ରାଜ୍ୟରେ ଚିଲିକା ପ୍ରସିଦ୍ଧ ଇରାୱାଡି ସହ ବୋଟଲନୋଜ୍, ହମ୍ପବ୍ୟାକ୍, ସ୍ପିନର, […]
AI ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାରଙ୍କ କଡା ନିୟମ
ନୂଆଦିଲ୍ଲୀ: ଭାରତ ସରକାର AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ କଡା ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ ଏବେ ଯେକୌଣସି ଆପତ୍ତିଜନକ ବିଷୟବସ୍ତୁକୁ ମାତ୍ର […]
ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ
ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ୧୪୪ତମ ରାଜ୍ୟସ୍ତରୀୟ ସିଂଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA)ମାଧ୍ୟମରେ, ୨୩ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ମଞ୍ଜୁର ମିଳିଛି । ଯାହା ୪୧୧୧.୮୦ କୋଟି ନିବେଶ […]
ପ୍ରଦୂଷଣ ପ୍ରମାଣପତ୍ର ପାଇଁ ବକେୟା ଚାଲାଣ ପୈଠ କରିବାକୁ ହେବ: ହାଇକୋର୍ଟ
ଭୁବନେଶ୍ୱର :ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର(PUCC) ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ ଚାଲାଣ ପଇଠ କରିବାକୁ ପଡ଼ିବ। ମଙ୍ଗଳ ବାର ଏକ ଜନସ୍ୱାର୍ଥ ମାମଲା (PIL) ର ଶୁଣାଣି କରି ଓଡ଼ିଶା […]
ବେସାମରିକ ବିମାନବନ୍ଦର ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ
ଭୁବନେଶ୍ୱର: ଆଜି ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ପ୍ରଶିକ୍ଷଣ କେନ୍ଦ୍ର ପରିସରରେ ‘ବେସାମରିକ ବିମାନବନ୍ଦର ସୁରକ୍ଷା ପ୍ରଶିକ୍ଷଣ’ ଶିବିର ଉଦଘାଟିତ ହୋଇଯାଇଛି। ଆଇନ ଓ ଶୃଙ୍ଖଳା ପୋଲିସ ଏଡିଜି […]
ପଞ୍ଜିକା ସମୀକରଣ ବୈଠକ ସରିଲା,ନିର୍ଭୁଲ ତଥ୍ୟ ପାଇଁ ପାଞ୍ଚ ପ୍ରକାଶକଙ୍କୁ ଅନୁମତି
ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପଞ୍ଜିକା ସମୀକରଣ ବୈଠକ ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା। ୨୦୧୬-୨୭ ପାଞ୍ଜି ଏବଂ କ୍ୟାଲେଣ୍ଡରରେ ସମସ୍ତ ତଥ୍ୟ ନିର୍ଭୁଲ ରହିବ। ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ସମସ୍ତ […]
