ନୂଆଦିଲ୍ଲୀ: କ୍ଷୀର ଉତ୍ପାଦନ ଏବଂ ବିକ୍ରି ପାଇଁ ଏଣିକି ଲାଇସେନ୍ସ ଅନିବାର୍ଯ୍ୟ ହେବ।ଦୁଗ୍ଧ ତଥା ଡାଏରି ଉତ୍ପାଦନରେ ବଢ଼ିଚାଲିଥିବା ଅପମିଶ୍ରଣକୁ ରୋକିବାକୁ ଫୁଡ୍ ସେଫ୍ଟି ଅଥରିଟି ଅଫ୍ ଇଣ୍ଡିଆ ତଥା (FSSAI) ପକ୍ଷରୁ ଏହି […]
Month: March 2026
ରବୀନ୍ଦ୍ର ଜେନାଙ୍କ ବିଜେପି ରେ ଯୋଗଦାନ ପରେ ଇସ୍ତଫା ଦେଲେ ଜୀବନ ପ୍ରଦୀପ
ଭୁବନେଶ୍ୱର: ପୂର୍ବତନ ବିଜେଡ଼ି ସାଂସଦ ରବୀନ୍ଦ୍ର ଜେନା ବିଜେପିରେ ସାମିଲ ହେବା ଦଳୀୟ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । ଶୁକ୍ରବାର ନିଜ ର ଅସନ୍ତୋଷ ପ୍ରକାଶ କରି ବିଜେପିରୁ ଇସ୍ତଫା ଦେଇଛନ୍ତି […]
ମହିଳାମାନେ ନିଯୁକ୍ତ ହେବେ ଅଗ୍ନିଶମ ସେବା କ୍ଷେତ୍ରରେ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ଲୋକସେବା ଭବନରେ ଆୟୋଜିତ ଅଗ୍ନିଶମ ଓ ଜରୁରୀକାଳୀନ ସେବା, ହୋମଗାର୍ଡ ଏବଂ ନାଗରିକ ସୁରକ୍ଷା କାର୍ଯ୍ୟ ସମ୍ପର୍କିତ ସମୀକ୍ଷା ବୈଠକ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଆଗାମୀ […]
LPG ବିକଳ୍ପ ଭାବେ ରାଜ୍ୟକୁ ଦିଆଯିବ ୪୦ହଜାର ଲିଟର କିରୋସିନ୍
ନୂଆଦିଲ୍ଲୀ: ଦେଶରେ ଏବେ ଏଲ୍ପିଜି ଯୋଗାଣ ବାଧାପ୍ରାପ୍ତ ହୋଇଛି। କାରଣ ଲୋକେ ଏଲପିଜିର ଅଭାବ ଦେଖାଯିବାର ଆଶଙ୍କାରେ ଆବଶ୍ୟକତା ଠାରୁ ଅଧିକ ସଂଖ୍ୟକ ସିଲିଣ୍ଡର ବୁକିଂ କରୁଛନ୍ତି। ଅନେକ ସ୍ଥାନରେ ରୋଷେଇ କରିବା ପାଇଁ […]
ବେଙ୍ଗାଲୁରୁ ଗଲେ କଂଗ୍ରେସର ୯ ବିଧାୟକ
ଭୁବନେଶ୍ୱର: ଦିଲ୍ଲୀପ ରାୟଙ୍କ ପ୍ରାର୍ଥୀତ୍ୱ ଉଭୟ ବିଜେଡ଼ି ଏବଂ କଂଗ୍ରେସ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଏହାରି ମଧ୍ୟରେ କଂଗ୍ରେସର ୯ ଜଣ ବିଧାୟକ ପିସିସି ସଭାପତିଙ୍କ ସହିତ ରାଜ୍ୟ ବାହାରକୁ […]
ଇରାନରେ ଫସିଛନ୍ତି ୯୦୦୦ ଭାରତୀୟ:ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଇରାନରେ ୯୦୦୦ ଭାରତୀୟ ଫସି ରହିଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ମୁଖପାତ୍ର ରଣଧୀର ଜୟସ୍ବାଲ ସୂଚନା ଦେଇ କହିଛନ୍ତି, ଏହି ୯ ହଜାରଙ୍କ ମଧ୍ୟରେ ଛାତ୍ର, […]
ପୁରୀ କୁ ମହାନଗର ନିଗମ କରିବା ପାଇଁ ପ୍ରକ୍ରିୟା ଆରମ୍ଭ
ପୁରୀ: ପୁରୀ ମହାନଗର ନିଗମ ପ୍ରକ୍ରିୟା ପାଇଁ ସୀମାନ୍ତ ୯ ପଞ୍ଚାୟତର ୩୪ ରାଜସ୍ବ ଗ୍ରାମ ସାମିଲ ହେବା ପରେ ୱାର୍ଡ ବିଭାଜନ ଓ ସୀମା ନିର୍ଦ୍ଧାରଣ କରାଯାଇଛି। ଜିଲ୍ଲା ପ୍ରଶାସନ ଏହାର ତଥ୍ୟ […]
ଅନାସ୍ଥା ପ୍ରସ୍ତାବ ପରେ ବିରୋଧୀଙ୍କୁ ବାଚସ୍ପତିଙ୍କ କଡ଼ା ଜବାବ
ନୂଆଦିଲ୍ଲୀ: ଲୋକସଭାର ବାଚସ୍ପତି ଓମ ବିର୍ଲା ବିରୋଧୀଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇ ସାରିଛି । ଏହା ପରେ ଆଜି ଗୃହକୁ ପ୍ରଥମ ଥର ସମ୍ବୋଧିତ କରିଛନ୍ତି ଓମ ବିର୍ଲା । […]
ହ୍ୱିପ୍ ଜାରି କଲା କଂଗ୍ରେସ,ରାଜଧାନୀ ନ ଛାଡ଼ିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ହୁଇପ୍ ଜାରି କଲା କଂଗ୍ରେସ । ଗତକାଲି ବିଜେଡ଼ି ପରେ ଆଜି କଂଗ୍ରେସ ନିଜ ସଦସ୍ୟଙ୍କ ପାଇଁ ହ୍ୱିପ୍ ଜାରି କରାଯାଇଛି । ଆସନ୍ତା ୧୩ ତାରିଖରୁ ୧୬ […]
ପାରିବାରିକ କଳହକୁ ନେଇ ଦେବଗଡ଼ରେ ଟ୍ରିପଲ୍ ମର୍ଡର
ଦେବଗଡ଼: ପାରିବାରିକ କଳହରୁ ଗୋଟିଏ ପରିବାରର ୩ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଦେବଗଡ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଗରିଆପାଲି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗତକାଲି […]
