ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ

ନୂଆଦିଲ୍ଲୀ: ଆଜି ସିଭିଲ୍ ସର୍ଭିସେସ୍ ପରୀକ୍ଷା (CSE) ଫାଇନାଲ୍ ରେଜଲ୍ଟ ୨୦୨୫ ଘୋଷଣା କରିଛି। ଅନୁଜ ଅଗ୍ନିହୋତ୍ରୀ ଟପ୍ପର ହୋଇଥିବା ବେଳେ ଦ୍ୱିତୀୟରେ ରାଜେଶ୍ୱରୀ ସୁଭେ ଏମ୍‌, ତୃତୀୟରେ ଆକାଂଶ ଧୂଲ୍‌ ସ୍ଥାନ ପାଇଛନ୍ତି। […]

ଏକାଠି ହେଲେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀ ବିଜେଡି ଓ କଂଗେସ

ଭୁବନେଶ୍ୱର: ରାଜ୍ୟସଭା ପାଇଁ ଏକାଠି ହେଲେ ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀ ବିଜେଡି ଓ କଂଗ୍ରେସ । ଏହାକୁ ନେଇ ନବୀନ ପଟ୍ଟନାୟକ କହିଛନ୍ତି ସମୟ କହିବ ଭବିଷ୍ୟତ ଏବଂ ଇତିହାସ କଣ ହେବ । […]

ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କଲା ଭାରତ

ମୁମ୍ବାଇ: ୱାଙ୍ଖେଡ଼େ ଷ୍ଟାଡିୟମରେ ଖେଳାଯାଇଥିବା ହାଇ-ଭୋଲଟେଜ୍ ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଭାରତ ୨୦୨୬ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ନିର୍ଦ୍ଧାରିତ […]

CISFର ୫୭ତମ ସ୍ଥାପନା ଦିବସ ପାଳନ

ନୂଆଦିଲ୍ଲୀ: ବିଗତ ୫୭ ବର୍ଷ ମଧ୍ୟରେ ସିଆଇଏସଏଫ୍‌ ବାହିନୀ ନିଜର କ୍ଷମତା ଓ ସାମର୍ଥ୍ୟରେ ବହୁଗୁଣା ବୃଦ୍ଧି କରିବା ସହ ଦେଶର ଗୁରୁତ୍ୱପୂର୍ଣ୍ଣ ସଂସ୍ଥାପନଗୁଡ଼ିକୁ ସୁରକ୍ଷା ପ୍ରଦାନ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ […]

OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ନିହାର ମହାନ୍ତି ଓ ୮ ଅଭିଯୁକ୍ତଙ୍କ ସର୍ତ୍ତମୂଳକ ଜାମିନ ମଂଜୁର

କଟକ: ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କ ଜାମିନ ମଞ୍ଜୁର କଲେ ହାଇକୋର୍ଟ । ତେବେ […]

ପ୍ରାର୍ଥୀପତ୍ର ଦାଖଲ କଲେ ମନମୋହନ ସାମଲ ଓ ସୁଜିତ କୁମାର

ଭୁବନେଶ୍ୱର: ବିଜେଡି ପରେ ଆଜି ବିଜେପି ରାଜ୍ୟସଭାପତି ମନମୋହନ ସାମଲ ଏବଂ ସୁଜିତ କୁମାର ବିଧାନସଭାରେ ଟର୍ଣ୍ଣିଂ ଅଫିସରଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]

ଦକ୍ଷିଣ ଆଫ୍ରିକାକୁ ହରାଇ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପର ସେ ମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୧୬୯ ରନ […]

ହୋଲିରେ ଅଘଟଣ ରାଜ୍ୟ ର ଭିନ୍ନ ଭିନ୍ନ ସ୍ଥାନରୁ ୪ ମୃତ

ଭୁବନେଶ୍ୱର: ସାରା ରାଜ୍ୟରେ ଧୂମଧାମରେ ହୋଲି ପାଳନ ହୋଇଥିବା ବେଳେ ରାଜ୍ୟରେ ପୃଥକ ପୃଥକ ଅଘଟଣରେ ଯାଜପୁରରେ ୩ ଓ କଟକରେ ଜଣଙ୍କ ମୃତ୍ୟୁ ହୋଇଛି । ଖବର ଅନୁଯାୟୀ କଟକ ର ମୃତ […]

ଇରାନର ନୂଆ ଲିଡରକୁ ଇସ୍ରାଏଲର ଖୋଲା ଧମକ

ନୂଆଦିଲ୍ଲୀ: ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ ବୁଧବାର ଚେତାବନୀ ଜାରି କରିଛନ୍ତି । ସେ କହିଛନ୍ତି ଇରାନରେ ନିଯୁକ୍ତ ଯେ କୌଣସି ନୂଆ ନେତା ଯଦି ଆମ ଦେଶକୁ ଧ୍ୱଂସ କରିବାର ଯୋଜନା […]

ସ୍ୱାଧୀନ ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ : ସମର୍ଥନ କରିବ ବିଜେପି

ଭୁବନେଶ୍ୱର: ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ହେବା ନେଇ ଘୋଷଣା କରିଛନ୍ତି ଦିଲ୍ଲୀପ ରାୟ। ସେ ୫ ତାରିଖରେ ନାମାଙ୍କନ ଭରିପାରନ୍ତି। ତେବେ ଦିଲୀପଙ୍କୁ ସମର୍ଥନ କରିବା ନେଇ ଭାଜପା ଘୋଷଣା କରିଛି। ଭାଜପା […]