ଶିଶୁ ମୃତ୍ୟୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା

ଭୁବନେଶ୍ୱର :କ୍ୟାପିଟାଲ ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା ଚାନ୍ଦପୁର ଏକ ଏକ ଶିଶୁ ସାଇକେଲ ଧକ୍କାରେ ଆହତ ହୋଇ କ୍ୟାପିଟାଲ […]

ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ

ନୂଆଦିଲ୍ଲୀ:ଆଜି ସକାଳ ୭ଟା ୪୯ ମିନିଟ୍ ସମୟରେ ବାଚସ୍ପତି ବିଜେନ୍ଦ୍ର ଗୁପ୍ତାଙ୍କୁ ଏକ ମେଲ୍ ଆସିଥିଲା । ୭ଟା ୨୮ ମିନିଟରେ ମଧ୍ୟ ବିଧାନସଭାକୁ ଧମକପୂର୍ଣ୍ଣ ମେଲ୍ ଆସିଥିଲା । ଏହି ଧମକପୂର୍ଣ୍ଣ ମେଲରେ […]

ଶ୍ରୀମନ୍ଦିର ଚୌହଦୀ ମାଟି ତଳେ ଗଙ୍ଗ ବଂଶର ଗାରିମା

ପୁରୀ :ଶ୍ରୀକ୍ଷେତ୍ରର ମାଟି ତଳେ ଭର୍ତ୍ତି ହୋଇ ରହିଛି ଗଙ୍ଗବଂଶର କୀର୍ତ୍ତିରାଜି । ଜିପିଆର ସର୍ଭେ ରିପୋର୍ଟରେ ଏହି ଚାଞ୍ଚଲ୍ୟକର ତଥ୍ୟ ମିଳିଛି । ଶ୍ରୀମନ୍ଦିରଠାରୁ ସମୁଦ୍ର ପର୍ଯ୍ୟନ୍ତ ରହିଛି ସୁଡ଼ଙ୍ଗ । ୨୧.୬ବର୍ଗମିଟର […]

ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ

ଭୁବନେଶ୍ୱର: ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ସମ୍ଭାବ୍ୟ ଅଂଶୁଘାତର ମୁକାବିଲା ପାଇଁ ଶ୍ରମିକମାନଙ୍କ ନିମନ୍ତେ ନୂଆ ଗାଇଡ୍‌ଲାଇନ୍ ଜାରି ହୋଇଛି । ଏପ୍ରିଲ ୧ରୁ ଜୁନ୍‌ ୧୫ ମଧ୍ୟରେ ଦିନ ୧୧ରୁ ଅପରାହ୍ନ ୩ଟା […]

ରାଜ୍ୟରେ ଗ୍ୟାସ୍ ସଙ୍କଟ ନାହିଁ:ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର:ଓଡ଼ିଶାରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ଅଛି। ଲୋକଙ୍କୁ ବିଚଳିତ ନହେବାକୁ ପରାମର୍ଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ। ଗ୍ୟାସ ସଙ୍କଟକୁ ନେଇ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ତା’ପୂର୍ବରୁ ଖାଦ୍ୟ ଯୋଗାଣ […]

ସାଢେ ୧୨ ପର୍ଯ୍ୟନ୍ତ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ଵର: ଆଜି ମଧ୍ୟ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ ସଦସ୍ୟମାନେ ନାରାବାଜି କରିଥିଲେ। ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ପର୍ଯ୍ୟନ୍ତ ମୁଲତବୀ କରିଥିଲେ। ପରେ ଗୃହକାର୍ଯ୍ୟ […]

ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଧ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି

ଭୁବନେଶ୍ବର: ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଧ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି। ପ୍ରଥମେ ସଭ୍ୟପଦ ରଦ୍ଧ ପାଇଁ ବାଚସ୍ପତିଙ୍କ ଅବଗତ କରିବ ବିଜେଡ଼ି। ଆସନ୍ତା ୨ ଦିନ ମଧ୍ୟରେ ଏ ନେଇ […]

ବଦଳିଲେ SCB ର ଡିନ୍ ଓ ଅଧ୍ୟକ୍ଷା

କଟକ:ବଦଳିଲେ SCB ମେଡିକାଲ କଲେଜ ଡିନ ଓ ମେଡିକାଲ୍ ଅଧୀକ୍ଷକ। ପ୍ରତିଭା ପଣ୍ଡା ଏସସିବିର ଡିନ୍ ଏବଂ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରତିଭା ପଣ୍ଡା ବର୍ତ୍ତମାନ ବାରିପଦା ପିଆରଏମ ମେଡିକାଲ୍ କଲେଜ୍ ଡିନ, […]

ମୋବାଇଲ୍ ବ୍ୟବହାରରେ ଓଡିଶାର ସ୍ଥାନ ଷଷ୍ଠ

ଭୁବନେଶ୍ୱର: ବର୍ତ୍ତମାନ କୁନି ପିଲାଠାରୁ ଆରମ୍ଭ କରି ବୟସ୍କ ସମସ୍ତଙ୍କ ହାତରେ ମୋବାଇଲ ରହୁଛି । ଭାରତୀୟ ଦୂରସଂଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ତଥ୍ୟରୁ ଜଣାଯାଇଛି ଯେ ଚଳିତବର୍ଷ ଜାନୁଆରି ମାସରେ […]

BJD ଛାଡ଼ିଲେ ଆଉ ୨ ନେତା

ଭୁବନେଶ୍ୱର: ସୁବାସିନୀ ଜେନାଙ୍କୁ ସସପେଣ୍ଡ ପରେ ଦଳ ଛାଡ଼ିଲେ ତୃଣମୂଳ ନେତା। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା, ଛାତ୍ର ସଭାପତି ସୁଶାନ୍ତ ବେହେରା ଦେଇଛନ୍ତି ଇସ୍ତଫା। ଉଭୟ ସଭାପତି ପଦ ସହ ବିଜେଡିର […]