ଇସଲାମାବାଦ: ଶନିବାର ବିଳମ୍ବିତ ରାତିରେ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଏବଂ ଉତ୍ତେଜନା ହ୍ରାସ ପାଇଁ ପ୍ରଥମ ପର୍ଯ୍ୟାୟ ଆଲୋଚନା ହୋଇଛି। ଇରାନ ସରକାର ଟ୍ୱିଟରରେ ପୋଷ୍ଟ କରିଛନ୍ତି ଯେ ପାକିସ୍ତାନ […]
Month: April 2026
ଅଫିସ୍ରେ କାମ କରୁଥିବାବେଳେ ହୃଦଘାତରେ ଡିଏଫଓଙ୍କ ମୃତ୍ୟୁ
ଭଦ୍ରକ: ଅଫିସ୍ରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ପ୍ରାଣ ହରାଇଲେ ଡିଏଫଓ ସୌଭାଗ୍ୟ ରଞ୍ଜନ ସାହୁ। ସେ ଭଦ୍ରକ ଜିଲ୍ଲାର ଚାନ୍ଦବାଲିରେ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ। ମିଳିଥିବା ସୂଚନା […]
ସଂସଦ ଭବନ ପରିସରରେ ରାହୁଲଙ୍କୁ ଭେଟିଲେ ପିଏମ ମୋଦୀ
ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚାର ବିଷୟ ପାଲଟିଛି । ଆଜି ଯେତେବେଳେ ପିଏମ ମୋଦୀ ସମାଜ ସୁଧାରକ ମହାତ୍ମା […]
ରାଜଧାନୀରେ ଆତଙ୍କୀ ଲିଙ୍କ୍ ଘଟଣାରେ ଯୁବକ ଗିରଫ
ଭୁବନେଶ୍ୱର: ଶୁକ୍ରବାର ରାଜଧାନୀ ୟୁନିଟ୍-୬ ଅଞ୍ଚଳରୁ ସଂଖ୍ୟାଲଘୁ ସମ୍ପ୍ରଦାୟର ଏକ ଆତଙ୍କୀ ଯୁବକଙ୍କୁ ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ଗିରଫ କରିବା ପରେ ପୁଣି ଓଡ଼ିଶା ଆତଙ୍କବାଦୀଙ୍କର ଏକ ନିରାପଦ ଆଶ୍ରୟସ୍ଥଳ ବୋଲି ଚର୍ଚ୍ଚା ଜୋର୍ […]
ଆତ୍ମସମର୍ପଣ କଲେ ଟପ୍ କମାଣ୍ଡର ସୋଡିଙ୍କ ସହିତ ୪୨ମାଓବାଦୀ
ମାଲକାନଗିରି: ଶୁକ୍ରବାର ଦିନ ପିପୁଲ୍ସ ଲିବରେସନ ଗରିଲା ଆର୍ମି (PLGA) ବାଟାଲିୟନର ଅନ୍ତିମ କମାଣ୍ଡର ସୋଡି ମଲ୍ଲା ଓରଫ କେଶଲଙ୍କ ସମେତ ୪୨ ଜଣ ସିପିଆଇ (Maoist) କ୍ୟାଡର ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ […]
ସଫଳ ହେଲା ନାସା ର ଆର୍ଟେମିସ୍-II ମିଶନ
ନୂଆଦିଲ୍ଲୀ : ନାସାର ଆର୍ଟେମିସ-II ମିଶନ ସଫଳତାର ସହ ପୃଥିବୀ ପୃଷ୍ଠରେ ଅବତରଣ କରିଛି । ଏହି ମିଶନରେ ଯାଇଥିବା ୪ ଜଣ ମହାକାଶଚାରୀ ଚନ୍ଦ୍ର ପରିକ୍ରମା କରି ସଫଳତାର ସହ ପୃଥିବୀକୁ ଫେରିଛନ୍ତି […]
ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ତାଲିକା ପ୍ରକାଶ କଲା ବିଜେପି
ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହାସହ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ତାଲିକା ମଧ୍ୟ ଘୋଷଣା […]
ପଞ୍ଚାୟତ ନିର୍ବାଚନ ୨୦୨୭ ପାଇଁ ପ୍ରସ୍ତୁତି ଆରମ୍ଭ; ଆସନ ସଂରକ୍ଷଣ ନେଇ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନରେ ଆସନ ସଂରକ୍ଷଣ କରିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ନିର୍ବାଚନ ପାଇଁ ଆସନ ସଂରକ୍ଷଣ ପ୍ରକ୍ରିୟା ଶୀଘ୍ର ଆରମ୍ଭ କରିବାକୁ ଏହି ଚିଠିରେ ନିର୍ଦ୍ଦେଶ […]
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି; ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ବିଭାଗର ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର। ଜଳ ସମ୍ପଦ ବିଭାଗର ୫ଟି ଟେଣ୍ଡରକୁ ଅନୁମତି ମିଳିଛି। ପାର୍ବତୀଗିରି ମେଗା ଜଳପ୍ରକଳ୍ପକୁ ଗୁରୁତ୍ଵ ଦିଆଯାଇଛି। ଏହି ଜଳ […]
ରାଜଧାନୀର ପାଶ୍ବବର୍ତ୍ତୀ ନଦୀ ଗୁଡିକର ହେବ ପୁନରୁଦ୍ଧାର
ଭୁବନେଶ୍ବର: ଭୁବନେଶ୍ବରର ପାଶ୍ବବର୍ତ୍ତୀ ନଦୀ ଗୁଡିକର ପୁନରୁଦ୍ଧାର ହବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି । ସେ କହିଛନ୍ତି ଯେ, ପ୍ରାଚୀ, ଧନୁଆ, ଦୟା ନଦୀର ପୁନରୁଦ୍ଧାର ହେବ । ପ୍ରାଚୀ […]
