ରାଜ୍ୟରେ ‘ଜନଗଣନାର ମହାଅଭିଯାନ’ ଆରମ୍ଭ, ପ୍ରଥମ ଦିନରେ ୧୭ ହଜାର ଲୋକ ହେଲେ ଗଣା

ଭୁବନେଶ୍ୱର: ରାଜ୍ୟରେ ଜନଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟର ପ୍ରଥମ ନାଗରିକ ରାଜ୍ୟପାଳ ହରିବାବୁ କମ୍ଭମପାଟି ଙ୍କ ଠାରୁ ଏହି ଗଣନା କାର୍ଯ୍ୟ ଆରମ୍ଭ କରାଯାଇଛି । ମୁଖ୍ୟ ଶାସନ ସଚିବ ଅନୁ […]

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ କ୍ୟାବିନେଟ୍ କମିଟିର ବୈଠକ

ନୂଆଦିଲ୍ଲୀ: ବୁଧବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି(ସିସିଏସ)ର ବୈଠକ ଅନୁଷ୍ଠିତ ହୋଇଛି। । ପିଏମ ମୋଦୀ ପଶ୍ଚିମ ଏସିଆ ସଂଘର୍ଷର ପ୍ରଭାବରୁ ନାଗରିକଙ୍କ ସୁରକ୍ଷା ପାଇଁ ଯଥା […]

୩୦ ଜିଲ୍ଲା ପାଇଁ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ନିଯୁକ୍ତି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅଢେଇ ବର୍ଷ ଧରି ରାଜ୍ୟରେ ଖାଲି ପଡିଥିବା ଜିଲ୍ଲା ଯୋଜନା ବୋର୍ଡ ପାଇଁ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି ରାଜ୍ୟ ସରକାର। ବିଜେପିର ବିଧାୟକ ଓ ମନ୍ତ୍ରୀ ମାନଙ୍କୁ ଏଥିରେ ଥଇଥାନ କରିଛନ୍ତି ରାଜ୍ୟ […]

୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ

ଭୁବନେଶ୍ୱର: ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦକ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୭୮ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ […]

ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ

ଭୁବନେଶ୍ୱର : ଆଜିଠାରୁ ପେଟ୍ରୋଲ ପମ୍ପରେ E 20 ପେଟ୍ରୋଲ ବାଧ୍ୟତାମୂଳକ ।  ପୂର୍ବରୁ E10 ପେଟ୍ରୋଲ ବିକ୍ରି ହେଉଥିଲା ।  ପେଟ୍ରୋଲରେ ଅଧିକ ପରିମାଣର ଇଥାନଲ ମିଶାଗଲେ, ଧୀରେ ଧୀରେ ପେଟ୍ରୋଲ ନିର୍ଭରଶୀଳତା କମିଯିବ […]

OPHWC ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର:ମଙ୍ଗଳବାର ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର (OPHWC)ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳ ୫ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଧରା ପଡ଼ିଛନ୍ତି। ଲାଞ୍ଚ ଟଙ୍କା ନେଉଥିବା ବିଶେଷ […]

ପ୍ରସ୍ତାବିତ ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ମଙ୍ଗଳବାର ଭୁବନେଶ୍ୱରର ପ୍ରସ୍ତାବିତ ‘ନିୟୁ ସିଟି’ ପାଇଁ ଏକ ବ୍ୟାପକ ମାଷ୍ଟରପ୍ଲାନ୍ ପ୍ରସ୍ତୁତି ପାଇଁ ସୁର୍ବାନା ଜୁରୋଙ୍ଗ ସଂସ୍ଥା ସହ ଏକ ଚୁକ୍ତି ସ୍ବାକ୍ଷରିତ କରିଛି । […]