ନୂଆଦିଲ୍ଲୀ: ଆଜି ‘ନ୍ୟାସନାଲ କ୍ରାଫ୍ଟସ ମ୍ୟୁଜିୟମ’ ନୂଆଦିଲ୍ଲୀ ଠାରେ ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ଆସାମର ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ ଆୟୋଜିତ ଏକ ସ୍ୱତନ୍ତ୍ର ପ୍ରଦର୍ଶନୀ ଉଦଘାଟିତ ହୋଇଯାଇଛି । କେନ୍ଦ୍ର ଶିକ୍ଷା […]
Month: April 2026
ହିଟୱେଭ୍ ସେଣ୍ଟର ଖୋଲିବେ ରାଜ୍ୟ ସରକାର
ଭୁବନେଶ୍ୱର: ଆଗକୁ ଗ୍ରୀଷ୍ମ ପ୍ରଭାବ ବଢିବ। ଏହାକୁ ଦୃଷ୍ଟିରେ ରଖି ସରକାର ହିଟୱେଭ୍ ସେଣ୍ଟର ଖୋଲିଵାକୁ ଚିନ୍ତା କରୁଛନ୍ତି । ବାତ୍ୟା, ବନ୍ୟା ଆଶ୍ରୟ ସ୍ଥଳୀ ପରି ଏହା ଖୋଲାଯିବ। ଏହାଦ୍ବାରା ଲୋକମାନେ ଉପକୃତ […]
ବ୍ୟାଙ୍କରୁ ଟଙ୍କା ଉଠାଇବାକୁ ଭଉଣୀର ମୃତଦେହ ଧରି ପହଞ୍ଚିଲା ଭାଇ
କେନ୍ଦୁଝର:କେନ୍ଦୁଝର ଜିଲ୍ଲା ପାଟଣା ଥାନା ମଲ୍ଲିପଶି ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖା ସମ୍ମୁଖରେ ସୋମବାର ଏକ ହୃଦୟବିଦାରକ ତଥା ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଥିଲା । ସୂଚନା ଅନୁଯାୟୀ, ଡ଼ିଆନାଳି ଗାଁର ଜିତୁ […]
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀ ପାଳନ
କଟକ: ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀରେ ଚଳଚଞ୍ଚଳ ହୋଇଛି ମଧୁବାବୁଙ୍କ ଜନ୍ମମାଟି କଟକ ଜିଲ୍ଲାର ସତ୍ୟଭାମାପୁର। ପ୍ରଥମ ଓଡ଼ିଆ ଭାବେ ବିଦେଶ ଯାଇ ପାଠ ପଢିଥିବା ଉତ୍କଳ ଗୌରବ, ରାଜ୍ୟ […]
ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିବେନି କଂଗ୍ରେସ ଏବଂ ବିଜେଡି: ଭକ୍ତ ଚରଣ ଦାସ
ଭୁବନେଶ୍ୱର: ଆସନ୍ତା ପଞ୍ଚାୟତ ନିର୍ବାଚନରେ କଂଗ୍ରେସ ଏବଂ ବିଜେଡି ମଧ୍ୟରେ କୌଣସି ମେଣ୍ଟ ହେବ ନାହିଁ ସ୍ପଷ୍ଟ କରିଛି କଂଗ୍ରେସ । ପଞ୍ଚାୟତ ଓ ମ୍ୟୁନିସିପାଲଟି ନିର୍ବାଚନରେ ନିଜ ଦମ୍ରେ ଲଢ଼ିବ କଂଗ୍ରେସ । […]
ରାଜଗାଙ୍ଗପୁର ଟାୟାର କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଭୁବନେଶ୍ୱର: ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ଅଞ୍ଚଳରେ ଥିବା ଏକ ଟାୟାର କାରଖାନାରେ ଆଜି ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ରାଜଗାଙ୍ଗପୁର ପଦା ଜାମପାଲିସ୍ଥିତ ‘ଆଟିଟିୟୁଡ଼ ଏକଜିମ ପ୍ରାଇଭେଟ୍ ଲିମିଟେଡ୍’ ନାମକ ଏକ ଟାୟାରରୁ ତେଲ […]
ୱାଶିଂଟନରେ ଟ୍ରମ୍ପଙ୍କ କାର୍ଯ୍ୟକ୍ରମରେ ଗୁଳିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଡୋନାଲ୍ଡ ଟ୍ରମ୍ପ
ୱାଶିଂଟନ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କାର୍ଯ୍ୟକ୍ରମରେ ଆଖିବୁଜା ଗୁଳିମାଡ଼ ହୋଇଛି । ୱାଶିଂଟନ ଡିସିରେ ଆୟୋଜିତ ‘ହ୍ୱାଇଟ୍ ହାଉସ୍ କରେସପଣ୍ଡେଣ୍ଟସ୍ ଡିନର’ ଚାଲିଥିବା ସମୟରେ ଏହି ଅଘଟଣ ଘଟିଛି । ତେବେ […]
ତୁରନ୍ତ ମହାନଦୀ ବିବାଦରେ ହସ୍ତକ୍ଷେପ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ସସ୍ମିତ ପାତ୍ର
ଭୁବନେଶ୍ୱର: ମହାନଦୀ ଜଳ ବିବାଦ ମାମଲାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ମୁଖ୍ୟମନ୍ତ୍ରୀ ଚରଣ ମାଝୀଙ୍କୁ ନିବେଦନ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର ।ଏକ ଭିଡିଓ ବାର୍ତ୍ତା ଜରିଆରେ ସେ କହିଛନ୍ତି ଯେ, ମହାନଦୀ […]
୨୧୯ ନୂତନ ପ୍ରାଣିଚିକିତ୍ସାଳୟ ଓ ଲ୍ୟାବ ପାଇଁ ୧୭୭ କୋଟିର MoU ସ୍ୱାକ୍ଷରିତ
ଭୁବନେଶ୍ୱର: ବିଶ୍ୱ ପ୍ରାଣିଚିକିତ୍ସା ଦିବସ ଅବସରରେ ଶନିବାର ରାଜ୍ୟ କନଭେନସନ ସେଣ୍ଟର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରାଣିସମ୍ପଦ, ପ୍ରାଣିସ୍ୱାସ୍ଥ୍ୟ ଓ ମତ୍ସ୍ୟପାଳନ କ୍ଷେତ୍ରର […]
ଭଦ୍ରକ ରେ ଇସ୍ତଫା ଦେଲେ ବିଜେଡିର ପୂର୍ବତନ ସାଂସଦ, ପୂର୍ବତନ ବିଧାୟକଙ୍କ ସହିତ ଶତାଧିକ ଛାମୁଆ କର୍ମକର୍ତ୍ତା
ଭଦ୍ରକ: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ପୂର୍ବତନ ବିଧାୟକଙ୍କ ସହିତ ଶତାଧିକ ଛାମୁଆ କର୍ମକର୍ତ୍ତା lଭଦ୍ରକ ଲୋକସଭା କ୍ଷେତ୍ରର ବିଜେଡି ନେତା ଓ କର୍ମୀମାନଙ୍କ ସମୂହ ଇସ୍ତଫା କାର୍ଯ୍ୟକ୍ରମରେ ଭଦ୍ରକର ପୂର୍ବତନ ସାଂସଦ […]
