ବଲାଙ୍ଗିରରେ ୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୪ ଅଭିଯୁକ୍ତ ଗିରଫ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ତୁଷୁରା ଅବକାରୀ ବିଭାଗ ଚଢ଼ାଉ କରି ପ୍ରାୟ ୧୨ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ […]

୨୦୨୭ ପଞ୍ଚାୟତ-ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ୨୦୨୭ରେ ହେବାକୁ ଥିବା ନିର୍ବାଚନ ପ୍ରକ୍ରିୟାକୁ ସୁଚାରୁ ଓ ସ୍ୱଚ୍ଛ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆସନ୍ତା […]

କାଠଯୋଡ଼ି ନଦୀ ପଠାରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

କଟକ: ପୁରୀଘାଟ ଗଡ଼ା ନିକଟସ୍ଥ କାଠଯୋଡ଼ି ନଦୀ ପଠାରୁ ଜଣେ ଅଜ୍ଞାତ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଠାବ ହୋଇଛି । ମହିଳାଙ୍କୁ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ମୁଣ୍ଡ କାଟି […]

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଷ୍ଟ୍ରେଲିଆ ଗସ୍ତ;ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ ଅଷ୍ଟ୍ରେଲିଆ ସହ ବଡ଼ ଚୁକ୍ତି

ନୂଆଦିଲ୍ଲୀ: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରତିରକ୍ଷା ଭାଗିଦାରୀକୁ ଏକ ନୂତନ ସ୍ତରକୁ ନେବା ପାଇଁ “ପ୍ରତିରକ୍ଷା ଏବଂ ସୁରକ୍ଷା ସହଯୋଗ ୨୦୨୬” ଉପରେ ମିଳିତ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଏହି ମିଳିତ ଚୁକ୍ତିନାମାରେ […]

କୋଟି କୋଟି ସମ୍ପତି ପାଇଁ ସୁପାରୀ ଦେଇ ମା’ଙ୍କୁ ହତ୍ୟା

ରାଜସ୍ଥାନ: ପରିବାରର କୋଟି କୋଟି ଟଙ୍କାର ସମ୍ପତ୍ତି ଓ ସରକାରୀ ଚାକିରି ହାତେଇବା ପାଇଁ ଜଣେ ୨୪ ବର୍ଷୀୟା ଆଇନ ଛାତ୍ରୀ ନିଜ ମା’ଙ୍କୁ ହତ୍ୟା କରାଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଝିଅ […]

ଚାନ୍ଦିପୁରରୁ ପିନାକ LRGRର ସଫଳ ପରୀକ୍ଷଣ

ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜରୁ ‘ପିନାକ’ ଲଙ୍ଗ୍‌ ରେଞ୍ଜ ଗାଇଡେଡ୍ ରକେଟ୍ (LRGR)ର ସଫଳ ଉଡ଼ାଣ ପରୀକ୍ଷଣ କରାଯାଇଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ପକ୍ଷରୁ ଗତ ୮ […]

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସମୀକ୍ଷା ବୈଠକ :ମାର୍ଚ୍ଚ ୨୦୨୭ ସୁଦ୍ଧା ନିର୍ମାଣ ହେବ ୨୨୦୦ ସ୍କୁଲ

ଭୁବନେଶ୍ୱର: ରାଜ୍ୟରେ ପ୍ରାଥମିକ ଶିକ୍ଷାର ବିକାଶ ପାଇଁ ନୂତନ ସରକାର ଆସିବା ପରେ ପ୍ରଥମ ଦିନରୁ ହିଁ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ପ୍ରକଳ୍ପକୁ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ (Flagship Programme) ଭାବେ […]

ନାବାଳିକା ଝିଆରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ମଉସା,ମାଉସୀ ଗିରଫ

ଭୁବନେଶ୍ୱର: ନୟାପଲ୍ଲୀ ଥାନା ଅଞ୍ଚଳର ଏକ ଆପାର୍ଟମେଣ୍ଟରେ ନାବାଳିକା ଝିଆରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ମଉସାଙ୍କୁ ଗିରଫ କରିଛି ପୋଲିସ। ଏହି ମାମଲାରେ ମାଉସୀ ମଧ୍ୟ ସହଯୋଗ କରୁଥିବା ନେଇ ଅଭିଯୋଗ ଆସିବା ପରେ ତାଙ୍କୁ […]

ଆଜାଦନଗର ବୋମା ବିସ୍ଫୋରଣ ମାମଲାରେ NIAର ବଡ଼ ସଫଳତା

ଭୁବନେଶ୍ୱର: ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ଆଜାଦନଗର ବୋମା ବିସ୍ଫୋରଣ ଘଟଣାର ୭ ମାସ ପରେ ଜଣେ ଫେରାର ଅଭିଯୁକ୍ତକୁ ଉତ୍ତର ପ୍ରଦେଶରୁ ଗିରଫ କରିଛି NIA। ଗିରଫ ଯୁବକ ଜଣକ ଭୁବନେଶ୍ୱର ପଟିଆ […]

ଓଡ଼ିଶାରେ ନିର୍ମାଣ ହେବ ପ୍ରଥମ ସ୍କାଏୱାକ୍, ୧୮.୪୨ କୋଟି ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର: ପଳାଶୁଣୀରୁ ରସୁଲଗଡ଼, ଜାତୀୟ ରାଜପଥ-୧୬ ମଧ୍ୟରେ ଏକ ସ୍କାଏୱାକ୍ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏହି ବହୁ ପ୍ରତୀକ୍ଷିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। […]