ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ ’ ବ୍ୟବସ୍ଥାର ଶୁଭାରମ୍ଭ

କଟକ: ସାଇବର ଆର୍ଥିକ ଠକେଇ ମାମଲାର ଶୀଘ୍ର ପଞ୍ଜୀକରଣ, ଦ୍ରୁତ ତଦନ୍ତ ଏବଂ ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ ଉଦ୍ଦେଶ୍ୟରେ ଓଡ଼ିଶା ପୋଲିସ ଆଜି ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ କରିଛି। […]

ବଦ୍ରୀନାଥ ମନ୍ଦିରରୁ ଦାନ ଚୋରି ମାମଲାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ବିକେଟିସି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବ

ନୂଆଦିଲ୍ଲୀ: ବଦ୍ରୀନାଥ ମନ୍ଦିରରେ ଦାନ ଚୋରି ଅଭିଯୋଗ ପରେ ବଦ୍ରୀନାଥ-କେଦାରନାଥ ମନ୍ଦିର ସମିତି (ବିକେଟିସି) ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ସଚିବ ପ୍ରମୋଦ ନୌଟିୟାଲଙ୍କୁ ନିଲମ୍ବିତ କରାଯାଇଛି। ଏହା ସହିତ ତାଙ୍କୁ କାରଣ ଦର୍ଶାଅ ନୋଟିସ ମଧ୍ୟ […]

E 20 ପେଟ୍ରୋଲ୍‌ରେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ:ନୀତିନ ଗଡ଼କରୀ

ନୂଆଦିଲ୍ଲୀ: ‘ବିକଶିତ ଭାରତ’ ନାମରେ ଆୟୋଜିତ ସମ୍ମିଳନୀକୁ ସମ୍ବୋଧିତ କରି ନୀତିନ ଗଡ଼କରୀ କହିଛନ୍ତି ଯେ, ଅଧିକ ଏଥାନଲ ମିଶ୍ରିତ ପେଟ୍ରୋଲ ବ୍ୟବହାରକୁ ନେଇ କିଛି ଲୋକ ଟଙ୍କା ଖର୍ଚ୍ଚ କରି ସୋସିଆଲ ମିଡିଆ […]

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସାଧାରଣ ସମ୍ମାନ

ନୂଆଦିଲ୍ଲୀ: ଇଣ୍ଡୋନେସିଆର ସର୍ବୋଚ୍ଚ ସାଧାରଣ ସମ୍ମାନରେ ସମ୍ମାନିତ ହୋଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ସଫଳତା ପାଇଁ ସେ ଇଣ୍ଡୋନେସିଆର ରାଷ୍ଟ୍ରପତି, ସରକାର ଏବଂ ସେଠାକାର ଜନସାଧାରଣଙ୍କୁ ଆନ୍ତରିକ କୃତଜ୍ଞତା ଜଣାଇଛନ୍ତି। ଏହି […]

ଅଦିନିଆ ରଥଯାତ୍ରା ପ୍ରସଙ୍ଗ: ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି ମହାରାଜା

ପୁରୀ: ଶ୍ରୀମନ୍ଦିର ପ୍ରଶାସନର ବାରମ୍ବାର ନିବେଦନ ସତ୍ତ୍ୱେ ବିଦେଶରେ ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରା ଆୟୋଜନ ବନ୍ଦ କରୁନି ଇସ୍କନ। ଏହାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଗଜପତି ମହାରାଜା। ବିଦେଶରେ ଅଦିନିଆ ରଥଯାତ୍ରା […]

ଅନ୍‌ବ୍ଲକ ହେବ ‘କକ୍‌ରୋଚ୍ ଜନତା ପାର୍ଟି’ର X ଆକାଉଣ୍ଟ, କେନ୍ଦ୍ର ସରକାରଙ୍କୁ ଦିଲ୍ଲୀ ହାଇକୋର୍ଟର ଆଦେଶ

ନୂଆଦିଲ୍ଲୀ: ଦିଲ୍ଲୀ ହାଇକୋର୍ଟର ଜଷ୍ଟିସ ସ୍ୱର୍ଣ୍ଣକାନ୍ତ ଶର୍ମା କେନ୍ଦ୍ର ସରକାରଙ୍କୁ ‘କକ୍‌ରୋଚ୍ ଜନତା ପାର୍ଟି’ ନାମକ ଆକାଉଣ୍ଟକୁ ତୁରନ୍ତ ଚାଲୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ ଅଭିବ୍ୟକ୍ତିର ସ୍ୱାଧୀନତା ଏବଂ ସୋସିଆଲ […]

ଭୂକମ୍ପ ବିଧ୍ୱସ୍ତ ଭେନେଜୁଏଲାରେ ଭି.କେ. ପାଣ୍ଡିଆନ

ଭୁବନେଶ୍ୱର: ପୂର୍ବତନ IAS ଭି.କେ. ପାଣ୍ଡିଆନ୍ ଭେନେଜୁଏଲା ଗସ୍ତ କରି ସେଠାକାର ଭୂକମ୍ପ ପ୍ରଭାବିତ ଲୋକ ଓ ଉଦ୍ଧାରକାରୀ ଦଳଙ୍କ ସହ ଆଲୋଚନା କରିଛନ୍ତି । ଗତ ଶତାବ୍ଦୀ ମଧ୍ୟରେ ଦେଶର ଏହି ସବୁଠାରୁ […]

ହୀରାକୁଦ ଡ୍ୟାମରୁ ହେବ ପ୍ରଥମ ମୌସୁମୀ ବନ୍ୟାଜଳ ନିଷ୍କାସନ:ସତର୍କ କଲେ ଡ୍ୟାମ୍ କର୍ତ୍ତୃପକ୍ଷ

ସମ୍ବଲପୁର: ହୀରାକୁଦ ଡ୍ୟାମରୁ ହେବ ପ୍ରଥମ ମୌସୁମୀ ବନ୍ୟାଜଳ ନିଷ୍କାସନ l ହୀରାକୁଦ ଡ୍ୟାମର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଆସନ୍ତା ଜୁଲାଇ ୯ ତାରିଖରେ ହୀରାକୁଦରୁ ଛଡ଼ାଯିବ ବର୍ଷର ପ୍ରଥମ ବନ୍ୟାଜଳ। […]

ପୁଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ମହମ୍ମଦ ନାଫିସ ଆହତ

କେନ୍ଦୁଝର: ଚମ୍ପୁଆ ପୋଲିସର ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର । ଗୁଳି ବିନିମୟରେ କୁଖ୍ୟାତ ଆନ୍ତଃରାଜ୍ୟ ଚୋର ମହମ୍ମଦ ନାଫିସର ଡାହାଣ ଆଣ୍ଠୁରେ ଗୁଳି ବାଜିଥିବା ସୂଚନା ମିଳିଛି। ଝାଡ଼ଖଣ୍ଡର ବାସିନ୍ଦା ଏହି ନାଫିସ […]

ଗୋ ମାଫିଆଙ୍କୁ ସୂଚନା ଦେଇ ଫସିଲେ ୩ ପୁଲିସ କର୍ମଚାରୀ

ମୟୁରଭଞ୍ଜ: ଗୋ ମାଫିଆଙ୍କୁ ପୋଲିସ ରେଡ୍ ସମ୍ପର୍କରେ ପୂର୍ବରୁ ସୂଚନା ଦେଇ ଫସିଗଲେ ପୋଲିସ ଏଏସଆଇ, କନଷ୍ଟେବଳ ଏବଂ ହୋମଗାର୍ଡ । ମୟୂରଭଞ୍ଜ ଏସପି ଏହି ତିନି କର୍ମଚାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି […]