ନିର୍ମାଣାଧୀନ ସୁଡ଼ଙ୍ଗରେ ପାଣି ପଶିଯିବାରୁ ୭ ଶ୍ରମିକ ମୃତ,୧୪ ଆହତ

ଉତ୍ତରାଖଣ୍ଡ: ଚମୋଲିରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭିତରେ ପାଣି ପସିଯିବାରୁ ସୁଡ଼ଙ୍ଗରେ କାମ କରୁଥିବା ୭ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ବେଳେ ୧୪ଜଣ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ ଦୁର୍ଘଟଣା ଗୁରୁବାର ସନ୍ଧ୍ୟା ପ୍ରାୟ […]

ଓଡ଼ିଶା DGP ଚୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟଙ୍କ ରୋକ, ଅଗଷ୍ଟ ୧୮ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ୟୁନିଅନ ପବ୍ଲିକ ସର୍ଭିସ କମିଶନକୁ ଓଡ଼ିଶା DGP ଚୟନ ପ୍ରକ୍ରିୟାକୁ ଅଗଷ୍ଟ ୧୮ ପର୍ଯ୍ୟନ୍ତ ଆଗକୁ ନବଢ଼ାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ୧୮ ତାରିଖରେ ପରବର୍ତ୍ତୀ ଶୁଣାଣି ନେଇ ଦିନ ଧାର୍ଯ୍ୟ ହୋଇଛି […]

କଟକରେ ଯୁବତୀଙ୍କୁ ଗଣଦୁଷ୍କର୍ମ: ୫ ଗିରଫ, ଜଣେ ଫେରାର

କଟକ: ଜଣେ ଯୁବତୀଙ୍କ ସହ ଗଣଦୁଷ୍କର୍ମ ଘଟଣାରେ କଟକ ନିଶ୍ଚିନ୍ତକୋଇଲି ଥାନା ପୋଲିସ ୫ ଜଣଙ୍କୁ ଗିରଫ କରିଛି । ଏହି ଘଟଣାରେ ଜଣେ ଅଭିଯୁକ୍ତ ଫେରାର ଥିବାବେଳେ ଘଟଣାର ତଦନ୍ତ ପାଇଁ ଜଣେ […]

୩ କୋଟିରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ: ତିର୍ତ୍ତୋଲର ଦୁଇ ପୂର୍ବତନ ଅଧିକାରୀ ଗିରଫ

ଜଗତସିଂହପୁର: ଓଡ଼ିଶା ଭିଜିଲାନ୍ସ ଦୁଇ ଜଣ ପୂର୍ବତନ ସରକାରୀ ଅଧିକାରୀଙ୍କୁ ୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସରକାରୀ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ କରିଛି। ଗିରଫ ହୋଇଥିବା ଅଧିକାରୀମାନେ ହେଲେ ତିର୍ତ୍ତୋଲ ବ୍ଲକ୍‌ର ପୂର୍ବତନ […]

ସହଜ ହେବ ଅନୁକମ୍ପାମୂଳକ ନିଯୁକ୍ତି :ନୂତନ ନିୟମକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ‘ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଥଇଥାନ ସହାୟତା) ନିୟମ, ୨୦୨୬’ କୁ ଅନୁମୋଦନ ମିଳିଛି। ଚାକିରି କାଳରେ ପ୍ରାଣ ହରାଉଥିବା ସରକାରୀ କର୍ମଚାରୀଙ୍କ ଯୋଗ୍ୟ ପରିବାର ସଦସ୍ୟଙ୍କୁ […]

ଆଡଭାନ୍ସ ଟିପ୍’ ଫିଚର ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଆଡଭାନ୍ସ ଟିପ୍ ଦେବା ସୁବିଧା ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ଏ ନେଇ ଏକ ସର୍କୁଲାର ଜାରି କରିଥିବା ବେଳେ କହିଛନ୍ତି […]

ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର

ନୂଆଦିଲ୍ଲୀ: ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ଏନ୍. ଚନ୍ଦ୍ରଶେଖରନ । ତାଙ୍କ ଇସ୍ତଫା ଲାଗୁ ହୋଇନାହିଁ । ଫେବ୍ରୁଆରୀ ୨୦୨୭ ଯାଏଁ କାର୍ଯ୍ୟକାଳ ପୂରା କରିବେ । ହେଲେ ଆଉ ପୁଣି […]

ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ରେଭେନ୍ୟୁ ଇନ୍ସପେକ୍ଟର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଖଇରା ତହସିଲ ଅଧୀନ ତୁଡ଼ିଗଡ଼ିଆ ରାଜସ୍ୱ ନିରୀକ୍ଷକ ଶରତ କୁମାର ସେଠୀ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧାରା ପଡିଛନ୍ତି । ମିଳିଥିବା […]

ମୁମ୍ବାଇର କୁର୍ଲାରେ ଭୋରୁ ଭୂସ୍ଖଳନ, ୫ ମୃତ

ମୁମ୍ବାଇ: ଆଜି ମହାରାଷ୍ଟ୍ରର ମୁମ୍ବାଇରେ ଭୋର ପ୍ରାୟ ୩ଟା ସମୟରେ କୁର୍ଲାର ଅଶୋକନଗର ଅଞ୍ଚଳରେ ଭୂସ୍ଖଳନ ହେବାରୁ ଅନେକ ଲୋକ ମାଟି ତଳେ ଚାପି ହୋଇଯାଇଥିବା ଆଶଙ୍କା କରାଯାଇଛି। ଏହି ଘଟଣାରେ ଏପର୍ଯ୍ୟନ୍ତ ୫ […]

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ :ଜୁଲାଇ ସୁଦ୍ଧା- ରାଜସ୍ୱ ଆଦାୟ ପୂର୍ବ ବର୍ଷ ଅପେକ୍ଷା ୭.୩% ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଙ୍ଗଳ ବାର ଦିନ ଲୋକସେବା ଭବନରେ ଅର୍ଥ ବିଭାଗର ସମୀକ୍ଷା କରି ରାଜସ୍ୱ ଆଦାୟ ବ୍ୟବସ୍ଥାକୁ ଆହୁରି ଦକ୍ଷ କରିବା ସହିତ ପୁଞ୍ଜି ଓ କାର୍ଯ୍ୟକ୍ରମ […]