ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତାଙ୍କୁ ଛୁରୀଭୁସି ହତ୍ୟା

କଳାହାଣ୍ଡି: ମଦନପୁର ରାମପୁର ବ୍ଲକ୍ ଅନ୍ତର୍ଗତ ଡମକରଲା ଖୁଣ୍ଟା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ନେତା ଫକୀର ରଣାଙ୍କୁ ଛୁରୀ ଭୁସି ହତ୍ୟା କରଯାଇଛି lଆକ୍ରମଣ ପରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା […]

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ମନୋଜ ପାଢୀଙ୍କୁ ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର: କଟକ ଏସସି/ ଏସଟି କୋର୍ଟ ପାଠ୍ୟପୁସ୍ତକ ତ୍ରୁଟି ଘଟଣାରେ ଅଭିଯୁକ୍ତ ମନୋଜ ପାଢୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ | ସୂଚନାଥାଉକି, ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢୀଙ୍କୁ ପ୍ରଥମରୁ ଅଷ୍ଟମ ପାଠ୍ୟପୁସ୍ତକ […]

ଏମ୍‌କେସିଜିରେ PG ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ ପାଇଁ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ୩ ଜଣିଆ ଟିମ୍

ବ୍ରହ୍ମପୁର: ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାର ସତ୍ୟାସତ୍ୟ ଯାଞ୍ଚ ପାଇଁ ରାଜ୍ୟ ସରକାର ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ […]

ଓଡ଼ିଶାରେ କୋଟି କୋଟି ଟଙ୍କାର ଚିଟଫଣ୍ଡ ଠକେଇ, ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କୁ ନେଇ ତଦନ୍ତ ଜୋରଦାର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ଏବଂ ଓଡ଼ିଶାର ବିଭିନ୍ନ ସ୍ଥାନରେ ଚିଟଫଣ୍ଡ ଠକେଇ ମାମଲାକୁ ନେଇ ତଦନ୍ତ ଜୋରଦାର ହୋଇଛି। ଆନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କ ସମ୍ପୃକ୍ତିକୁ ନେଇ ଏହି ତଦନ୍ତ ଚାଲିଥିଲା। […]

ବରିଷ୍ଠ ଅଭିନେତା ପ୍ରଦୀପ ରାୱତଙ୍କ ପରଲୋକ

ମୁମ୍ବାଇ: ବରିଷ୍ଠ ଅଭିନେତା ପ୍ରଦୀପ ରାୱତଙ୍କ ୭୪ ବର୍ଷ ବୟସରେ ପରଲୋକ ଘଟିଛି । ପ୍ରଦୀପଙ୍କ ମୃତ୍ୟୁ ନେଇ ତାଙ୍କ ମ୍ୟାନେଜର ସୂଚନା ଦେଇଛନ୍ତି । ତାଙ୍କ ମ୍ୟାନେଜର କହିଛନ୍ତି ପ୍ରଦୀପ ପାଞ୍ଚ ବର୍ଷ […]

ଓଡ୍ରାଫ୍‌ ହେବ ଏସଡିଆରଏଫ୍:ସୁରେଶ ପୂଜାରୀ

ଭୁବନେଶ୍ୱର: ଲୋକସେବା ଭବନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥା ଏବଂ ଭିତ୍ତିଭୂମି ସମ୍ପର୍କରେ ଅନୁଷ୍ଠିତ ହୋଇଛି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ । […]

ଏକ୍ସପାୟାରୀ ମେଡିସିନ ଖାଇ ନାବାଳକ ଅସୁସ୍ଥ

ବରଗଡ଼: ବରଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ଥିବା ନିରାମୟ ଔଷଧ କେନ୍ଦ୍ର ବିରୋଧରେ ଏକ ସାଂଘାତିକ ଅଭିଯୋଗ ଆସିଛି। ଜଣେ ୧୫ ବର୍ଷର ନାବାଳକଙ୍କୁ ଏକ୍ସପାଏରୀ ଆଣ୍ଟିବାୟୋଟିକ୍ ଦିଆଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, […]

ବିବାଦୀୟ ବୟାନ ଦେଇଥିବାରୁ ଷ୍ଟାଲିନଙ୍କୁ ଉଠାଇ ନେଲା ତାମିଲନାଡୁ ପୋଲିସ

ଚେନ୍ନାଇ: ଫିଲ୍ମ ଅଭିନେତ୍ରୀ ତ୍ରିଶାଙ୍କୁ ନେଇ ବିବାଦୀୟ ବୟାନ ଦେଇଥିବାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ପୁଅଙ୍କୁ ବାସଭବନରୁ ଉଠାଇ ନେଇ ଅଟକ ରଖିଛି ତାମିଲନାଡୁ ପୋଲିସ । ସୂଚନା ଅନୁସାରେ, କାବେରୀ ଜଳ ବିବାଦକୁ […]

କାର୍ ଭିତରୁ ପୋଲିସ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ଥାନା ଅଧୀନରେ ଥିବା ଜାତୀୟ ରାଜପଥ-୧୮ର ପଦ୍ମନାଭପୁର ଛକ ନିକଟରେ ରାସ୍ତା କଡ଼ରେ ପାର୍କିଂ କରାଯାଇଥିବା ଏକ କାର୍ ଭିତରୁ ଜଣେ ୪୫ ବର୍ଷୀୟ ପୋଲିସ କନଷ୍ଟେବଳଙ୍କ ମୃତଦେହ […]

ଆଚମ୍ବିତ କଲା ବିହାରର ବାଙ୍କୀପୁର ଉପନିର୍ବାଚନ ଫଳାଫଳ:ଭୁଶୁଡିଗଲା ବିଜେପି ଗଡ଼

ବିହାର: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତନ ଦେଖିବାକୁ ମିଳିଛି। ବହୁଚର୍ଚ୍ଚିତ ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ‘ଜନ ସୁରାଜ ପାର୍ଟି’ ମୁଖ୍ୟ ପ୍ରଶାନ୍ତ କିଶୋର ନିଜର ପ୍ରଥମ ପ୍ରତ୍ୟକ୍ଷ ନିର୍ବାଚନରେ ହିଁ ଐତିହାସିକ […]