ସ୍ୱାସ୍ଥ୍ୟ କର୍ମଚାରୀଙ୍କ ନାମରେ ଜାଲ୍ ବିଲ୍ ପ୍ରସ୍ତୁତ କରି ବନ୍ଧା ହେଲେ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର କନିଷ୍ଠ ସହାୟକ

ସମ୍ବଲପୁର:ଦୁର୍ନୀତି ଓ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଓଡ଼ିଶା ଭିଜିଲାନ୍ସ । ମଙ୍ଗଳବାର ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ୍ ଅଧୀନସ୍ଥ ଫାସିମାଲ୍ CHC ର କନିଷ୍ଠ ସହାୟକ ତଥା […]

ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନସ୍ଥ ଜିଲ୍ଲାଗୁଡ଼ିକର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ […]

MMDR ବିଲ୍‌କୁ ନେଇ ୨୯ରେ ବିଧାନସଭା ଘେରାଉ କରିବ କଂଗ୍ରେସ

ଭୁବନେଶ୍ୱର: ଭୁବନେଶ୍ୱର ଲୋୟର ପିଏମଜିରେ ଏମଏମଡିଆର ବିଲ୍କୁ ବିରୋଧ କରି ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ ବ୍ଲକ ନିଷ୍ପତ୍ତି […]

UAE ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ନୂଆଦିଲ୍ଲୀ ଯାଇ ସେଠାରୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ପାଞ୍ଚ ଦିନିଆ ଗସ୍ତରେ ଯିବେ । ଓଡ଼ିଶାକୁ ପୁଞ୍ଜି ଆକର୍ଷଣ ପାଇଁ ବିଭିନ୍ନ ନିବେଶକ ଓ ଶିଳ୍ପପତିଙ୍କ ସହିତ […]

ବନ୍ୟା ପୀଡ଼ିତଙ୍କ ପାଇଁ SBIର ୧.୩୦ କୋଟି ଟଙ୍କା ସହାୟତା

ଭୁବନେଶ୍ୱର: ଓଡ଼ିଶାର ବନ୍ୟାରେ ପ୍ରଭାବିତ ଲୋକଙ୍କ ସହାୟତା ପାଇଁ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ସହାୟତା ରାଶି ମିଳିଛି |ଏସ୍‌ବିଆଇ ଭୁବନେଶ୍ୱର ସର୍କଲର ମୁଖ୍ୟ ମହାପ୍ରବନ୍ଧକ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ […]

ଲାଞ୍ଚ ନେଇ ଧରାପଡ଼ିଲେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ପୁରୀ: ଓଡ଼ିଶା ଭିଜିଲାନ୍ସ ବିଭାଗ ପୁରୀ ଜିଲ୍ଲାର ଦୁଇ ଜଣ ରାଜସ୍ୱ ଅଧିକାରୀଙ୍କୁ ୩୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି । ଏକ ଜମି କିସମ ପରିବର୍ତ୍ତନ ଆବେଦନର ପ୍ରକ୍ରିୟାକରଣ ପାଇଁ ସେମାନେ […]

ରାଜ୍ୟ କ୍ୟାବିନେଟ୍‌ର ୪୭ତମ ବୈଠକରେ ୧୨ ବିଭାଗର ୧୮ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୨ଟି ବିଭାଗର ୧୮ଟି ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛି । ବିଦ୍ୟୁତ, ଶିକ୍ଷା, ନିଯୁକ୍ତି ଓ ଶ୍ରୀଜଗନ୍ନାଥ ମନ୍ଦିର ଜମି ପରିଚାଳନା କ୍ଷେତ୍ରରେ […]

୨୦ ବର୍ଷ ପରେ AFC U20 ଏସୀୟ କପ୍‌କୁ ଫେରିଲା ଭାରତ

ନୂଆଦିଲ୍ଲୀ: ୨୦ବର୍ଷ ପରେ ପୁଣିଥରେ ଭାରତ AFC U20 ଏସୀୟ କପ୍‌କୁ ଫେରିଛି। ରବିବାର ତାସକେଣ୍ଟର ‘ଡୋଷ୍ଟଲିକ୍ ଷ୍ଟାଡିୟମ୍’ ଠାରେ ଅନୁଷ୍ଠିତ ଗ୍ରୁପ୍-ବି ର ନିର୍ଣ୍ଣାୟକ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ୍‌ରେ ବାଂଲାଦେଶକୁ ୩-୦ ଗୋଲ୍‌ରେ […]

ଗୁଆହାଟୀରେ ବୀଭତ୍ସ ହତ୍ୟା; ଫ୍ରିଜ୍‌ରୁ ମିଳିଲା ମୃତ ମହିଳାଙ୍କ କଟାମୁଣ୍ଡ

ଆସାମ: ଆସାମର ଗୁଆହାଟୀଠାରେ ଜଣେ ନିଷ୍ଠୁର ସ୍ୱାମୀ ନିଜ ପତ୍ନୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ପରେ, ତାଙ୍କ ମୁଣ୍ଡ କାଟି ଏକ ପଲିଥିନ୍ ବ୍ୟାଗ୍‌ରେ ପୂରାଇ ଫ୍ରିଜ୍‌ରେ ଲୁଚାଇ ରଖିଥିବା ପୋଲିସ […]

ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା; ୫ ଏମସିଡି ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ: ସତ୍ୟ ନିକେତନ ଆବାସିକ କୋଠା ଭୁଶୁଡ଼ିବା ମାମଲାରେ ଦିଲ୍ଲୀ ମହାନଗର ନିଗମର ପାଞ୍ଚ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଏମସିଡି ଦକ୍ଷିଣ ଜୋନର ଉପାୟୁକ୍ତ ରାକେଶ କୁମାର, ଅଧିକ୍ଷକ ଯନ୍ତ୍ରୀ […]