ବିଲ୍‌ ପାସ ପାଇଁ ଟଙ୍କା ନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

କଟକ: ଲାଞ୍ଚ ନେଇ ଧରାପଡିବା ପରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ। ଅଫିସ ଗାଡ଼ିରେ ବିଲ ପାସ୍‌ ଟଙ୍କା ନେଇ ଘରକୁ […]

୭ଦିନ ଭିତରେ ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡରେ ସଂଶୋଧିତ ବନାନ ଲେଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟର ଯେଉଁ ସରକାରୀ କାର୍ଯ୍ୟାଳୟ କିମ୍ବା ପ୍ରତିଷ୍ଠାନଗୁଡ଼ିକର ସାଇନ୍‌ବୋର୍ଡରେ ଏପର୍ଯ୍ୟନ୍ତ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂରାଜୀ ବନାନ ପରିବର୍ତ୍ତନ ହୋଇନାହିଁ, ସେଗୁଡ଼ିକୁ ଆସନ୍ତା […]

ଦିଲ୍ଲୀର ସତ୍ୟ ନିକେତନରେ ୪ ମହଲା କୋଠା ଭୁଶୁଡ଼ିଲା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପଶ୍ଚିମ ଅଞ୍ଚଳ ଅନ୍ତର୍ଗତ ସତ୍ୟ ନିକେତନରେ ଆଜି ଅପରାହ୍ନ ପ୍ରାୟ ୧ଟା ୩୦ରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଧ୍ୱସ୍ତ କୋଠାରେ ବହୁ ଲୋକ ଫସି ରହିଥିବା […]

ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ବିଷାକ୍ତ ମଦ ପିଇବା ପରେ ୯ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ସାଗର ଜିଲ୍ଲାରେ ବିଷାକ୍ତ ମଦ ପିଇ ଅତିକମରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଲୋକ ଗୁରୁତର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଖବର ଅନୁଯାୟୀ, ଶନିବାର […]

ମହାନନ୍ଦ ଏକ୍ସପ୍ରେସ ଲାଇନଚ୍ୟୁତ, ଟଳିଲା ବଡ଼ ଟ୍ରେନ୍ ଦୁର୍ଘଟଣା

ନୂଆଦିଲ୍ଲୀ: ଆଜି ଭୋର ସମୟରେ ବିହାରର ଆରା ରେଳ ଷ୍ଟେସନ ନିକଟରେ ମହାନନ୍ଦା ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବାରୁ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଅଳ୍ପକେ ଟଳିଛି। ପୂର୍ବ କେନ୍ଦ୍ରୀୟ ରେଳବାଇର ଦାନାପୁର ଡିଭିଜନ ଅନ୍ତର୍ଗତ […]

ମିସ୍ ୱାର୍ଲ୍ଡ- ୨୦୨୬ ମୁକୁଟ ବିଜୟିନୀ ହେଲେ ଜୋହେରୀ ମୋଲା

ନୂଆଦିଲ୍ଲୀ:ଭିଏତନାମ୍‌ରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ ରିପବ୍ଲିକର ସୁନ୍ଦରୀ ଜୋହେରୀ ମୋଲା ଚଳିତ ବର୍ଷର ‘ମିସ୍ ୱାର୍ଲ୍ଡ ୨୦୨୬’ ମୁକୁଟ ନିଜ ନାମରେ କରିଛନ୍ତି l […]

ମହିଳା ଏସିଆ କପ୍‌ ଟି୨୦ ରେ ପାକିସ୍ତାନ କୁ ହରାଇଲା ଭାରତ

ନୂଆଦିଲ୍ଲୀ: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ୧୮.୧ ଓଭରରେ ୫୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। […]

ରାଜ୍ୟରେ ଏଲପିଜି କଳାବଜାରୀ ଉପରେ ଚଢ଼ାଉ; ୮,୪୩୪ ଗ୍ୟାସ ସିଲିଣ୍ଡର ଜବତ, ୯ ଗିରଫ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶାରେ ଏଲପିଜି ସିଲିଣ୍ଡର କଳାବଜାରୀ ଓ ବେଆଇନ ମହଜୁଦ ବିରୋଧରେ ଚଢ଼ାଉ ଅଭିଯାନ ଚାଲିଛି | ରାଜ୍ୟବ୍ୟାପୀ ଚଢ଼ାଉରେ ୮,୪୩୪ଟି ଏଲପିଜି ସିଲିଣ୍ଡର […]

ସଂରକ୍ଷିତ ଜଙ୍ଗଲ ଜମିରେ ବେଆଇନ ନିର୍ମାଣ ଉଚ୍ଛେଦ

ରାଉରକେଲା: ବନ ବିଭାଗର ସଂରକ୍ଷିତ ଜଙ୍ଗଲ ଜମିରେ ବେଆଇନ ଭାବେ ନିର୍ମିତ କାର୍ଯ୍ୟାଳୟ ଉପରେ ବନ ବିଭାଗର ବଡ଼ ଆକ୍ସନ୍ । ଜଙ୍ଗଲ ଜମି ଜବରଦଖଲ ଅଭିଯୋଗରେ ପ୍ରଶାସନ ପକ୍ଷରୁ ଏହି କଠୋର କାର୍ଯ୍ୟାନୁଷ୍ଠାନ […]

କେଜି ରୁ ପିଜି’ ନିଃଶୁଳ୍କ ଶିକ୍ଷାରେ ଓଡ଼ିଶା ଦେଶରେ ପ୍ରଥମ; ଆଗାମୀ ୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ

ଭୁବନେଶ୍ୱର: କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ ଦିବସ ସମାରୋହରେ ଯୋଗଦେଇ ପିଲାମାନଙ୍କ ସହିତ ବାର୍ତ୍ତାଳାପ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ନିଜର କ୍ୟାରିୟର ଗଢିବା ଉପରେ ଫୋକସ୍ କରିବା ସହିତ ସୋସିଆଲ […]