ପୁରୀ: ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ଏକ ଅତ୍ୟାଧୁନିକ ଆନ୍ତର୍ଜାତୀୟ କ୍ରୁଜ୍ ଟର୍ମିନାଲ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି। ଏହି ଉଦ୍ଦେଶ୍ୟରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ (PPA) ଏବଂ ଓଡ଼ିଶା ମାରିଟାଇମ୍ ବୋର୍ଡ (OMB) […]
Month: September 2026
ଭୁବନେଶ୍ୱରରେ ଚାଞ୍ଚଲ୍ୟକର ଘଟଣା,ତାୱାରେ ପିଟି ପତ୍ନୀଙ୍କୁ ହତ୍ୟା ଅଭିଯୋଗ
ଭୁବନେଶ୍ୱର: ଦୀର୍ଘବର୍ଷର ପ୍ରେମ ସମ୍ପର୍କ ପରେ ୨ ବର୍ଷ ତଳେ ଆରମ୍ଭ କରିଥିଲେ ଦାମ୍ପତ୍ୟ ଜୀବନ। ୪ ମାସ ପୂର୍ବେ ଶିଶୁପୁତ୍ରଟି ହୋଇଥିଲା । ଜଣେ ୩୨ ବର୍ଷୀୟ ବ୍ୟକ୍ତି ନିଜର ୨୬ ବର୍ଷୀୟା […]
୩ୟ ଦିନରେ ବି ଗୃହ ଅଚଳ, ଅପରାହ୍ନ ୪ଟା ଯାଏଁ ବିଧାନସଭା ମୁଲତବୀ
ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଆଜି ତୃତୀୟ ଦିନ ହେଲେ ମଧ୍ୟ, ହଟ୍ଟଗୋଳ ଏବଂ ହଙ୍ଗାମା ଲାଗି ବିଧାନସଭାକୁ ପୁଣି ଆଜି ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରାଯାଇଛି । ତୃତୀୟ ଦିନରେ […]
‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ:୧୦୯ NBW କାର୍ଯ୍ୟକାରୀ, ୧୪୮ ଅବକାରୀ ମାମଲା ଓ ୧୫ NDPS ମାମଲା
ଭୁବନେଶ୍ୱର: ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି, ଶୃଙ୍ଖଳା ଓ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପୋଲିସ, କମିଶନରେଟ୍ ପୋଲିସ, […]
ଚଳନ୍ତା ବସ୍ରେ ନିଆଁ ଲାଗିଯିବାରୁ ୯ ଜଣ ଯାତ୍ରୀଙ୍କ ମୃତ୍ୟୁ
ୟୁପି: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ଯମୁନା ଏକ୍ସପ୍ରେସୱେରେ ଏକ ସ୍ଲିପର ବସ୍ରେ ଭୟାବହ ଅଗ୍ନିକାଣ୍ଡରେ ଜଳି ଯାଇ ୯ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବସ୍ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ ବୋଲି […]
ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ଓଡ଼ିଶାର ସାମୁଦ୍ରିକ ରପ୍ତାନି ୧୪.୫୭% ହ୍ରାସ
ଭୁବନେଶ୍ୱର: ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧର ପ୍ରଭାବ ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ରପ୍ତାନି ଉପରେ ପଡ଼ିଛି। ମାଛ, ଚିଙ୍ଗୁଡ଼ି ଏବଂ ଅନ୍ୟାନ୍ୟ ସାମୁଦ୍ରିକ ଉତ୍ପାଦର ରପ୍ତାନି ୨୦୨୫-୨୬ ଆର୍ଥିକ ବର୍ଷରେ ମଧ୍ୟପ୍ରାଚ୍ୟ ଦେଶଗୁଡ଼ିକୁ ୧୪.୫୭% […]
ବିଜେପିର ନୂଆ ପ୍ରଭାରୀ ତାଲିକା ଘୋଷଣା; ଡି. ପୂରନ୍ଦେଶ୍ୱରୀ ଓଡ଼ିଶା ପ୍ରଭାରୀ, ବୈଜୟନ୍ତଙ୍କୁ ମହାରାଷ୍ଟ୍ର ଦାୟିତ୍ୱ
ଭୁବନେଶ୍ୱର: ଆଜି ବିଜେପି ୨୮ଟି ରାଜ୍ୟ ଓ ୮ଟି କେନ୍ଦ୍ର ଶାସିତ ଅଞ୍ଚଳ ପାଇଁ ଏହାର ପ୍ରଭାରୀଙ୍କ ନାଁ ଘୋଷଣା କରିଛି। ଡି. ପୂରନ୍ଦେଶ୍ୱରୀଙ୍କୁ ଓଡ଼ିଶାର ପ୍ରଭାରୀ କରାଯାଇଥିବା ବେଳେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ […]
ବଙ୍ଗୋପସାଗରରେ ଗଭୀର ଅବପାତ, ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ଆଜି ରାତି ଓ ଆସନ୍ତାକାଲି ଭୋର୍ ସମୟରେ ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଉପକୂଳ ମଧ୍ୟ ଦେଇ ଗତି କରିବ । […]
ମୂଳ ବଜେଟ ଆବଣ୍ଟନର ସର୍ବନିମ୍ନ ୪୦ ପ୍ରତିଶତ ଅର୍ଥ ଖର୍ଚ୍ଚ କରିନଥିଲେ ମିଳିବନି ନୂଆ ପାଣ୍ଠି :ଅର୍ଥ ବିଭାଗ
ଭୁବନେଶ୍ୱର: ୨୦୨୬-୨୭ ଆର୍ଥିକ ବର୍ଷର ସପ୍ଲିମେଣ୍ଟାରୀ ବଜେଟ୍ ପ୍ରସ୍ତୁତି ଆରମ୍ଭ କରିଛି ରାଜ୍ୟ ଅର୍ଥ ବିଭାଗ। ଆସନ୍ତା ଅକ୍ଟୋବର ୩୧ତାରିଖ ସୁଦ୍ଧା ନିର୍ଦ୍ଧାରିତ ଫର୍ମାଟରେ ଅନଲାଇନରେ ପ୍ରସ୍ତାବ ପଠାଇବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦେଇଛି। […]
ଭୁବନେଶ୍ୱରର ନୂଆ ଡିସିପି ଭାବେ ନିଯୁକ୍ତ ହେଲେ ଡକ୍ଟର ସର୍ବଣା ବିବେକ ଏମ୍
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଡକ୍ଟର ସର୍ବଣା ବିବେକ ଏମ୍ ଙ୍କୁ ଭୁବନେଶ୍ୱରର ନୂଆ ଡିସିପି (DCP) ଭାବେ ନିଯୁକ୍ତ କରାଯାଇଛି । ୨୦୧୫ ବ୍ୟାଚ୍ର ଆଇପିଏସ୍ […]
