କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ଉପ-ନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ମିଲନ ପ୍ରଧାନଙ୍କୁ ଶୁକ୍ରବାର ଗିରଫ କରିଛି ପୁଲିସ। ୨୦୦୭ ଜମି ଅଧିଗ୍ରହଣ ବିରୋଧୀ ଆନ୍ଦୋଳନ ବେଳେ ସଂଘଟିତ ଏକ ହତ୍ୟା ମାମଲାରେ ତାଙ୍କୁ […]
Month: September 2026
ଏକାମ୍ର ରେସିଡେନ୍ସି ପାଇଁ ବିଡିଏ ପକ୍ଷରୁ ଆରମ୍ଭ ହେଲା ଅନଲାଇନ ଆବେଦନ ପ୍ରକ୍ରିୟା
ଭୁବନେଶ୍ୱର: ବିଡିଏ ପକ୍ଷରୁ ସୁବୁଦ୍ଧିପୁରଠାରେ ନିର୍ମାଣାଧୀନ ଏକାମ୍ର ରେସିଡେନ୍ସି ଆବାସିକ ପ୍ରକଳ୍ପରେ ଆପାର୍ଟମେଣ୍ଟ ଆବଣ୍ଟନ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଗ୍ରହୀ କ୍ରେତାମାନେ ଆସନ୍ତା ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ […]
୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨୯ରେ
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ ଦଳୀୟ ହ୍ୱିପ୍ ଅମାନ୍ୟ କରି କ୍ରସ୍ ଭୋଟିଂ କରିଥିବା ଅଭିଯୋଗରେ ୮ ଜଣ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ପ୍ରସଙ୍ଗ ଏବେ ହାଇକୋର୍ଟରେ ପହଞ୍ଚିଛି। ବିଜେଡି ପକ୍ଷରୁ ଦାୟର ହୋଇଥିବା […]
ପୋଲିସ ଜାଲରେ ଦୁର୍ଦ୍ଦାନ୍ତ ମାଓନେତା ଅସୀମ ମଣ୍ଡଳ
ନୂଆଦିଲ୍ଲୀ: ଦୀର୍ଘ ଦିନ ଧରି ପୋଲିସକୁ ଚକମା ଦେଇ ଆସୁଥିବା ଓଡ଼ିଶା, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ଟପ୍ କ୍ୟାଡର ମାଓବାଦୀ ଅସୀମ ମଣ୍ଡଳ ଓରଫ୍ ଆକାଶ ଶେଷରେ ପୋଲିସ ଜାଲରେ ପଡ଼ିଛନ୍ତି। ପୂର୍ବ ମେଦିନୀପୁର […]
ଆଇପିଏସ୍ ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ ବିଏସଏଫ୍ ଆଇଜି ଦାୟିତ୍ୱ
ନୂଆଦିଲ୍ଲୀ: ଆଇପିଏସ୍ ଅମିତେନ୍ଦ୍ର ନାଥ ସିହ୍ନା ସିଆରପିଏଫ ଆଇଜି ଥିବା ବେଳେ ତାଙ୍କୁୁ ବିଏସଏଫ୍ ଆଇଜି ଭାବେ ନିଯୁକ୍ତି ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ଆନୁଷ୍ଠାନିକ ବିଜ୍ଞପ୍ତି ଜାରି କରାଯାଇଛି। ଏହି […]
TMC ର ନାମ ଏବଂ ଚିହ୍ନର ବ୍ୟବହାର ଉପରେ ରୋକ ଲଗାଇଲେ ଇସି
ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍ ଇଣ୍ଡିଆ ତୃଣମୂଳ କଂଗ୍ରେସ’ରେ ଚାଲିଥିବା ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି । ଦଳର ଦୁଇ ପ୍ରତିଦ୍ୱନ୍ଦ୍ୱୀ […]
ଲୋକସେବା ଭବନ ପରିସର ‘ତମାଖୁମୁକ୍ତ ଅଞ୍ଚଳ’ ଘୋଷିତ:ନିୟମ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ,
ଭୁବନେଶ୍ୱର: ଜନସ୍ୱାସ୍ଥ୍ୟର ସୁରକ୍ଷା ସହିତ ସ୍ୱଚ୍ଛ ତଥା ସୁସ୍ଥ କାର୍ଯ୍ୟକ୍ଷେତ୍ର ପରିବେଶ ସୃଷ୍ଟି କରିବା ଏବଂ ତମାଖୁର କୁପ୍ରଭାବରୁ କର୍ମଚାରୀ ଓ ସାଧାରଣ ଲୋକଙ୍କୁ ରକ୍ଷା କରିବା ଉଦ୍ଦେଶ୍ୟରେ ରାଜ୍ୟର ପ୍ରମୁଖ ପ୍ରଶାସନିକ କେନ୍ଦ୍ର […]
‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ
ନୂଆଦିଲ୍ଲୀ: ନୂଆଦିଲ୍ଲୀସ୍ଥିତ ‘ଯଶୋଭୂମି’ଠାରେ ଅନୁଷ୍ଠିତ ଗ୍ଲୋବାଲ୍ ଇଭେଣ୍ଟ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେପ୍ଟେମ୍ବର ୧୭ରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ତିନିଦିନିଆ ବିଶ୍ୱସ୍ତରୀୟ କାର୍ଯ୍ୟକ୍ରମରେ […]
ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୬ତମ ଜନ୍ମଦିନ:ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଦୃଢ଼ ସଂକଳ୍ପ ଓ ନିରନ୍ତର କର୍ମଯୋଗର ପ୍ରତୀକ ନରେନ୍ଦ୍ର ମୋଦ ନିଜ ଜୀବନର ୭୬ତମ ବର୍ଷରେ ପଦାର୍ପଣ କରିଛନ୍ତି । ‘ସବକା ସାଥ୍, ସବକା […]
ପୁରୀରେ ନିମ୍ନମାନର ଓ ଭେଜାଲ ଖଜା ଗୋଦାମ ଉପରେ ପୋଲିସର ଚଢ଼ାଉ
ପୁରୀ: ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୁରୀ ପୋଲିସ। ଗୁରୁବାର ସକାଳେ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ଖଜା ପ୍ରସ୍ତୁତି କେନ୍ଦ୍ର ଓ ଗୋଦାମ ଉପରେ ପୋଲିସ ପକ୍ଷରୁ ହଠାତ ଚଢ଼ାଉ […]
