ବିଡିଏର ୧୫୩ତମ ବୋର୍ଡ ବୈଠକ ଅନୁଷ୍ଠିତ :ରାଜଧାନୀ ପାଇଁ BDA ର ମେଗା ପ୍ଲାନିଂ

ଭୁବନେଶ୍ୱର: ବିଡିଏର ୧୫୩ତମ ବୋର୍ଡ ବୈଠକ ପରେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଦୀର୍ଘବର୍ଷ ଧରି ଅବହେଳିତ ଓ ବିଧ୍ୱଂସ୍ତ ଅବସ୍ଥାରେ ପଡ଼ିରହିଥିବା ରାଜଧାନୀର ସବୁଠୁ ଲୋକପ୍ରିୟ ନିକୋ […]

ନିର୍ବାଚନ ପୂର୍ବରୁ ବାଣୀବିହାର ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ହାତାହାତି,

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଉତ୍ତେଜନା ଦେଖାଦେଇଛି । ଆଜି ହେବାକୁ ଥିବା ‘ହ୍ବାଇ ଆଇ ଷ୍ଟାଣ୍ଡ ଫର୍ ମିଟିଂ’ ପୂର୍ବରୁ ଦୁଇଟି ଛାତ୍ର ଗୋଷ୍ଠୀ ମଧ୍ୟରେ […]

ଗଙ୍ଗା ନଦୀରେ ଓଲଟିଲା ଡଙ୍ଗା, ୧୩ ଜଣଙ୍କ ମୃତ୍ୟୁ

ପାଟନା: ବିହାରର ବୈଶଳୀ ଜିଲ୍ଲାନ୍ତର୍ଗତ ହାଜିପୁରର ରାଘୋପୁର ଥାନା ଅଞ୍ଚଳରେ ଗଙ୍ଗା ନଦୀରେ ଏକ ଡଙ୍ଗା ବୁଡ଼ିଯିବାରୁ କିଛି ଛୋଟ ପିଲାଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଅନେକ ଏବେ ବି […]

CJP ସଦସ୍ୟଙ୍କ ଗିରଫକୁ ନେଇ ପୋଲିସକୁ ଘେରିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତରମନ୍ତରରେ ଡ୍ୟୁଟିରେ ଥିବା ପୋଲିସ କର୍ମଚାରୀଙ୍କ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କକ୍‌ରୋଚ୍‌ ଜନତା ପାର୍ଟି (CJP)ର ସଦସ୍ୟଙ୍କ ବିରୋଧରେ ଦିଲ୍ଲୀ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ପୋଲିସ କହିବା ଅନୁସାରେ, ୨୦୨୬ […]

ରାଜଧାନୀରେ ଆତଙ୍କ ସ୍କର୍ପିଓ ଧକ୍କାରେ ଜଣେ ମୃତ ଓ ୫ ଗୁରୁତର

ଭୁବନେଶ୍ୱର: ମଙ୍ଗଳବାର ରାତିରେ ଭରତପୁର ଅଞ୍ଚଳରେ ଏକ ସ୍କର୍ପିଓ ସିରିଜ୍ ଦୁର୍ଘଟଣା ଘଟାଇ ଆତଙ୍କ ଖେଳାଇଛି । ସ୍କର୍ପିଓ (OD07BG1777) ଧକ୍କାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି […]

ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୬ ପ୍ରସ୍ତାବକୁ ମଞ୍ଜୁରି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୧ଟି ବିଭାଗର ୧୬ଟି ପ୍ରସ୍ତାବ ମଞ୍ଜୁରୀ ଲାଭ କରିଛି । […]

ଆର୍ଥିକ ଦୁର୍ବଳ ସ୍ଥିତି ଏବଂ ବସ୍ତିବାସିନ୍ଦାଙ୍କ ପାଇଁ ଦୁଇ ଆବାସିକ ପ୍ରକଳ୍ପ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଘାଟିକିଆରେ ‘ନୀଳକଣ୍ଠେଶ୍ବର ନିବାସ’ ଓ ଗାଡ଼କଣର “ମୁକ୍ତେଶ୍ୱର ରେସିଡେନ୍ସି” ଆବାସିକ ପ୍ରକଳ୍ପ କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଘାଟିକିଆରେ ‘ନୀଳକଣ୍ଠେଶ୍ୱର ନିବାସ’ ୫.୨୭ ଏକର ଜମିରେ ପ୍ରିକାଷ୍ଟ […]

ଦୀପାବଳି ପରେ ଲାଗୁ ହେବ UPI ଚାର୍ଜ: NPCI

ନୂଆଦିଲ୍ଲୀ: NPCI ମଙ୍ଗଳବାର ଘୋଷଣା କରିଛି ଯେ କିଛି ବ୍ୟବସାୟୀଙ୍କ ସହିତ ୟୁପିଆଇ କାରବାର (ପିଟୁଏମ – ବ୍ୟକ୍ତିରୁ ବ୍ୟବସାୟୀ) ଉପରେ ଏମଡିଆର (ମର୍ଚ୍ଚାଣ୍ଟ ଡିସକାଉଣ୍ଟ ହାର) ଦୀପାବଳି ପରେ ଲାଗୁ କରାଯିବ। NPCIର […]

ଜେଏନ୍‌ୟୁ ଯୌନ ନିର୍ଯାତନା ମାମଲାରେ କଂଗ୍ରେସ ସାଂସଦଙ୍କ ନିଲମ୍ବନ ଦାବିରେ ରାଷ୍ଟ୍ରପତିଙ୍କୁ ଭେଟିବ ବିଜେପି

ନୂଆଦିଲ୍ଲୀ: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (JNU) ଯୌନ ନିର୍ଯାତନା ମାମଲାକୁ ନେଇ ରାଜନୈତିକ ପାଣିପାଗ ସରଗରମ ରହିଛି। ଏହି ମାମଲାରେ ଅଭିଯୁକ୍ତ କଂଗ୍ରେସ ସାଂସଦ ଅଙ୍ଗୋମଚା ବିମୋଲ ଅକୋଇଜମଙ୍କ ବିରୋଧରେ ବିଜେପି ଆକ୍ରମଣାତ୍ମକ ରୂପ […]

ଭାରତୀୟ ସୀମାକୁ ଅନୁପ୍ରବେଶ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ ୪ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: କୃଷ୍ଣାଘାଟି ସେକ୍ଟରରେ ଆତଙ୍କବାଦୀ ଭାରତୀୟ ସେନା ବିଛାଇଥିବା ଲ୍ୟାଣ୍ଡମାଇନର ଶିକାର ହୋଇଛନ୍ତି। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଲସ୍କର-ଏ-ତୌୟବା (ଏଲଇଟି)ର ଜଣେ ବରିଷ୍ଠ କମାଣ୍ଡର ସହିତ ୪ ପାକିସ୍ତାନୀ ଆତଙ୍କବାଦୀ ପ୍ରାଣ ହରାଇଛନ୍ତି। ସୂଚନା ଅନୁଯାୟୀ […]