କଟକ: ଆଜି ସକାଳୁ ସକାଳୁ ବାଲିଯାତ୍ରାର ବିଭିନ୍ନ ଷ୍ଟଲରେ ଖାଦ୍ୟ ସୁରକ୍ଷା ବିଭାଗର ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଯେଉଁଥିରେ ଅନେକ ପରିମାଣର ବାସୀ ଖାଦ୍ୟକୁ ନଷ୍ଟ କରାଯାଇଛି । ଏହାସହ ଉକ୍ତ […]
Author: ତେଜସ୍ୱିନୀ
ସାଇଲେନ୍ସ ଆୱାର ପାଇଁ ଗାଇଡଲାଇନ୍ ଜାରି
ନୂଆପଡା : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଆର ଏସ ଗୋପାଳନ , ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶାନ୍ତ କୁମାର ମିଶ୍ର, ପ୍ରମୋଦ ସାହୁ ଓ ଉପମୁଖ୍ୟ ନିର୍ବାଚନ ଅଧିକାରୀ ଲକ୍ଷ୍ମୀପ୍ରସାଦ ସାହୁ […]
ନବୀନଙ୍କ ନୂଆପଡ଼ା ଗସ୍ତକୁ ନେଇ ଶ୍ରୀମୟୀଙ୍କ ସମାଲୋଚନା
ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ନୂଆପଡ଼ା ଗସ୍ତକୁ ନେଇ ଶ୍ରୀମୟୀ ମିଶ୍ର ସମାଲୋଚନା କରିଛନ୍ତି। ଶୁକ୍ରବାର ଦିନ ନୂଆପଡ଼ା କ୍ୟାମ୍ପେନକୁ ଯାଉଥିବାବେଳେ ନବୀନଙ୍କ ଏକ ଭିଡିଓ ପୋଷ୍ଟ କରି ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ବିଜେଡି ନେତ୍ରୀ […]
୩ ସେବାୟତଙ୍କୁ ନିଲମ୍ବନ କଲା ଶ୍ରୀମନ୍ଦିର ପ୍ରଶାସନ
ପୁରୀ : ଗତମାସରେ ଶ୍ରୀମନ୍ଦିରର ବାହାର କାଠ ନିକଟରେ ଯାତ୍ରୀମାନଙ୍କ ଠାରୁ ବେଆଇନ ଭାବେ ଅର୍ଥ ଆଦାୟ କରିବାକୁ ନେଇ ଦୁଇ ସେବାୟତଙ୍କ ମଧ୍ୟରେ ମାରପିଟ୍ ହୋଇଥିଲା। ଯାହା ଶ୍ରୀମନ୍ଦିରର ଶୃଙ୍ଖଳା, ସୁରକ୍ଷା ଓ […]
ନୂଆପଡ଼ା ଯିବାପାଇଁ ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି
ନୂଆପଡା: ନବୀନଙ୍କ ହେଲିକପ୍ଟରକୁ ବିଳମ୍ବରେ ମିଳିଲା ଅନୁମତି । ଭୁବନେଶ୍ବର ଏୟାରପୋର୍ଟରୁ କ୍ଲିଅରାନ୍ସ ପାଇବାରେ ୧ ଘଣ୍ଟାରୁ ଅଧିକ ବିଳମ୍ବ ହେଲା । ଫଳରେ ୧ ଘଣ୍ଟା ୧୦ ମିନିଟ ବିଳମ୍ବରେ ନବୀନ ନୂଆପଡ଼ା […]
ବିଏମ୍ସିର ଯୋଜନା ରାଜଧାନୀରେ ହେବ ପଥ ଉତ୍ସବ..
ଭୁବନେଶ୍ୱର: ଆସନ୍ତା ଡିସେମ୍ବର ମାସରେ ପଥ ଉତ୍ସବ କରିବାକୁ ବିଏମ୍ସି ଯୋଜନା କରୁଛି । ତା ପୂର୍ବରୁ ଆସନ୍ତା ୧୬ ତାରିଖରେ ମାଷ୍ଟର କ୍ୟାଣ୍ଟିନ୍ରେ ଷ୍ଟ୍ରିଟ୍ କାର୍ନିଭାଲ ଆରମ୍ଭ ହେବାକୁ ଯାଉଛି । ଇଣ୍ଡିଆ […]
ଉତ୍ତରାଖଣ୍ଡରେ ଓଡ଼ିଆ ଝିଅ ହତ୍ୟା ଘଟଣା…
ଭୁବନେଶ୍ୱର: ଉତ୍ତରାଖଣ୍ଡ ଲାଲପୁରରେ ରହି ପଢ଼ୁଥିବା ଜଣେ ଓଡ଼ିଆ ଛାତ୍ରୀକୁ ହତ୍ୟା ଅଭିଯୋଗ ହୋଇଛି। ସେ ହେଲେ ରାୟଗଡ଼ା ଜିଲ୍ଲା ଜେକେପୁରର ସୃଷ୍ଟି ଶର୍ମା(୨୩)। ସୃଷ୍ଟି ରହୁଥିବା ଭଡ଼ା ଘର ମାଲିକଙ୍କ ପୁଅ ତାଙ୍କୁ […]
ବିହାରରେ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ
ବିହାର:ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଗୁରୁବାର ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୧୨୧ ଆସନରେ ମୋଟ ୧୩୧୪ ପ୍ରାର୍ଥୀ ପ୍ରତିଦ୍ଵନ୍ଦ୍ଵିତା କରୁଥିଲେ। ସେମାନଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ସନ୍ଧ୍ୟା ୫ଟା ସୁଦ୍ଧା ୬୦.୧୩ […]
ପତଞ୍ଜଳିକୁ ଦିଲ୍ଲୀ ହାଇକୋର୍ଟଙ୍କ ସମାଲୋଚନା
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ପରେ ଏବେ ହାଇକୋର୍ଟ ବିବାଦୀୟ ବିଜ୍ଞାପନ ପାଇଁ ରାମଦେବ ବାବାଙ୍କ ପତଞ୍ଜଳି କମ୍ପାନୀକୁ ସମାଲୋଚନା କରିଛନ୍ତି। ଏଥର ଚ୍ୟବନପ୍ରାସ ବିଜ୍ଞାପନକୁ ନେଇ ଗୁରୁବାର ଦିଲ୍ଲୀ ହାଇକୋର୍ଟ କମ୍ପାନୀ ଉପରେ କଡ଼ା ଟିପ୍ପଣୀ […]
ଗ୍ରୀନ୍ ଇଣ୍ଡିଆ କମ୍ପାନୀ ମାଲିକଙ୍କ ଘରେ ଇଡି ଚଢ଼ାଉ
ବ୍ରହ୍ମପୁର: ଚିଟ୍ଫଣ୍ଡ କମ୍ପାନି ଗ୍ରୀନ୍ ଇଣ୍ଡିଆ କର୍ତ୍ତୃପକ୍ଷ ଘରେ ରେଡ୍ କରାଯାଇଛି। ବ୍ରହ୍ମପୁରର ଅଯୋଧ୍ୟା ନଗର ଅଞ୍ଚଳରେ ଥିବା ଗ୍ରୀନ୍ ଇଣ୍ଡିଆ ସଂସ୍ଥାର ମୁଖ୍ୟ ପ୍ରଦୀପ ସିଂଙ୍କ ଘରେ ଇଡି ରେଡ୍ କରିଛି। ଲୋକଙ୍କଠୁ […]
