ଗଭୀର ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଗଭୀର ଅବପାତରେ ପରିଣତ ହୋଇଛି। ଶୁକ୍ରବାର ସକାଳେ ଏହା ପାରାଦୀପ-ଗୋପାଳପୁର ମଧ୍ୟ ଦେଇ ଦକ୍ଷିଣ […]

ଆଜି ଜନସମ୍ପର୍କ ପଦଯାତ୍ରା ପାଇଁ ସଙ୍କଳ୍ପ ନେବ ବିଜେଡି

ଭୁବନେଶ୍ୱର: ଆଜି ଜନ ସମ୍ପର୍କ ପଦଯାତ୍ରା ପାଇଁ ସଙ୍କଳ୍ପ ନେବ ବିଜେଡି । ସରକାରଙ୍କ ବିଫଳତା ବିରୋଧରେ ଜନସଚେତନତା ସୃଷ୍ଟି କରିବ । ହେଲେ ପାର୍ବଣ ଥିବାରୁ ଆଜି ପଦଯାତ୍ରା କରିବନି ବିଜେଡି । […]

RSS ର ଶତବାର୍ଷକୀ ଉତ୍ସବ ପାଳନ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ଶତବାର୍ଷିକୀ ଉତ୍ସବ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ RSSର ଅବଦାନକୁ ଦର୍ଶାଇ ଏକ ସ୍ମାରକୀ ଡାକ ଟିକେଟ୍ ଏବଂ ମୁଦ୍ରା ଉନ୍ମୋଚନ କରିଛନ୍ତି । ଭାରତ ସରକାର ସଂଘର […]

ପୋଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି, କ୍ରାଇମବ୍ରାଞ୍ଚ କରୁଛି ତଦନ୍ତ

ଭୁବନେଶ୍ବର: ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍‌ବି) ଦ୍ବାରା ପରିଚାଳିତ ପୁଲିସ ଏସ୍‌ଆଇ ପରୀକ୍ଷାରେ ବଡ଼ ଦୁର୍ନୀତି ସାମନାକୁ ଆସିଛି। ଏହି ସମ୍ବେଦନଶୀଳ ଘଟଣା ପଦାକୁ ଆସିବା ପରେ ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ […]

ଏସିଆ କପ୍ ଟ୍ରଫି କୁ ନେଇ ସରୁନି ବିବାଦ

ନୂଆଦିଲ୍ଲୀ: ଏସିଆ କପ୍ 2025 ଫାଇନାଲରେ ଭାରତର ପ୍ରଭାବଶାଳୀ ବିଜୟ ପରେ, ଟ୍ରଫି ଏବଂ ପଦକକୁ ନେଇ ବିବାଦ ଅବିରତ ଜାରି ରହିଛି। ଏସୀୟ କ୍ରିକେଟ୍ ପରିଷଦ (ACC) ମଙ୍ଗଳବାର ଦୁବାଇରେ ହୋଇଥିବା ବୈଠକରେ […]

ନବରତ୍ନ କମ୍ପାନି ନାଲ୍‌କୋରେ ସିବିଆଇ ର ଯାଞ୍ଚ

ଭୁବନେଶ୍ବର: ନବରତ୍ନ କମ୍ପାନି ନାଲ୍‌କୋରେ ଅଫିସ ରେ ସିବିଆଇ ଯାଞ୍ଚ କରିଛି। ନିଯୁକ୍ତି ସଂକ୍ରାନ୍ତୀୟ ଏକ ଅଭିଯୋଗ ଉପରେ ଏହି ଯାଞ୍ଚ କରାଯାଇଥିବା ସୂଚନା ମିଳିଛି। ତେବେ ସିବିଆଇ ହାତରେ ନିର୍ଦ୍ଦିଷ୍ଟ ପ୍ରମାଣ କିଛି […]

ଲୁହା ତୋରଣ ଭାଙ୍ଗିଯିବାରୁ ୯ ଶ୍ରମିକ ମୃତ:ତାମିଲନାଡୁ

ଚେନ୍ନାଇ: ମଙ୍ଗଳବାର ସନ୍ଧ୍ୟାରେ ତାମିଲନାଡୁର ରାଜଧାନୀ ଚେନ୍ନାଇରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏନୋର ଥର୍ମାଲ ପାୱାର ପ୍ଲାଣ୍ଟର ନୂତନ ସ୍ଥାନରେ ନିର୍ମାଣ କାର୍ଯ୍ୟ ସମୟରେ ଆର୍ଚ ଭୁଶୁଡ଼ି ପଡ଼ିଛି। ଏହି ସମୟରେ ସେଠାରେ […]

ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିବା ପରେ ପୋଲିସ SI ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର:ରାଜ୍ୟରେ ହେବାକୁ ଥିବା ପୋଲିସ SI ପରୀକ୍ଷା ସ୍ଥଗିତ । ଓଡ଼ିଶା ପୋଲିସ ପକ୍ଷରୁ ପରୀକ୍ଷା ତାରିଖ ସ୍ଥଗିତ ଘୋଷଣା । ଆସନ୍ତା ଅକ୍ଟୋବର 5 ଓ 6 ତାରିଖରେ ହୋଇଥାନ୍ତା ଏସଆଇ ପରୀକ୍ଷା […]

ଶ୍ରୀମନ୍ଦିରର ୧ କିମି ପରିଧି ସହିତ ବଡ଼ଦାଣ୍ଡରେ ବିକ୍ରି ହେବନି ମଦ

ପୁରୀ :ଶ୍ରୀମନ୍ଦିରର ୧ କିମି ପରିଧି କିମ୍ବା ବଡ଼ଦାଣ୍ଡରେ ବିକ୍ରି ହେବନି ମଦ । ଶ୍ରୀକ୍ଷେତ୍ରକୁ ନିଶାମୁକ୍ତ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ […]

ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ; 3 ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଗାମୀ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ପବନ ସହିତ ବର୍ଷା ସମ୍ଭାବନା ଅଛି। ସେଥିପାଇଁ ୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। […]